-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ପ୍ରଜ୍ଞାନ ମିଶନ ଆନୁକୂଲ୍ୟରେ ସୋନପୁର ବ୍ଲକ ସ୍ତରୀୟ ଗୀତା ଆବୃତ୍ତି ପ୍ରତିଯୋଗିତା*- *ଯୋଗ ଦେଲେ ୮୦ ଜଣ ପ୍ରତିଯୋଗୀ*-

23-Oct-2024



ସୋନପୁର (ମନୋରଞ୍ଜନ ତ୍ରିପାଠୀ )
  ସ୍ଥାନୀୟ  ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର, ପରିସରରେ "ବ୍ଲକ ସ୍ତରୀୟ ଗୀତା ଆବୃତ୍ତି" ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି ।ପ୍ରଜ୍ଞାନ ମିଶନ ଆନୁକୂଲ୍ୟରେ  ଅନୁଷ୍ଠିତ ହୋଇଥିବା ପ୍ରତିଯୋଗିତାରେ ସୋନପୁର ବ୍ଲକର ବିଭିନ୍ନ ଶିକ୍ଷା ଅନୁଷ୍ଠାନରୁ ପ୍ରାୟ ୮୦ ଜଣ ପ୍ରତିଯୋଗୀ ଅଂଶଗ୍ରହଣ କରି ଶ୍ରୀମଦ୍ଭଗବତଗୀତାର ଚତୁର୍ଥ ଅଧ୍ୟାୟ ଆବୃତ୍ତି କରିଥିଲେ । ପ୍ରତିଯୋଗୀତା ହୋଇଥିବା ଚାରୋଟି ବର୍ଗରେ କ' ବିଭାଗରୁ ଅନନ୍ୟା ପ୍ରିୟଦର୍ଶନୀ ଦାସ, ଆଲିଶା ଦାସ,ସିଦ୍ଧି ତ୍ରିପାଠୀ, ଖ' ବିଭାଗରୁ ଶୁଭଙ୍କର ପଣ୍ଡା,ସଂସୀତା ତ୍ରିପାଠୀ, ସୁଭଦ୍ରା ନାଏକ,ଗ' ବିଭାଗରୁ ବର୍ଷାରାଣୀ ପଣ୍ଡା, ଅନ୍ୟସା ଦୀକ୍ଷିତ,ଅଂଶୁମାନ ଗରିଆ,ଘ'ବିଭାଗରୁ ଲଷ୍ମୀପ୍ରିୟା ପ୍ରଧାନ,ଅଙ୍କିତା ସାହୁ, ଅର୍ପିତା ମହାନ୍ତି,ସ୍ମୃତିପ୍ରଭା ମେଂଡ଼ିଲି ପୁରସ୍କୃତ ହୋଇ ଆସନ୍ତା ନଭେମ୍ବର ୨୪ ରେ ସୋନପୁର ଶିଶୁ ବିଦ୍ୟା ମନ୍ଦିରରେ ହେବାକୁ ଥିବା ଜିଲ୍ଲା ସ୍ତରୀୟ ପ୍ରତିଯୋଗୀତାକୁ ଉତ୍ତୀର୍ଣ୍ଣ ହୋଇଛନ୍ତି । ସ୍ଥାନୀୟ ବୀରମିତ୍ର ସିଂଦେଓ ସଂସ୍କୃତ ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ଲକ୍ଷ୍ମୀନାରାୟଣ ପୂଝାରୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ଅବସରପ୍ରାପ୍ତ ଶିକ୍ଷକ ଶ୍ରୀଯୁକ୍ତ ଶତ୍ରୁଘନ ହୋତା ମୁଖ୍ୟ ଅତିଥି ରୂପେ ଯୋଗଦେଇ ଗୀତାକୁ ପ୍ରତ୍ୟହ ପାଠ କରୁଥିବା ବ୍ୟକ୍ତି ଜୀବନର ସମସ୍ତ ସମସ୍ୟା କୁ ଅଚିରେ ସମାଧାନ କରିପାରନ୍ତି ବୋଲି କହିଥିଲେ lସମସ୍ତ ସମସ୍ୟାର ସମାଧାନର ସୂତ୍ର ଗୀତା ଆବୃତ୍ତି ଓ ଅଭ୍ୟାସ ବୋଲି ମତ ବ୍ୟକ୍ତ କରିଥିଲେ l ଅବସର ପ୍ରାପ୍ତ ସଂସ୍କୃତ ଶିକ୍ଷକ ଶିବନାରାୟଣ ପୂଜହାରୀ ଦୀପ ପ୍ରଜ୍ବଳନ ପୂର୍ବକ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ସ୍ଥାନୀୟ ଅଞ୍ଚଳର ସୁନାମଧନ୍ୟ ସଂସ୍କୃତ ବିଦ୍ୱାନ ଯଥା ଡ଼. ସୁରେଶ କୁମାର ପଣ୍ଡା,ପଦ୍ମନାଭ ନନ୍ଦ, ଯୋଗମୟା ମିଶ୍ର, ଅନ୍ତର୍ଯ୍ୟାମୀ ପଣ୍ଡା,ଗୋବର୍ଦ୍ଧନ ପଧାନ,ବ୍ରତାନନ୍ଦ ଭୋଇ, ନନ୍ଦକିଶୋର ମିଶ୍ର,ନିତ୍ୟାନନ୍ଦ ପଧାନ, ଆଲୋକ କୁମାର ପଧାନ ପ୍ରମୁଖ ବିଚାରପତି ଭାବରେ ଦାୟିତ୍ୱ ନିର୍ବାହ କରିଥିଲେ । ପ୍ରଜ୍ଞାନ ମିଶନର କାର୍ଯ୍ୟକର୍ତ୍ତା ଶ୍ରୀ ଅନ୍ତର୍ଯ୍ୟାମୀ ହୋତା, ବାଳଗୋପାଳ ଚାନ୍ଦ ପୁରସ୍କାର ବିତରଣରେ ସାହାଯ୍ୟ କରିଥିଲେ । ଶୀତାଂଶୁ ପୂଜହାରୀ, ସହସ୍ରାଂଶୁ ପଟ୍ଟନାୟକ,ବଳରାମ ଗୁରୁଜୀ  ପ୍ରମୁଖ କାର୍ଯ୍ୟକ୍ରମରେ ସକ୍ରିୟ ସହଯୋଗ କରିଥିଲେ । ଗୀତା ଆବୃତ୍ତି ପ୍ରତିଯୋଗିତା ଦ୍ୱାରା ସଂସ୍କୃତ ଭାଷାର ପ୍ରଚାରପ୍ରସାର ହେଉଥିବାରୁ ବରେଣ୍ୟ ବିଚାରକ ମଣ୍ଡଳୀ ପ୍ରଜ୍ଞାନ ମିଶନର ଭୁୟସୀ ପ୍ରଶଂସା କରିଥିଲେ । ପ୍ରଜ୍ଞାନ ମିଶନର ଜିଲ୍ଲା ସଂଯୋଜକ ଆକାଶ ବିଶ୍ୱାଳ ସଭା ପରିଚାଳନା କରିଥିବା ବେଳେ ଅଚ୍ୟୁତାନନ୍ଦ ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like