-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ତଲାଗାଁ ଠାରେ ବାଆଦି ଠାକୁରଙ୍କ ବାର୍ଷିକ ଦଶରା,ମନ ମୋହିଲା ଘୁମୁରା ନୃତ୍ୟ

21-Oct-2024



କୋକସରା(ତ୍ରିନାଥ ବେଶ୍ରା  )
ପ୍ରଭୁ ବୁଢ଼ାରଜା ଙ୍କ ଦଶରା ପରେ କୋକସରା ବ୍ଲକ ଅଞ୍ଚଳ ବଡପୋଡ଼ାଗୁଡା ତଲାଗାଁ ଠାରେ ଆନନ୍ଦ ଉଲ୍ଲାସର ସହ ଅଞ୍ଚଳ ର ଆରାଧ୍ୟ ଦେବତା ବାଆଦି ଠାକୁରଙ୍କ ବାର୍ଷିକ ଦଶରା ରବିବାର ବିଳମ୍ବିତ ରାତିରେ  ସମାପନ ହୋଇଛି। ଅପରାହ୍ନରେ ବଡପୋଡାଗୁଡା ଗ୍ରାମରୁ ପୁଝାରୀଙ୍କ ଘରୁ ଲାଠି ବାହାରିବା ପରେ ଅଞ୍ଚଳର ଅନେକ ନିମନ୍ତ୍ରିତ ଦେବାଦେବୀ ମାନଙ୍କ ଲାଠି ଏକତ୍ରିତ ହୋଇ ଯାତ୍ରାରେ ସାମିଲ ହୋଇଥିଲେ । ମାନସିକ ଧାରୀ ମାନେ ବାଆଦି ଠାକୁରଙ୍କୁ ଶୁକ୍ଲ ଭୋଗ ଓ ପାର୍ଶ୍ଵ ଦେବାଦେବୀ ଙ୍କୁ ରକ୍ତ ଭୋଗ  ଅର୍ପଣ କରି ଆଶୀର୍ବାଦ ଭିକ୍ଷା କରିଥିଲେ। ଶହ ଶହ ଭକ୍ତ ଏବଂ ଶ୍ରଦ୍ଧାଳୁଙ୍କ ସମାଗମରେ  ଏକ ଭକ୍ତିମୟ ପରିବେଶ ସୃଷ୍ଟି ହୋଇଥିଲା । ଏହାପରେ ତଲାଗାଁ ସ୍ଥିତ ବାଆଦି ଠାକୁରଙ୍କ ମନ୍ଦିରରେ  ପୂଜାର୍ଚ୍ଚନା ପରେ ସେଠାରୁ ଲାଠି କାଲିଶିଙ୍କ ଗହଣରେ ଲାଠି ଶୋଭାଯାତ୍ରା ବାହାରି ଅନ୍ୟ ଏକ ପୂଜା ସ୍ଥଳ ମାଁ ମାଉଲୀଙ୍କ ପୀଠକୁ ପ୍ରତ୍ୟାବର୍ତ୍ତନ କରିଥିଲେ। ରାତ୍ରିରେ ସାଂସ୍କୃତିକ କାର୍ଯ୍ୟକ୍ରମ ରେକର୍ଡ ଡ୍ୟାନ୍ସ ଓ ଘୁମୁରା ପ୍ରତିଯୋଗିତା ହୋଇଥିଲା। ସାଂସ୍କୃତିକ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥ  ବ୍ଳକ ଉପାଧ୍ୟକ୍ଷ ରାଜିବ କୁମାର ଅଗ୍ରୱାଲ , ମୁଖ୍ୟବକ୍ତା ଭାବେ ଜିତେନ୍ଦ୍ର ପଣ୍ଡା, ସ୍ଥାନୀୟ  ସରପଞ୍ଚ ଯମୁନା ନାଏକ, ନନ୍ଦିଗାଁ ସରପଞ୍ଚ କିରଣମୟୀ, ପୁର୍ବତନ ସରପଞ୍ଚ ଯମୁନା ମାଝୀ, ପେକ୍ସ ସଭାନେତ୍ରୀ ଦୁତିକା ନାଏକ, ସମାଜସେବୀ  ହିମାଞ୍ଚଳ ପୁଝାରୀ,  ନାଏବ ସରପଞ୍ଚ ବିଡୁ ନାଏକ, ସ୍ଥାନୀୟ ସମିତି ସଭ୍ୟ ଉମା ନାଏକ,ଏଡିଓ କର୍ପୁର ନାଏକ ପ୍ରମୁଖ ସମ୍ମାନୀତ ଅତିଥି ଭାବରେ ଯୋଗଦେଇଥିଲେ। କଲାହାଣ୍ଡି ଜିଲ୍ଲାର ବୀରବାଦ୍ୟ ଘୁମୁରା ମୁଖ୍ୟ ଆକର୍ଷଣ ହୋଇଥିଲା। ମୋଟ ୭ଟି ଘୁମୁରା ଦଳ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିବାବେଳେ ପ୍ରଥମ ପୁରସ୍କାର ମହିମା ମାଳପଡା, ଦ୍ଵିତୀୟ ପୁରସ୍କାର ସାନକେନ୍ଦୁଗୁଡା, ତୃତୀୟ ପୁରସ୍କାର କାଶିବାହାଲ ଘୁମୁରା ଦଳ ବିବେଚିତ ହୋଇଥିଲେ।ବାଆଦି ଠାକୁରଙ୍କ ଦଶରା ପୂଜା କମିଟିର ସଭାପତି ଧର୍ମାନନ୍ଦ ନାଏକ, ସାଧାରଣ ସମ୍ପାଦକ ଭଜମନ ନାଏକ,ସହ ସଂପାଦକ ମନୋଜ କୁମାର ଦାସ,କୋଷାଧ୍ୟକ୍ଷ ଧନବଳ ମାଝୀ ପୂଜକ ବଲଭଦ୍ର ପୁଝାରୀ, ଶିରା ସପୁର ସିଂ ନାଗ, ଚନ୍ଦ୍ରମଣି ଭାଟି, ଇଦ୍ରମଣି ନାଏକ, ଅଭିମନ୍ୟୁ ଧଙ୍ଗଡା ମାଝୀ,ମହେଶ୍ୱର ଗଉଡ଼ ଗ୍ରାମବାସୀ ମାନେ ସହଯୋଗ କରିଥିଲେ। ମଞ୍ଚକୁ  ଲିଙ୍ଗରାଜ ରାଠୋର ପରିଚାଳନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like