-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ବାବୁ ଫାସଡ଼ ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ

21-Oct-2024



ଆଗଲପୁର, (ବିନୋଦ ଦୀପ) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ବାବୁ ଫାସଡ଼ ପଞ୍ଚାୟତ ପରିସରରେ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି l ଉକ୍ତ କାର୍ଯ୍ୟକ୍ରମ ରେ ବ୍ଲକ ଏ ବି ଡି ଓ  ରୁଦ୍ରପ୍ରସାଦ ସୁନା, ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ ବିଭାଗ ଅଧିକାରୀ ଡ. ଧୀରେନ୍ଦ୍ର ମେହେର, ବ୍ଲକ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ ଶୁଭଶ୍ରୀ ମିଶ୍ର, ପ୍ରଭୃତି ଅଧିକାରୀ ମାନେ ଯୋଗଦେଇ ଲୋକଙ୍କ ଅଭିଯୋଗ ଶୁଣିଥିଲେ l ଗ୍ରାମ ପଞ୍ଚାୟତ ସରପଞ୍ଚ ଶ୍ରମତୀ ଜୟନ୍ତୀ ସେଠ ଓ  ଏ ଡି ଇ ଓ ସରୋଜ ସାହୁ ଙ୍କ ତତ୍ତ୍ଵାବଧାନରେ ଏହି ଶିବିର ଅନୁଷ୍ଠିତ ହୋଇଥିଲା l ଏଥିରେ 42 ଟି ପ୍ରଧାନମନ୍ତ୍ରୀ ଆବାସ ଗୃହ ନିର୍ମାଣ ସକାଶେ ବହୁ ସଂଖ୍ୟାରେ ଲୋକେ ଦରଖାସ୍ତ ଦେବାର ଦେଖିବାକୁ ମିଳିଥିଲା l ତା ସହିତ ଭତ୍ତା , ରାସ୍ତା ,  ନୂତନ ଯୋଗାଣ କାର୍ଡ , ଶିକ୍ଷା ,ସ୍ଵାସ୍ଥ୍ୟ , ତଥା ଅନ୍ୟାନ୍ୟ ପାଇ 38 ଟି ଆବେଦନ ଦରଖାସ୍ତ ପଞ୍ଜିକୃତ ହେବାର ଜଣାପଡିଛି l ଗ୍ରାମ ପଞ୍ଚାୟତରେ ପ୍ରଚାରପ୍ରସାର ଅଭାବ ରୁ ବହୁ ସଂଖ୍ୟାରେ ଅଭିଯୋଗକାରୀ ଆସି ନ ଥିବାର ମଧ୍ୟ ଦେଖିବାକୁ ମିଳିଥିଲା l ଗ୍ରାମ ପଞ୍ଚାୟତ ରେ ବାବୁପାଲି, ବରପଦର, ବାଞ୍ଜିପାଲି, ଘୁଚେପାଲି, ଲାଟସର, ଫାସଡ଼ ଏବଂ ଅନ୍ୟାନ୍ୟ ଗ୍ରାମ ଥାଇ ସୁଦ୍ଧା କମ ସଂଖ୍ୟାରେ ଲୋକ ଆସିଥିବାର ଦେଖିବାକୁ ମିଳିଥିଲା l ଯାହାକି ଅଭିଯୋଗ ଶୁଣାଣି 3 ଟା ସୁଦ୍ଧା ସମୟ ଥିଲେହେ 1 ଟା ମଧ୍ୟରେ ସୀମିତ ରହିଥିବା ଲୋକେ ଅଭିଯୋଗ କରିଛନ୍ତି l ଆଜିର କାର୍ଯ୍ୟକ୍ରମ ରେ ବ୍ଲକ ର ଜଳ ଓ ପରିମଳ ଅଧିକାରୀ ଦୁର୍ଗାପ୍ରସାଦ ମିଶ୍ର , ଗ୍ରାମ ପଞ୍ଚାୟତ ଅଧିକାରୀ ସୌଭାଗ୍ୟ ପଧାନ, ବି ଏସ ଏସ ଓ ସୁଶାନ୍ତ ମହାକୁର , ଯୋଗାଣ ବିଭାଗ ଙ୍କ ପ୍ରତିନିଧି , ମନରେଗା ଅଧିକାରୀ ଜଗତ ଜିତା ସେଠି, ମତ୍ସ୍ୟ ବିଭାଗ , ପଶୁ ବିଭାଗ ଓ ଗ୍ରାମ୍ୟ କୃଷି ଅଧିକାରୀ ଶ୍ରୀ ଅଶୋକ ସାହୁ ପ୍ରମୁଖ ଉପସ୍ଥିତ ଥିଲେ l

ପଞ୍ଚାୟତ ର ନାଏବ ସରପଞ୍ଚ ସରୋଜ ସାହୁ ,ଘଷିଆ ପଧାନ ଜଳନ୍ଧର ଖମାରୀ, ଲାଦୁ ଖମାରୀ ପ୍ରମୁଖ ଉକ୍ତ ଶିବିର ରେ ଉପସ୍ଥିତ ଥିଲେ l 


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like