-+91-9937148622 |

prerana_bgr@rediffmail.com |

  Monday 4th May 2026 |

| | | |

R.N.I. Regd No. ODIODI/2010/46693

Breaking News

*ସହରାଞ୍ଚଳ ର ସୌନ୍ଦର୍ଜୀ କରଣ କୁ ଅଧିକ୍ ଗୁରୁତ୍ଵ ଦେଉଛି ଆମ ସରକାର*- *ମନ୍ତ୍ରୀ* -   (04-May-2026)       ||      ବିଶ୍ଵବିଦ୍ୟାଳୟ ସ୍ତରୀୟ ସ୍ନାତକ କଳା ଛାତ୍ରୀଙ୍କ ସଫଳତା* ପାଇଁ ସମ୍ବର୍ଦ୍ଧନା ସଭା    (04-May-2026)       ||      *ଡାବୁଗାଁ ମଣ୍ଡଳ ବିଜେପି ତରଫରୁ ବିଜୟ ଉତ୍ସବ ପାଳିତ*   (04-May-2026)       ||      ପାଟଣେଶ୍ୱରୀ ଦେବୀଙ୍କ ପ୍ରତିମୁର୍ତ୍ତିରେ ସିମେଣ୍ଟ, ଚୁନ ପଥର ପଡୁଛି   (04-May-2026)       ||      लोइसिंघा: ब्राइटमूर इंटरनेशनल स्कूल में ग्रीष्मकालीन शिविर का उद्घाटन   (04-May-2026)       ||      Summer Camp Inaugurated at Brightmoor International School   (04-May-2026)       ||      ବିଶ୍ୱ ପତ୍ରକାରିତା(ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ) ଦିବସ ପାଳିତ    (04-May-2026)       ||      ବିଶ୍ୱ ପତ୍ରକାରିତା(ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ) ଦିବସ ପାଳିତ    (04-May-2026)       ||      ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା :ଦୁଇ ଜଣ ଗିରଫ   (04-May-2026)       ||      *ଉଦ୍‌ଘାଟନ ପର୍ଯ୍ୟନ୍ତ ୧୨୪ କିଲୋମିଟର ଭାରତମାଳା ରାସ୍ତା ବନ୍ଦ*   (04-May-2026)       ||      ଲୋଇସିଂହାରେ ବ୍ରାଇଟମୁର ଇଣ୍ଟରନ୍ୟାସନାଲ ସ୍କୁଲରେ ଗ୍ରୀଷ୍ମକାଳୀନ ଶିବିର ଉଦ୍ଘାଟିତ   (04-May-2026)       ||      ହରିଶଙ୍କର ପୀଠରେ ବରଗଡ଼ର ସମାଜସେବୀ ସମ୍ମାନିତ    (04-May-2026)       ||      ଅବସରକାଳୀନ ସମ୍ବର୍ଦ୍ଧନା   (04-May-2026)       ||      ପାତାଳ ଗଙ୍ଗା ପର୍ଯ୍ୟଟନ କ୍ଷେତ୍ରରେ ପବିତ୍ରବୈଶାଖ ମେଳା ଆରମ୍ଭ   (03-May-2026)       ||      ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳିତ   (03-May-2026)       ||      ପ୍ରଭାତ ରଞ୍ଜନ ବିଶ୍ୱାଳଙ୍କ ଶକ୍ତିପ୍ରଦର୍ଶନ♦️ ଆଜି ଠାରୁ ଆରମ୍ଭ ହେଲା ମୋର ଏ ଲଢ଼େଇ, ୧୦ ହଜାରରୁ ଉର୍ଦ୍ଧ କର୍ମୀ ସମିଳନୀ ରେ ଯୋଗଦେଲେ   (03-May-2026)       ||      ଖୁସି ସାଂସ୍କୃତିକ ଓ ଗବେଷଣା ଏକାଡେମୀ ତରଫରୁ ଆନ୍ତର୍ଜାତିକ ନୃତ୍ଯ ଦିବସ ପାଳିତ    (03-May-2026)       ||      ABVP ପକ୍ଷରୁ ବ୍ଲକ୍ ଟପ୍ପରଙ୍କୁ ଘରେ ଯାଇ ସମ୍ବର୍ଦ୍ଧନା, ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଶୁଭେଚ୍ଛା   (03-May-2026)       ||      *ଡାବୁଗାଁ ଅଞ୍ଚଳରେ ଦିନ ୧୨ ପରେ ପ୍ରଚଣ୍ଡ ଗ୍ରୀଷ୍ମ ତାତି ଯୋଗୁଁ ଜନଶୂନ୍ୟ ହେଉଛି ବଜାର*   (03-May-2026)       ||      ଗୁରୁଗ୍ରାମଠାରେ ଅଷ୍ଟମ ରଜ ମହୋତ୍ସବ ପାଇଁ ବ୍ୟାପକ ପ୍ରସ୍ତୁତି   (03-May-2026)       ||     

HOME   ଜିଲ୍ଲା

ଜିଲ୍ଲା ସ୍ତରୀୟ ବିଶ୍ଵ ଦୃଷ୍ଟି ଦିବସ ପାଳିତ

21-Oct-2024



ସୁବର୍ଣ୍ଣପୁର, (ମନୋରଞ୍ଜନ ତ୍ରିପାଠୀ )
 ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ସତ୍ୟ ବାଦି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ କଲାପଥର ସୁବର୍ଣ୍ଣପୁର ସଭା ଗୃହ ଠାରେ ବିଶ୍ଵ ଦୃଷ୍ଟି ଦିବସ ଅଧ୍ୟକ୍ଷ ଶ୍ରୀକାନ୍ତ ପ୍ରଧାନଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି l ଉକ୍ତ ସଭା ରେ ଚକ୍ଷୁ ବିଶେଷଜ୍ଞ ଡ଼ାକ୍ତର ଭ1ଗ୍ୟଶ୍ରୀ ପ୍ରଧାନ, ସହକାରୀ ଜ଼ିଲ୍ଲା ଜନସ୍ୱାସ୍ଥ୍ୟ ଯୋଗାଯୋଗ ଅଧିକାରୀ  ବୃନ୍ଦାବନ ସାହୁ, ସଂଜୋଜିକା ଅଣ ସଂକ୍ରାମକ ରୋଗ ଗୀତାଞ୍ଜଳୀ ମେହେର ଓ କିଶୋର କୁମାର ସାହୁ ଅଧ୍ୟାପକ ପ୍ରମୁଖ  ମଂଚାସୀନ ଥିଲେ l ଅତିଥି ବୃନ୍ଦ ଚକ୍ଷୁ ର ଯତ୍ନ ଉପରେ ବୁଝାଇ ପ୍ରତି ଛ ମାସରେ ନିଶ୍ଚୟ ଚକ୍ଷୁ ବିଶେଷଜ୍ଞ ଡାକ୍ତରଙ୍କ ପରାମର୍ଶ ନେଇ ନିଜ ନିଜ ଚକ୍ଷୁ ପରୀକ୍ଷା କରିବା, ସୁଷମ ଖାଦ୍ୟ, ନିଶାଦ୍ରବ୍ୟ ରୁ ନିବୃତ ରହିବା,୨୦-୨୦-୨୦ ମେଥଡ ଗ୍ରହଣ କରିବା, ଖରା ସମୟରେ ବାହାରକୁ ଗଲେ କଳା ଚଷମା ବ୍ୟବହାର  କରିବା ଉପରେ ପୁଙ୍ଖାନୁପଙ୍ଖ ଆଲୋଚନା  କରି ଏକ ସୁସ୍ଥ  ସୁନ୍ଦର ସମାଜ ଗଠନ କରିବାରେ ସହାୟକ ହୋଇପାରିବl ଉପରେ ଗୁରୁତ୍ଵା ରୋପ କରିଥିଲେ l ସଂଯୋଜିକା ଅଣ ସଂକ୍ରାମକ ରୋଗ ଗୀତାଞ୍ଜଳୀ ମେହେର ସ୍କୁଲ ଲେଭେଲ ରେ ତମାଖୁ ମୁକ୍ତ ଉପରେ ଆବଶ୍ୟକ ସଚେତନତା  ବାର୍ତ୍ତା ପ୍ରଦାନ କରିଥିଲେ।
ଉକ୍ତ ସଭାରେ ସ୍କୁଲ ର ସମସ୍ତ କର୍ମକର୍ତ୍ତା , ଛାତ୍ର ଛାତ୍ରୀ, ସ୍ବାସ୍ଥ୍ୟ ଅଧିକାରୀ ଓ ସାମ୍ବାଦିକ ପ୍ରମୁଖ ଉପସ୍ଥିତି ଥିଲେ। ଉକ୍ତ ସଭାରେ ଅଧ୍ୟାପିକା ଦେବଯାନୀ ମେଶ୍ୱା ଓ ପ୍ରଶାନ୍ତ ମେହେର ସ୍ବାସ୍ଥ୍ୟ ପରିଦର୍ଶକ ସହଯୋଗ କରିଥିଲେ। ଡି ଇ ଓ ଅଶ୍ୱିନୀ ମେହେର ମ୍ୟାଜିକ ପରିଦର୍ଶନ କରି ଛାତ୍ର ଛାତ୍ରୀ ଙ୍କ ର ମନ ମୁଗ୍ଧ କରି ପାରିଥିଲେ।ଶେଷରେ ଅଧ୍ୟାପିକା ପ୍ରତିମା ବାରିକ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ସହରାଞ୍ଚଳ ର ସୌନ୍ଦର୍ଜୀ କରଣ କୁ ଅଧିକ୍ ଗୁରୁତ୍ଵ ଦେଉଛି ଆମ ସରକାର*- *ମନ୍ତ୍ରୀ* -   04-May-2026
  ଜିଲ୍ଲା  
ବିଶ୍ଵବିଦ୍ୟାଳୟ ସ୍ତରୀୟ ସ୍ନାତକ କଳା ଛାତ୍ରୀଙ୍କ ସଫଳତା* ପାଇଁ ସମ୍ବର୍ଦ୍ଧନା ସଭା   04-May-2026
  ଜିଲ୍ଲା  
*ଡାବୁଗାଁ ମଣ୍ଡଳ ବିଜେପି ତରଫରୁ ବିଜୟ ଉତ୍ସବ ପାଳିତ*   04-May-2026
  ରାଜ୍ୟ  
ପାଟଣେଶ୍ୱରୀ ଦେବୀଙ୍କ ପ୍ରତିମୁର୍ତ୍ତିରେ ସିମେଣ୍ଟ, ଚୁନ ପଥର ପଡୁଛି   04-May-2026
  ଜିଲ୍ଲା  
लोइसिंघा: ब्राइटमूर इंटरनेशनल स्कूल में ग्रीष्मकालीन शिविर का उद्घाटन   04-May-2026
  ରାଜ୍ୟ  
Summer Camp Inaugurated at Brightmoor International School   04-May-2026
  ଜିଲ୍ଲା  
ବିଶ୍ୱ ପତ୍ରକାରିତା(ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ) ଦିବସ ପାଳିତ   04-May-2026
  ଜିଲ୍ଲା  
ବିଶ୍ୱ ପତ୍ରକାରିତା(ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ) ଦିବସ ପାଳିତ   04-May-2026
  ଜିଲ୍ଲା  
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା :ଦୁଇ ଜଣ ଗିରଫ   04-May-2026
  ଜିଲ୍ଲା  
*ଉଦ୍‌ଘାଟନ ପର୍ଯ୍ୟନ୍ତ ୧୨୪ କିଲୋମିଟର ଭାରତମାଳା ରାସ୍ତା ବନ୍ଦ*   04-May-2026
  ଜିଲ୍ଲା  
ଲୋଇସିଂହାରେ ବ୍ରାଇଟମୁର ଇଣ୍ଟରନ୍ୟାସନାଲ ସ୍କୁଲରେ ଗ୍ରୀଷ୍ମକାଳୀନ ଶିବିର ଉଦ୍ଘାଟିତ   04-May-2026
  ଜିଲ୍ଲା  
ହରିଶଙ୍କର ପୀଠରେ ବରଗଡ଼ର ସମାଜସେବୀ ସମ୍ମାନିତ   04-May-2026

You Might Also Like