-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ଋଣ୍ଡିମହୁଲରେ ବିଜେପିର ପଞ୍ଚାୟତସ୍ତରୀୟ କର୍ମୀ ସମ୍ମିଳନୀ

22-Oct-2024



କଣ୍ଟାମାଳ(ଜୟ କୁମାର ମହାରଣା): ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ଋଣ୍ଡିମହୁଲ ଗ୍ରାମପଞ୍ଚାୟତ ର ସନ୍ଥlଶ୍ରମ ମଠ ଠାରେ ବିଜେପିର ପଞ୍ଚାୟତସ୍ତରୀୟ କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଛି l   ଋଣ୍ଡିମହୁଲ ପଞ୍ଚାୟତ ସରପଞ୍ଚ ପଞ୍ଚାନନ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ କର୍ମୀସମ୍ମିଳନୀ ରେ କଣ୍ଟାମାଳ ବିଧାୟକ କହ୍ନେଇ ଚରଣ ଡାଙ୍ଗ ଯୋଗଦେଇ କର୍ମୀମାନଙ୍କ ନିଷ୍ଠା ଓ ଏକାଗ୍ରତା ଯୋଗୁଁ ଦୀର୍ଘ ବ୍ୟବଧାନ ପରେ ସେମାନଙ୍କ ଦଳୀୟ ବିଧାୟକ ପାଇଛନ୍ତି l  ତେଣୁ ମତେ ଜଣେ ସେବକ

ଭାବେ ଆପଣମାନେ ସେବାର ସୁଯୋଗ ଦେଇଥିବାରୁ ମୁଁ ତାହାକୁ ଅତୁଟ ରଖିବି ବୋଲି କହିଥିଲେ ଏବଂ ଓଡିଶା ପ୍ରଶାସନିକ ସେବା ପରୀକ୍ଷାରେ କଣ୍ଟାମାଳ ନିର୍ବାଚନମଣ୍ଡଳୀରୁ ସର୍ବାଧିକ 6ଜଣ ଛାତ୍ର ଛାତ୍ରୀ କୃତକାର୍ଯ୍ୟ ହୋଇଥିବା ବିଧାୟକ ଶ୍ରୀ ଡାଙ୍ଗ ଭୁୟସୀ ପ୍ରଶଂସା କରିବା ସହ ସୂବେଚ୍ଛା ଜଣାଇବାଥିଲେ ଓ ଅଂଚଳର ସେମାନେ ଗର୍ବ ଗୌରବ ବୋଲି କହିଥିଲେ l ମେଘା ଜଳସେଚନ ଦ୍ୱାରା ଚାଷୀମାନେ କିପରି ଉପକୃତ ହୋଇପାରିବେ ସେ ଦିଗରେ ସେ ଚେଷ୍ଟା କରିବା ସହ ଋଣ୍ଡିମହୁଲ ପଞ୍ଚାୟତର ସମସ୍ତ ଅଧୁରା କାର୍ଯ୍ୟକୁ ସମ୍ପୂର୍ଣ୍ଣ କରାଯିବ  ବୋଲି ପଂଚାୟତବାସୀଙ୍କୁ କହିଥିଲେ l  ସର୍ବୋପରି ଯଶସ୍ବୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଙ୍କ ଆହ୍ୱାନ କ୍ରମେ ପଞ୍ଚlୟତରେ ଅଧିକରୁ ଅଧିକ ସଦସ୍ୟତା ପାଇଁ ଗୁରୁତ୍ୱ ଦେବାକୁ ବିଧାୟକ ଶ୍ରୀ ଡାଙ୍ଗ କର୍ମୀମାନଙ୍କୁ କହିଥିଲେ  l  ଏଥିରେ

ଅନ୍ୟମାନଙ୍କ ମଧ୍ୟରେ ବିଜେପି ଜିଲ୍ଲାଉପସଭାପତି ଚିତ୍ତରଞ୍ଜନ ପାତ୍ର,ବରିଷ୍ଠନେତାସୂର୍ଯ୍ୟ କୁମାର ଦେହୁରୀ, କୃଷ୍ଣ କହଁର, କେଦାରନାଥ ସାହୁ, ମଣ୍ଡଳ ସଭାପତି ଅନିଲ କୁମାର ପ୍ରଧାନ,ପିନାକଧର ରଣା, ଓମପ୍ରକାଶ ମିଶ୍ର,ବିରୁପାକ୍ଷ ବାରିକ, କୃଷ୍ଣ ସାହୁ, ଅଶୋକ ବାରିକ,ସନତ କୁମାର ବାରିକ,ଉମାକାନ୍ତ ବାରିକ ,ଏକାଦଶିଆ ଖେତି, ଲିଙ୍ଗ ଦନ୍ତା, ମନସାହୁ, ସୁନ୍ଦରମଣି ବାରିକ,ସମେତ ବହୁ ସଂଖ୍ୟାରେ କର୍ମୀ ମାନେ ଯୋଗ ଦେଇଥିଲେl


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like