-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ରୁଗୁଡିଖାଳ ଫୁଟବଲ ଖେଳ ପଡିଆର ପାଚେରୀ ବର୍ଷେ ନପୁରୁଣୁ ଭାଙ୍ଗିଲା

23-Oct-2024



ତୁଷୁରା (ପଞ୍ଚାନନ ନାଏକ) ରାଜ୍ୟ ସରକାର ଗ୍ରାମାଞ୍ଚଳ ମାନଙ୍କରେ ରାଜ୍ୟ ସ୍ତରୀୟ ଓ ଅନ୍ତଃରାଷ୍ଟ୍ରୀୟ ଖେଳାଳି ସୃଷ୍ଟି କରିବା ପାଇଁ ନୂତନ ଖେଳ ପଡିଆ କରିବା ସହ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। କିନ୍ତୁ ବଲାଙ୍ଗୀର ଜିଲ୍ଲା ତୁଷୁରା ଏନଏସିର ୨ନମ୍ବର ୱାର୍ଡ ସ୍ଥିତ ଖର୍ଡା ଗ୍ରାମ ପାଖରେ ଥିବା ରୁଗୁଡିଖାଳ ଫୁଟବଲ ଖେଳ ପଡିଆର ନୂତନ ଭାବେ ନିର୍ମିତ ହୋଇଥିବା ପାରେରୀ ନିମ୍ନ ମାନର ହୋଇଥିବାରୁ ବର୍ଷେ ନପୁରୁଣୁ କାନ୍ଥ ଆଁ କରିବା ସହ ଭାଙ୍ଗିବା ଆରମ୍ଭ ହୋଇ ଥିବା ଦେଖିବାକୁ ମିଳିଛି।ଖର୍ଡା ତଥା ଆଖପାଖର ଖେଳ ପ୍ରେମୀ ମାନଙ୍କ ସୁବିଧାକୁ ଦୃଷ୍ଟିରେ ରଖି ରୁଗୁଡି ଖାଳରେ ନୂତନ ଫୁଟବଲ୍ ପଡ଼ିଆ  ତିଆରି ଆରମ୍ଭ ହୋଇ ଥିଲା। ପଡିଆକୁ ଖେଳ ଉପଯୋଗୀ କରିବା ସହ ପାଚେରୀ ନିର୍ମାଣ କାର୍ଯ୍ଯ ପାଇଁ ୫ଟି ମହିଳା ସଂୟ ସହାୟିକା ଗୋଷ୍ଠୀଙ୍କୁ ଆତ୍ମନିର୍ଭରଶୀଳ ହେବା ଉଦ୍ଦେଶ୍ଯରେ ସରକାର ୨୦ ଲକ୍ଷ ଟଙ୍କାର ୱାର୍କୱଡର ଦେଲେ। କିନ୍ତୁ ଉକ୍ତ ମହିଳା ସଂୟ ସହାୟିକା ଗୋଷ୍ଠୀର ମହିଳା ମାନେ ଉକ୍ତ କାର୍ଯ୍ୟକୁ ସ୍ଥାନୀୟ ଏକ ଠିକାଦାରଙ୍କୁ ବିକ୍ରୀ କରି ଦେଇ ଥିବା ଜଣାପଡିଛି। ଉକ୍ତ ଠିକାଦାର ଓ ବିଭାଗୀୟ ଜେଇଙ୍କ ମଧୁଚନ୍ଦ୍ରିକା ଯୋଗୁଁ କାର୍ଯ୍ଯ ଅତି ନିମ୍ନମାନର ହୋଇ ଥିବାରୁ ବର୍ଷେ ନପୁରୁଣୁ କାନ୍ଥ ଆଁ କରିବା ସହ ଭାଙ୍ଗିବା ଆରମ୍ଭ ହେଲାଣି। ଏ ନେଇ  ଏନଏସି ଅଧ୍ୟକ୍ଷ ଅଜୟ କୁମାର ଜୟଶ୍ବାଲଙ୍କୁ ପଚାରିବାରୁ କହନ୍ତି ଯେ, ଏନେଇ ତଦନ୍ତ କରିବାକୁ ବିଭାଗୀୟ କର୍ତ୍ତୃପକ୍ଷଙ୍କୁ କହିଛି, ରିପୋର୍ଟ ଆସିବା ପରେ ତୁରନ୍ତ ପଦକ୍ଷେପ ନିଆଯିବ ବୋଳି ସଫେଇ ଦେଇଥିଲେ। ଅନ୍ୟ ପକ୍ଷରେ ଏହି ପଡିଆ ଉପରେ ବିପଦପୂର୍ଣ୍ଣ ଭାବରେ ଡୁଡୁମା ଲାଇନ ତାର ଯାଇଥିଲେ ମଧ୍ୟ ଆଶ୍ଚର୍ଯ୍ୟ ଜଣକ ଭାବେ ତୁଷୁରା ଏନଏସି ପ୍ରଶାସନ କିପରି ଏହି ଜମିକୁ ଖେଳପଡିଆ ଚିହ୍ନଟ କରିଥିଲେ । କେଉଁ ଉଦ୍ଦେଶ୍ୟରେ ସେଠାରେ ଫୁଟବଲ ପଡିଆ ତିଆରି କରାଯାଇଛି ତାହା ମଧ୍ଯ ତଦନ୍ତ ସାପେକ୍ଷ ବୋଲି ସାଧାରଣରେ ଚର୍ଚ୍ଚା ହେଉଛି।  ଅପରପକ୍ଷରେ ନୂତନ ପଡ଼ିଆ ବାବଦକୁ ୨୦ ଲକ୍ଷ ଟଙ୍କା ଖର୍ଚ୍ଚ ହୋଇ ଥିବା କୁହାଯାଉଥିଲେ ମଧ୍ଯ ଆଖିଦୃଶିଆ କାର୍ଯ୍ଯ ହୋଇ ନାହିଁ। ଏହାର ତଦନ୍ତ ଶିଘ୍ର କରା ନଗଲେ ଆଗାମୀ ଦିନରେ ଏନଏସି ସମ୍ମୁଖରେ ୨ନମ୍ବର ୱାର୍ଡର ଖର୍ଡା ଗ୍ରାମର କ୍ରୀଡା ପ୍ରେମୀ ଯୁବ ନେତା ନରେନ୍ଦ୍ର ସୁନା  
ଧାରଣା ଦେବାକୁ ଗଣମାଧ୍ୟମ ଆଗରେ କହିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like