-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

ବିଜେପୁର ତହସିଲ କାର୍ଯ୍ୟାଳୟରେ କ୍ଲିଣ୍ଟନ ଙ୍କୁ ସମ୍ବର୍ଦ୍ଧନା ଦେଲେ କର୍ମଚାରୀ ବୃନ୍ଦ

22-Oct-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ଗତ ତାରିଖରେ ପ୍ରକାଶିତ ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷା ଫଳାଫଳ ପ୍ରକାଶିତ ହୋଇଥିଲା। ଓଡ଼ିଶା ପ୍ରଶାସନିକ ସେବା କମିଶନ କଟକ ପକ୍ଷରୁ ପତ୍ର ସଂଖ୍ୟା୫୯୪୯ ତା ୧୯.୧୦.୨୦୨୪ରିଖରେ ପ୍ରକାଶିତ ନୋଟିସ ଅନୁସାରେ ତା ୨୫.୦୨.୨୦୨୪,ତା ୨୬.୦୨.୨୦୨୪,୨୮.୦୨.୨୦୨୪,ତା ୦୧.୦୩.୨୦୨୪ ଏବଂ ତା୦୩.୦୩.୨୦୨୪ରିଖରେ ଅନୁଷ୍ଠିତ ହୋଇଥିବା ଲିଖିତ ପରୀକ୍ଷା ସହ ପାର୍ସନାଣ୍ଟି ପରୀକ୍ଷ ତା ୧୦.୦୯.୨୦୨୪ ରିଖ ରୁ ତା୦୭.୧୦.୨୦୨୪ ରିଖରେ ଅନୁଷ୍ଠିତ ହୋଇଥିଲା।ତାର ପରୀକ୍ଷା ଫଳାଫଳ ପ୍ରକାଶିତ ହୋଇ ସାରିଛି। ସମୁଦାୟ ୬୮୩ ଜଣ ଏଇ ଲିଷ୍ଟ ଅନୁସାରେ କୃତକାର୍ଯ୍ୟ ହୋଇ ଓଡ଼ିଶା ପ୍ରଶାସନିକ ସେବା ପାଇଁ ଯୋଗ୍ୟ ବିବେଚିତ ହୋଇଥିବା ବେଳେ, ବରଗଡ଼ ଜିଲ୍ଲା ବିଜେପୁର ସହରର ଶ୍ରୀ କ୍ଲିଣ୍ଟନ ସାହୁ ପ୍ରଥମ କରି ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷା ଦେଇ ୩୫ ନମ୍ବର ରେଙ୍କ ରେ ଉତ୍ତିର୍ଣ୍ଣ ହୋଇ ବିଜେପୁର ଅଞ୍ଚଳ ପାଇଁ ଗର୍ବ ଓ ଗୌରବ ଆଣିଛନ୍ତି। ଏପରିପ୍ରେକ୍ଷୀରେ ଏଭଳି ମେଧାବୀ ପ୍ରତିଭାଙ୍କୁ ଉତ୍ସାହିତ କରିବା ପାଇଁ ବିଜେପୁର ତହସିଲଦାର ଶ୍ରୀଯୁକ୍ତ କର୍ଣ୍ଣ ସୁନା ତାଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଶ୍ରୀ କ୍ଲିଣ୍ଟନ ସାହୁଙ୍କୁ ସ୍ୱାଗତ କରିବା ସହ ପୁଷ୍ପଗୁଚ୍ଛ ଓ ଉପଢ଼ୌକନ ଦେଇ ସମ୍ବର୍ଦ୍ଧିତ କରିଥିଲେ। ସମ୍ବର୍ଦ୍ଧନା ଦେବା ସମୟରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ତହସିଲଦାର ଶ୍ରୀଯୁକ୍ତ ଜ୍ୟୋତିପ୍ରକାଶ ଭୋଇ,ନିଜାରତ ଅଫିସର ଆଲୋକ ମହାନନ୍ଦ,ହେଡକ୍ଲାର୍କ କଳ୍ପନା ବେହେରା, ବରିଷ୍ଠ ରାଜସ୍ୱ ସହାୟକ ସୁନନ୍ଦା ତାଣ୍ଡି, କନିଷ୍ଠ ରାଜସ୍ୱ ସହାୟକ ସୁସ୍ମିତା ଦୋରା, ଗୋକୁଳାନନ୍ଦ ଭୋଇ ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like