-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||     

HOME   ଜିଲ୍ଲା

ଦେଶର ପ୍ରଗତି ନିମନ୍ତେ ବାଳିକା ଶିକ୍ଷା ଅତ୍ୟନ୍ତ ଅପରିହାର୍ଯ୍ୟ" ଅତାବିରା ବ୍ଲକସ୍ତରୀୟ ଆନ୍ତର୍ଜାତୀୟ ଶିଶୁ କନ୍ୟା ଦିବସ ପାଳିତ

22-Oct-2024



ଅତାବିରା(ଆକାଶ ମିଶ୍ର); ବରଗଡ଼ ଜିଲ୍ଲା ଅତାବିରା ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ତରଫରୁ ଆନ୍ତର୍ଜାତୀୟ ଶିଶୁ କନ୍ୟା ଦିବସ ପାଳିତ ହୋଇଯାଇଛି।ଏହି ଅବସର ରେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ତପନ ଦାଶ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନ ରେ ଆୟୋଜିତ ଏକ ବୈଠକରେ ମୁଖ୍ୟ ଅତିଥି ଭାବରେ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ସୁରେନ୍ଦ୍ର ବେହେରା, ସମ୍ମାନିତ ଅତିଥି ଭାବରେ ପାହାଡ ଶ୍ରିଗିଡା ହାଇସ୍କୁଲ ପ୍ରଧାନ ଶିକ୍ଷୟିତ୍ରୀ ବିଦ୍ୟୁତ୍ ପ୍ରଭା ମିଶ୍ର,ସି ଆର୍ ସି ସି କିଚକ ସୁନା ପ୍ରମୁଖ ମଞ୍ଚାସିନ ରହିଥିଲେ।ଦେଶର ପ୍ରଗତି ନିମନ୍ତେ ବାଳିକା ଶିକ୍ଷା ନିତାନ୍ତ ଆବଶ୍ୟକ ତେଣୁ ସେମାନଙ୍କ ମୌଳିକ ଅଧିକାର ପ୍ରତି ଗୁରୁତ୍ବ ଦେବା ପାଇଁ ଅତିଥିବୃନ୍ଦ ମତ ପ୍ରକାଶ କରିଥିଲେ।ଆନ୍ତ ର୍ଜାତୀୟ ଶିଶୁ କନ୍ୟା ଦିବସ ଉପଲକ୍ଷେ ଆୟୋଜିତ ବ୍ଲକସ୍ତରୀୟ ତର୍କ,ସଙ୍ଗୀତ ଓ ନୃତ୍ୟ ପ୍ରତି ଯୋଗୀତାରେ ବ୍ଲକର ସମସ୍ତ କ୍ଲଷ୍ଟରର ଛାତ୍ରଛାତ୍ରୀ ଅଂଶ ଗ୍ରହଣ କରିଥିଲେ।ତର୍କ ପ୍ରତିଯୋଗୀତାରେ କନିଷ୍ଠ ବିଭାଗରୁ ସରକାରୀ ଉନ୍ନୀତ ବିଦ୍ୟାଳୟ ସୋ ଢା ପାଲି ର ରିତେଶ୍ୱରି ଦୀପ ଓ ବରିଷ୍ଠ ବିଭାଗରୁ ପାହାଡ ଶ୍ରୀଗିଡା ହାଇସ୍କୁଲ ର ଜ୍ୟୋସ୍ନା ବିଶି ପ୍ରଥମ ସ୍ଥାନ ଅଧିକାର କରିଥିଲେ।ନୃତ୍ୟ ପ୍ରତି ଯୋଗୀତାରେ କନିଷ୍ଠ ବିଭାଗରୁ ଝିଲିମିଣ୍ଡା ହାଇ ସ୍କୁଲ ର ଲିଜା,ରଶ୍ମୀ ଏବଂ ଗ୍ରୁପ ଓ ବରିଷ୍ଠ ବିଭାଗରୁ ଉତ୍କଳିକା ଗ୍ରୁପ ପ୍ରଥମ ସ୍ଥାନ ଅଧିକାର କରିଥିଲେ।ସଙ୍ଗୀତ ପ୍ରତିଯୋଗୀତା ରେ କନିଷ୍ଠ ବିଭାଗରୁ ସରକାରୀ ଉନ୍ନୀତ ବିଦ୍ୟାଳୟ ସୋଢାପାଲି ପରିପୁର୍ଣ୍ଣା ଖମାରୀ ଓ ବରିଷ୍ଠ ବିଭାଗରୁ ଅତାବିରା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ର ମାନସୀ ମହାନନ୍ଦ ପ୍ରଥମ ସ୍ଥାନ ଅଧିକାର କରି ଜିଲ୍ଲା ସ୍ତର ପାଇଁ ମନୋନୀତ ହୋଇଛନ୍ତି।ବିଚାରକ ଭାବରେ ତର୍କ,ନୃତ୍ୟ ଓ ସଙ୍ଗୀତ ପ୍ରତିଯୋଗିତା ରେ ଅଳକା ଦାଶ ଓ ସାଥୀ ଯୋଗ ଦେଇଥିଲେ।ଶ୍ରେଷ୍ଠ ବିବେଚିତ ସମସ୍ତ କୃତୀ ପ୍ରତିଯୋଗୀ ଆସନ୍ତା ୨୩ ତାରିଖରେ ବରଗଡ଼ ସ୍ଥିତ ବାଳିକା ଉଚ୍ଚ ବିଦ୍ୟାଳୟରେ ଆନ୍ତର୍ଜାତୀୟ ଶିଶୁ କନ୍ୟା ଦିବସ ଉପଲକ୍ଷେ ହେବାକୁ ଥିବା ଜିଲ୍ଲା ସ୍ତରୀୟ ପ୍ରତିଯୋଗୀତା ରେ ଅଂଶ ଗ୍ରହଣ କରିବେ।କାର୍ଯ୍ୟକ୍ରମ ପରି ଚାଳନାରେ ସରିତା ଭୁଏ ସମେତ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ସକ୍ରିୟ ସହଯୋଗ କରିଥିଲେ।ଶିକ୍ଷୟିତ୍ରୀ ଅଂଶୁମାଲା ମିଶ୍ର ସଭାକାର୍ଯ୍ୟ ପରିଚାଳନା କରି ଥିବାବେଳେ ଶିକ୍ଷୟିତ୍ରୀ ଗୀତା ବେହେରା ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026

You Might Also Like