-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||     

HOME   ଜିଲ୍ଲା

ତରଭା ବ୍ଲକସ୍ତରୀୟ ସୁରଭି ଓ କଳା ଉତ୍ସବ :ନାଟ୍ୟ ଭୂଷଣ, ଅଭିନେତା ଜଗଦା ନନ୍ଦ ଚୁରିଆ ସମ୍ବର୍ଦ୍ଧିତ 

22-Oct-2024



ତରଭା(କପିଳାସ ସେଠ ) ତରଭା ବ୍ଲକ ତରଭା ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଓ କଲା ଉର୍ତ୍ସବ   ତରଭା ବିଇଓ କାର୍ଯ୍ୟାଳୟ ପରିସରରେ  ଅନୁଷ୍ଠିତ ହୋଇଯାଇଛି ।  ବିଇଓ ନାରାୟଣ ମିଶ୍ରଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବରେ ନାଟ୍ୟଭୂଷଣ, ଅଭିନେତା, ପ୍ରାକ୍ତନ ପ୍ରଧାନ ଶିକ୍ଷକ  ଜଗଦାନନ୍ଦ ଛୁରିଆ,ମୁଖ୍ୟ ଅତିଥିଭାବେ ଯୋଗ ଦେଇ ସୁରଭି ଛାତ୍ର ଛାତ୍ରୀ ଙ୍କ ଲୁକାୟିତ ପ୍ରତିଭା ର ଵିକାଶ ମୂଳ ଲକ୍ଷ୍ୟ ହେଉ I ପ୍ରତିଭା ନେଇ ନିଜଜନ୍ମମାଟି, ଓଡିଶା ତଥା ଭାରତ ବର୍ଷ ରେ ସମ୍ମାନ ରହୁ ବୋଲି ଛାତ୍ର, ଛାତ୍ରୀ ଙ୍କ ଉଦେଶ୍ୟ ରେ ଉଦବୋଧନ ଦେଇଥିଲେ  I ତରଭା ବ୍ଲକ  

ଜିପିଓ ବିଜୟ ନାଏକ, ଗୋଷ୍ଠୀ ସାଧନ କେନ୍ଦ୍ର ସଂଯୋଜକ ସତ୍ୟନାରାୟଣ ମହାପାତ୍ର, ଏ ବି ଇ ଓ କୃଷ୍ଣ ଚନ୍ଦ୍ର ପଣ୍ଡା  ସମ୍ମାନିତ ଅତିଥିଭାବେ ଯୋଗ ଦେଇ ରାଜ୍ୟ ସରକାର ଙ୍କ ଦ୍ୱାରା କାର୍ଯ୍ୟ କାରି ହେବାକୁ ଥିବା ବାଳ ଉତ୍ସବ ରେ ଛାତ୍ର ଛାତ୍ରୀ ଭାଗ ନେଇ  ନିଜ  ପ୍ରତିଭା ବିକଶିତ କରିବା ପାଇଁ ପରାମର୍ଶ ଦେଇଥିଲେ । ଶିକ୍ଷକ ସଞ୍ଜିବ ସେଠୀ ଙ୍କ ଦ୍ଵାରା ଅତିଥି ପରିଚୟ ପ୍ରଦାନ କରିଥିଲେ  । କମସରା ହାଇସ୍କୁଲ ର ଛାତ୍ରୀ ମାନଙ୍କ ଦ୍ବାରା ସ୍ବାଗତ ସଙ୍ଗୀତ ପରିବେଷଣ କରା ଯାଇଥିଲ।ଅତିଥି ମାନେ  ‌‌‌‌‌‌ଶିଶୁ ମାନଙ୍କର ଅନ୍ତର୍ନିହିତ ଗୁଣାବଳୀ ଓ ଲୁକ୍କାୟିତ ପ୍ରତିଭାର ବିକାଶ ପାଇଁ ସୁରଭି ଏକ ଉପଯୁକ୍ତ ମାଧ୍ୟମ,  ଶିଶୁ ମାନଙ୍କ ଅନ୍ତର୍ନିହିତ ପ୍ରତିଭାକୁ ବିକଶିତ କରିବା ହେଉଛି ଏହି କାର୍ଯ୍ୟକ୍ରମ ର ମୂଳ ଲକ୍ଷ । ଏହି ଅବସରରେ  ଅତିଥି ନାଟ୍ୟଭୂଷଣ ଜଗଦାନନ୍ଦ ଛୁରିଆ ଙ୍କୁ ବି ଇ ଓ କାର୍ଯ୍ୟାଳୟ ପକ୍ଷରୁ ମାନପତ୍ର ଓ ଉପଢୌକନ ଦେଇ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇ ଥିଲା l ଶିକ୍ଷକ ନୀଳକଣ୍ଠ ବଗର୍ତି ମଞ୍ଚ ପରିଚାଳନା କରିଥିବା ବେଳେ ରାଧେଶ୍ୟାମ କୁଆଁର ଧନ୍ଯବାଦ ଅର୍ପଣ କରିଥିଲେ । ଏହି ଅବସର ରେ ବିଦ୍ୟାଳୟ ଗୁଡ଼ିକର ଛାତ୍ର ଛାତ୍ରୀ ମାନଙ୍କୁ ନେଇ ୨୯ ଗୋଟି ବିଭାଗରେ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଅପରାହ୍ନ ରେ ବିଇଓ ନାରାୟଣ ମିଶ୍ର ଙ୍କ ସଭାପତିତ୍ବରେ ଅନୁଷ୍ଠିତ ଉଦଯାପନୀ ସଭା ରେ ମୁଖ୍ୟ ଅତିଥି ବ୍ଲକ ଅଧ୍ୟକ୍ଷ ସରୋଜ କମ୍ପ, ସମ୍ମାନିତ ଅତିଥି ଏନ ଏ ସି ଅଧ୍ୟକ୍ଷା ବନ୍ଦିତା ନାଏକ,  ଉପ ନଗରପାଳ ଗଗନ ଅଗ୍ରୱାଲ, ଏ ବି ଇ ଓ ଶ୍ରୀ ମହାପାତ୍ର,ଓ ଶ୍ରୀ ପଣ୍ଡା ପ୍ରମୁଖ ମଞ୍ଚା ସିନ ଥିଲେ l ଉଦଯାପନୀ ଉର୍ତ୍ସବ ରେ ସି ଆର ସି ସି ରୋହିତ କୁଆଁର ଓ ତରଣୀ ସେନ ନାଗ ମଞ୍ଚ ପରିଚାଳନା କରିଥିଲେ l ସାଂସ୍କୃତିକ କାର୍ଯ୍ୟକ୍ରମ - ତୁଲୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଥମ, ସିଣ୍ଡୋଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଦ୍ୱିତୀୟ ଓ କଟାପାଲି ଉନ୍ନିତ ଉଚ୍ଚ ବିଦ୍ୟାଳୟ ତୃତୀୟ  ସ୍ଥାନ ଅଧିକାରୀ ଥିଲେ I  ବିଭିନ୍ନ ପ୍ରତିଯୋଗିତା ର  କୃତି ପ୍ରତିଯୋଗୀ ଛାତ୍ର ଛାତ୍ରୀ ମାନଂକୁ ଙ୍କୁ ଅତିଥି ମାନେ ମାନପତ୍ର ଓ ଟ୍ରଫି ପ୍ରଦାନ କରି ପୁରସ୍କୃତ କରିଥିଲେ l ଜିଲ୍ଲା ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ରେ ପ୍ରଥମ ସ୍ଥାନ ଅଧିକାର କରି ଥିବା ୨୯ ଗୋଟି ପ୍ରତିଯୋଗିତା ର ପ୍ରତିଯୋଗୀ ଅଂଶ ଗ୍ରହଣ କରିବେ ବୋଲି

ସୂଚନା ଦିଆଯାଇଥଲା l ସଂଜୀବ ସା, ସୁରେଶ ପାଣ୍ଡେ, ପ୍ରଦ୍ୟୁମ୍ନ ମହାନ୍ତି, , ସାରଙ୍ଗ ପ୍ରଧାନ, ପ୍ରକାଶ ଦଳବେହେରା, ଭରତ ମଲ୍ଲିକ ,ଧୁବଲ ପ୍ରଧାନ ଙ୍କ ସହ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ କାର୍ଯ୍ୟକ୍ରମ ରେ ସହଯୋଗ କରିଥିଲେ l ତରଭା ର ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ମାହେଶ୍ୱରୀ ସଂଗଠନ ପକ୍ଷରୁ ପ୍ରତିଯୋଗିତା ରେ ପ୍ରଥମସ୍ଥାନ ଅଧିକାର କରିଥିବା ଛାତ୍ର ଛାତ୍ରୀ ଙ୍କୁ ସଂଗଠନ ପକ୍ଷରୁ ଟ୍ରଫି ପ୍ରଦାନ କରିଥିଲେ l ରାତ୍ରିଆଠଟା ପ୍ରାୟନ୍ତ ଛାତ୍ରଛତ୍ରୀ ଙ୍କ ମନ ଲୋଭ ସାଂକୃତିକ କାର୍ଯ୍ୟକ୍ରମ  ମନମୁଗ୍ଧ କରିଥିଲା  I 


News Comment




Photo in News

Advertisment
Lastest News
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026

You Might Also Like