-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ରାଜ୍ୟ

ଅମ୍ବାଭୋନା ବ୍ଲକସ୍ତରୀୟ ଆନ୍ତର୍ଜାତୀୟ ଶିଶୁ କନ୍ୟା ଦିବସ ପାଳିତ

22-Oct-2024



ବରଗଡ଼(ପ୍ରେରଣା ଖବର): କନ୍ୟାଭ୍ରୁଣ ହତ୍ୟାକୁ ରୋକିବା ତଥା ବାଳିକା ଶିକ୍ଷା ପ୍ରତି ଆଗ୍ରହ ସୃଷ୍ଟି କରିବା ସହିତ ସେମାନଙ୍କ ଅଧିକାର ପ୍ରତି ଜନ ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ବରଗଡ଼ ଜିଲ୍ଲା ଅମ୍ବାଭୋନା ବ୍ଲକ ଶିକ୍ଷା କାର୍ଯ୍ୟାଳୟ ତରଫରୁ କାର୍ଯ୍ୟାଳୟ ପରିସରରେ ଥିବା ସମ୍ମିଳନୀ କକ୍ଷରେ ବ୍ଲକସ୍ତରୀୟ ଆନ୍ତର୍ଜାତୀୟ ଶିଶୁ କନ୍ୟା ଦିବସ ପାଳିତ ହୋଇଯାଇଛି।ଏହି ଅବସରରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀମତି ଭାବନା ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏକ ବୈଠକରେ ମୁଖ୍ୟ ଅତିଥି ଭାବରେ ସ୍ଥାନୀୟ ସିଡିପିଓ ଜୟନ୍ତୀ

ଗଡତିଆ,ସମ୍ମାନିତ ଅତିଥି ଭାବରେ ସହ ଗୋଷ୍ଠୀ  ଶିକ୍ଷା ଅଧିକାରୀ ଲାଲ ମୋହନ ସିଂ ଏବଂ ସହ ଗୋଷ୍ଠୀ ଶିକ୍ଷା ଅଧିକାରୀ ମୋହନ ଚରଣ ମହାନ୍ତ ଯୋଗଦେଇଥିଲେ । ଦେଶର ପ୍ରଗତି ପାଇଁ ବାଳିକା ଶିକ୍ଷା ନିତାନ୍ତ ଆବଶ୍ୟକ ତେଣୁ ସେମାନଙ୍କ ମୌଳିକ ଅଧିକାର ପ୍ରତି ଗୁରୁତ୍ବ ଦେବା ପାଇଁ ସମସ୍ତେ ଉଦ୍ୟମ କରିବା ଉଚିତ ବୋଲି ଅତିଥିବୃନ୍ଦ ମତବ୍ୟକ୍ତ କରିଥିଲେ।ଆନ୍ତର୍ଜାତୀୟ ଶିଶୁ କନ୍ୟା ଦିବସ ଉପଲକ୍ଷେ ଆୟୋଜିତ ବ୍ଲକସ୍ତରୀୟ ତର୍କ,ସଙ୍ଗୀତ ଓ ନୃତ୍ୟ ପ୍ରତିଯୋଗୀତାରେ ବ୍ଲକର ସମସ୍ତ କ୍ଲଷ୍ଟରର ଛାତ୍ରଛାତ୍ରୀ ଅଂଶ ଗ୍ରହଣ କରିଥିଲେ। ସଙ୍ଗୀତ ପ୍ରତିଯୋଗୀତାରେ କନିଷ୍ଠ ବିଭାଗରୁ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଚିଚୋଲିର ଶ୍ରୁତି ଭୋଇ ଓ ବରିଷ୍ଠ ବିଭାଗରୁ ହୀରାଧର ହାଇସ୍କୁଲ ଭୈନାତୋରାର ଲିପସା ଖମାରୀ ପ୍ରଥମ ସ୍ଥାନ ଅଧିକାର କରିଥିଲେ। ତର୍କ ପ୍ରତିଯୋଗୀତାରେ କନିଷ୍ଠ ବିଭାଗରୁ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଦ୍ୱାରୀର ଶ୍ରୁତି ପଟେଲ ଓ ବରିଷ୍ଠ ବିଭାଗରୁ କେଦାରନାଥ ହାଇସ୍କୁଲ ଅମ୍ବାଭୋନାର ଶୀତଳ ପଟେଲ ପ୍ରଥମ ସ୍ଥାନ ଅଧିକାର କରିଥିଲେ। ନୃତ୍ୟ ପ୍ରତିଯୋଗୀତାରେ କନିଷ୍ଠ ବିଭାଗରୁ ସେବାଶ୍ରମ ପ୍ରାଥମିକ ବିଦ୍ୟାଳୟ ବଡ ଦର୍ଲ୍ଲିପାଲିର ଅଙ୍କିତା ଷଣ୍ଢ ଓ ବରିଷ୍ଠ ବିଭାଗରୁ ପୁରୁଷୋତ୍ତମ ହାଇସ୍କୁଲ ରୁଚିଦାର ମନୀଷା ମେହେର ପ୍ରଥମ ସ୍ଥାନ ଅଧିକାର କରିଥିଲେ। 

ବିଚାରକବିଚାରକ ଭାବରେ ତର୍କ ପ୍ରତିଯୋଗୀତାରେ ସୁଲଳିତ ପାତ୍ର ଓ ସନୁ ପଧାନ, ନୃତ୍ୟ ପ୍ରତିଯୋଗୀତାରେ  ସୁରଜ ବେହେରା ଓ ପଦ୍ମନାଭ ପଣ୍ଡା ,ସଙ୍ଗୀତ ପ୍ରତିଯୋଗୀତାରେ ରବିଶଙ୍କର ବେହେରା ଓ ଫାଲଗୁନୀ ପଣ୍ଡା ଯୋଗ ଦେଇଥିଲେ। କାର୍ଯ୍ୟକ୍ରମ ପରିଚାଳନାରେ ଭୁକ୍ତା ବ୍ଲକ କଲୋନୀ ସ୍କୁଲର ପ୍ରଧାନ ଶିକ୍ଷକ ଶ୍ୟାମ ଚରଣ ନାଏକ,ସି ଆର୍ ସି ସି ପୁନୀରାମ ଗଣ୍ଡ, ରାମେଶ୍ବର ଭୋଇ,ଚୌଧୁରୀ ପାତ୍ର,ସୁମନ୍ତ ବାଗ,ଶିକ୍ଷକ ସଞ୍ଜୟ ଖମାରୀ, ସ୍ୱାଧୀନ ସାହୁ ସକ୍ରିୟ ସହଯୋଗ କରିଥିଲେ। ସି ଆର୍ ସି ସି ପୁନୀରାମ ଗଣ୍ଡ ସଭାକାର୍ଯ୍ୟ ପରିଚାଳନା କରିଥିବା ବେଳେ ଶିକ୍ଷକ ସନ୍ତୋଷ କୁମାର ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like