-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ମା ଝାଡେଶ୍ବରୀ ଡିଗ୍ରୀ ମହାବିଦ୍ୟାଳୟରେ ସ୍ବାଗତ ସମ୍ବଦ୍ଧନା ସଭା

23-Oct-2024



ସୋନପୁର(ପ୍ରେରଣା ଖବର): ଝାଡେଶ୍ବରୀ ଡିଗ୍ରୀ ମହାବିଦ୍ୟାଳୟର ଇତିହାସ ବିଭାଗର ନବାଗତ ଛାତ୍ରଛାତ୍ରୀଙ୍କୁ ସ୍ବାଗତକରି ମହାବିଦ୍ୟାଳୟରେ ଅଧ୍ୟୟନରତ ଦ୍ବିତୀୟ ଓ ତୃତୀୟ ବର୍ଷ ଛାତ୍ରଛାତ୍ରୀଙ୍କ ପକ୍ଷରୁ ଏକ ସ୍ବାଗତ ସମ୍ବଦ୍ଧନା ସଭାର ଆୟୋଜନ କରାଯାଇଛି। ସଭାରେ ଯୁକ୍ତି ୩ ସ୍ରୋତର ଅଧ୍ଯକ୍ଷ ଶ୍ରୀମାନ ଅନିଲ ପଧାନ ସଭାପତିତ୍ବ କରିଥିଲାବେଳେ ମୁଖ୍ୟ ଅତିଥ୍‌ ଭାବରେ ମହାବିଦ୍ୟାଳୟର ଯୁକ୍ତ ୨ ସ୍ରୋତର ଅଧ୍ଯକ୍ଷ ଅଶୋକ କୁମାର ପୁରୋହିତ ଛାତ୍ରଛାତ୍ରୀଙ୍କ ପାଇଁ ଏକ ରୋମାଞ୍ଚକର ଭବିଷ୍ୟତ ନିର୍ମାଣ ପାଇଁ ଉଦ‌ବୋଧନ ଦେଇଥିଲେ । ସଭାର ଶୋଭା ମଣ୍ଡନ କରୁଥିବା ଅନ୍ୟ ଅଧ୍ୟାପକ ଅଧ୍ୟାପିକାଙ୍କ ମଧ୍ୟରେ ସତ୍ୟନାରାୟଣ ଦାସ, ବ୍ୟାସଦେବ ପଣ୍ଡା, ଶ୍ରୀମତୀ ମିନତୀ ଦାସ, ଶ୍ରୀଯୁକ୍ତ ସଂସାର ପଧାନ, ବଳଦେବ ମହାକୁଡ, ଶ୍ରୀଯୁକ୍ତ ପ୍ରମୋଦ ଦେହେରୀ, ଲମ୍ବୋଦର ପାଢ଼ୀ ନିଜ ନିଜ ଶୈଳୀରେ ନିଜସ୍ବ ବକ୍ରବ୍ୟ ଛାତ୍ରଛାତ୍ରୀଙ୍କ ସମ୍ମୁଖରେ ଉପସ୍ଥାପନ କରିଥିଲେ । ଯୁକ୍ତ ୩ ସ୍ରୋତର ଅଧ୍ଯକ୍ଷ ଅନିଲ ପଧାନ ମହୋଦୟ ନିଜସ୍ବ ଶୈଳୀରେ ଏକ ଗୀତ ମାଧ୍ୟମରେ ଛାତ୍ରଛାତ୍ରୀଙ୍କୁ ଉଦ‌ବୋଧନ ଦେଇଥିଲେ । ଅନ୍ୟାନ୍ୟ ନିମନ୍ତ୍ରିତ ଅଧ୍ୟାପକ ଅଧ୍ୟାପିକାଙ୍କ ମଧ୍ୟରେ ଶ୍ରୀମତୀ ମୌସୁମୀ ଷଡ଼ଙ୍ଗୀ, ଶ୍ରୀମତୀ ସୁଶ୍ରୀ ପାଢ଼ୀ, ସ୍ମାରକୀ ମାହାର, ତନ୍ମୟା ବେହେରା, ରେଣୁକା ମାଝୀ, ଗାୟତ୍ରୀ ଅଚାରି ପ୍ରମୁଖ ଯୋଗଦାନ କରିଥିଲେ । ପରିଶେଷରେ ଇତିହାସ ବିଭାଗର ଅଧ୍ୟାପିକା ଅମ୍ରିତା ପଟ୍ଟନାୟକ ଧନ୍ୟବାଦ୍ ଅର୍ପଣ କରିବା ସଙ୍ଗେ ସଙ୍ଗେ ଛାତ୍ରଛାତ୍ରୀଙ୍କ ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା ।

ଛାତ୍ରଛାତ୍ରୀ ତଥା ମହାବିଦ୍ୟାଳରେ କର୍ମରତ ଅଧ୍ୟାପକ ଅଧ୍ୟାପିକା ଓ କର୍ମଚାରୀ ମାନଙ୍କ ପାଇଁ ଏକ ମଧ୍ୟାହ୍ନ ଭୋଜନର ଆୟୋଜନ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like