-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ମଦବିକ୍ରି କୁ ବିରୋଧ କରି ଏସ ଏଚ ଜି ମହିଳା ମାନେ ଆଗଲପୁର ଥାନା ର ଦ୍ବାରସ୍ଥ

23-Oct-2024



ଆଗଲପୁର, (ପ୍ରେରଣା ଖବର) ଗତକାଲି ମଦ ବିକ୍ରି କୁ ବିରୋଧ କରି ମଦ ଜବତ କରିଥିବା ଏକ ଖବର ପ୍ରସାରଣ କରା ଯାଇଥିଲା। ମଦ ଜବତ କରିଥିବା ଏସ ଏଚ ଜି ମହିଳା ମାନେ ଆଜି ଢ଼ାବା ମାଲିକ କୁ ଗିରଫ କରିବା ପ୍ରତିବାଦ ତଥା ବୁଦୁଲା ପଞ୍ଚାୟତ ରେ ସମ୍ପୂର୍ଣ୍ଣ ଭାବେ ମଦବିକ୍ରି କୁ ବନ୍ଦ୍ କରିବା ଦାବିରେ ଆଜି ଶତାଧିକ ସଂଖ୍ୟାରେ ଆସି ଆଗଲପୁର ଥାନା ରେ ଲିଖିତ ଅଭିଯୋଗ କରିଛନ୍ତି। ମଦ ପିଇ ଆଜିର ଛୋଟ ଛୋଟ ସ୍କୁଲ ପିଲା ନିଜ ନିଜ ଭବିଷ୍ୟତ କୁ ଅନ୍ଧାରକୁ ଠେଲି ଦେଉଥିବା ମନେ ହେଉଛି। ପଞ୍ଚାୟତ ରେ ଥିବା ସମସ୍ତ ଢ଼ାବା କୁ ବନ୍ଦ୍ କରିବା ସହିତ ଢ଼ାବା ମାଲିକ ମାନଙ୍କୁ ଗିରଫ କରି କୋର୍ଟ ଚାଲାଣ କରିବାକୁ ଦାବି କରିଛନ୍ତି l ଆଗଲପୁର ଥାନା ଅଧିକାରୀ ଶ୍ରୀ ବାସୁଦେବ ଭୋଇ ଅଭିଯୋଗ କୁ ଗ୍ରହଣ କରି ଯଥାଶୀଘ୍ର ସେମାନଙ୍କୁ ଗିରଫ କରାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି l ବିଶେଷ କରି ଗତକାଲି ରେଙ୍ଗାଲି ଗ୍ରାମ କୁ ଯାଇ ମଦ ଓ କଫସିରଫ ଜବତ କରିଥିବା ଢ଼ାବା ମାଲିକ ଶ୍ରୀ ସୁଧାଂଶୁ ଗହିର କୁ ଗିରଫ କରି କୋର୍ଟ ଚାଲାଣ କରିବାକୁ ଲିଖିତ ଆକାରରେ ଅଭିଯୋଗ କରିଛନ୍ତି। ଯଦି ପୋଲିସ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରେ ତେବେ ଆଗାମୀ ଦିନ ଏସ ପି ଙ୍କ ଦ୍ବାରସ୍ଥ ହେବୁ ବୋଲି ମହିଳା ମାନେ ପ୍ରକାଶ କରିଛନ୍ତି l ମଦ ପିଇବା ଦ୍ଵାରା ଯୁବ ସମାଜ ତଥା ପରିବାର ଉପରେ ଅନେକ ଅସୁବିଧା ହେଉଥିବା ସେମାନେ ଅଭିଯୋଗ କରିଛନ୍ତି ଏଣୁ ଯଥାଶୀଘ୍ର ଉକ୍ତ ଅଞ୍ଚଳରୁ ମଦ କୁ ବନ୍ଦ୍ କରିବା ପାଇଁ ସେମାନେ ପୋଲିସ କୁ ଅନୁରୋଧ କରିଛନ୍ତି। ମହିଳା ମାନଙ୍କ ଅଭିଯୋଗ ଶୁଣି ସାରିବା ପରେ ଏ ଉପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଆଗଲପୁର ଥାନା ଅଧିକାରୀ ଶ୍ରୀ ବାସୁଦେବ ଭୋଇ ପ୍ରକାଶ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like