-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ଶିକ୍ଷକ ବସନ୍ତ ମହାପାତ୍ର ଙ୍କ ପ୍ରତି ବେଆଇନ କାର୍ଯ୍ୟାନୁଷ୍ଠାନର ତଦନ୍ତ ଦାବି

23-Oct-2024



(ପ୍ରେରଣା ଖବର )
ଲାଞ୍ଜିଗଡ ବ୍ଲକ ଭୂର୍ଟିଗଡ ସରକାରୀ ଉଚ୍ଚ  ପ୍ରାଥମିକ ବିଦ୍ୟାଳୟ ରେ କାର୍ଯ୍ୟରତ ପୂର୍ବତନ ପ୍ରଧାନ ଶିକ୍ଷକ ବସନ୍ତ କୁମାର ମହାପାତ୍ର ଙ୍କୁ ଚଳିତ ବର୍ଷ ଏପ୍ରିଲ ମାସରେ ଲାଞ୍ଜିଗଡ ବ୍ଲକ ଶିକ୍ଷା ଅଧିକାରୀ କୌଣସି କାରଣ କୁ ନେଇ ନିଲମ୍ବନ କରିଥିଲେ ଏବଂ ଗତ ୧୫/୧୦/୨୪ ରିଖ ଉକ୍ତ ଶିକ୍ଷକ ଙ୍କ ମୃତ୍ୟୁ ଘଟିଛି,କିନ୍ତୁ  ଗତ  ଏପ୍ରିଲ ମାସରେ ନିର୍ବାଚନ ଆଚରଣ ବିଧି ଲାଗିଥିବା ସମୟରେ ଶିକ୍ଷକ ଜଣକ ସମ୍ପୂର୍ଣ୍ଣ ଭାବରେ ନିର୍ବାଚନ କମିଶନର ଙ୍କ ଅଧୀନରେ ଥିବା ବେଳେ କେଉଁ କ୍ଷମତା ବଳରେ ନିର୍ବାଚନ କମିଶନର ଙ୍କ କ୍ଷମତା କୁ କ୍ଷୁର୍ଣ୍ଣ କରି ଶିକ୍ଷକ ବସନ୍ତ କୁମାର ମହାପାତ୍ର ଙ୍କୁ ଲାଞ୍ଜିଗଡ ବ୍ଲକ ଶିକ୍ଷ୍ୟା ଅଧିକାରୀ ତାଙ୍କୁ ବେଆଇନ ଭାବରେ ନିଲମ୍ବନ କରିଥିବା ସୂଚନା ମିଲିଛି  ଏବଂ ନିଲମ୍ବନ ପରେ ତିନି ମାସ ପର୍ଯ୍ୟନ୍ତ ଉକ୍ତ ରୋଗଗ୍ରସ୍ତ ଶିକ୍ଷକଙ୍କୁ ଦରମା ନ ଦେବା ଫଳରେ ତାଙ୍କ ଚିକିତ୍ସା ରେ ବିଳମ୍ବ ଘଟିଥିବା ଜଣା ପଡିଛି, ଉକ୍ତ ଶିକ୍ଷକ ଙ୍କୁ ତାଙ୍କର କିଡନୀ ଓ ହାର୍ଟ ଏବଂ ସୁଗର ଭଳି ଅନେକ ଦୁରାରୋଗ୍ୟ ରଚିକିତ୍ସା ପାଇଁ ମାସିକ ଲକ୍ଷ୍ୟା ଧିକ ଟଙ୍କା ର ବ୍ୟୟ ବହୁଳ ଚିକିତ୍ସା ସମୟ ରେ ତାଙ୍କୁ ଦରମା ନ ମିଳିବା ହୁଏତ  ଶିକ୍ଷକ ଙ୍କ ମୃତ୍ୟୁ  କାରଣ କୁ ଏଡାଇ ଦିଆଯାଇ ନ ପାରେ ବୋଲି ବୁଦ୍ଧି ଜୀବି ମହଲ ରେ ଅଭିଯୋଗ ହୋଇଛି ଏବଂ  ଶିକ୍ଷକ ଙ୍କୁ ନିଲମ୍ବନ କରି ୬  ମାସରୁ ଉର୍ଦ୍ଧ ସମୟ ବିତି ଯାଇ ଥିଲେ ମଧ୍ୟ ନିଷ୍ଠୁର ଅହଙ୍କାରୀ ଅର୍ଥ ଲୋଭି ବିଇଓ ଲାଞ୍ଜିଗଡ  ପୁନଃ ନିଯୁକ୍ତି ନିଯୁକ୍ତି ନ କରିବା ଏହା  ଖୋଲାଖୋଲି ଭାବରେ ମାନବ ଅଧିକାର ଆଇନ ର ଉଲଂଘନ କରାଯାଇଥିବା ସାଧାରଣ ରେ ଅଭିଯୋଗ ହୋଇଛି ଏଣୁ ଏ ଦିଗରେ ଉଚ୍ଚ ସ୍ତରୀୟ ଏକ କ୍ଷମତା ସମ୍ପନ୍ନ କମିଟି ଦ୍ଵାରା ଏହାର  ତଦନ୍ତ କରାଗଲେ ଏଭଳି  ଜଘନ୍ୟ କାର୍ଯ୍ୟ ରେ ସଂପୃକ୍ତ ଥିବା ଅଧିକାରୀ  ଓ କର୍ମ ଚାରି ଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ  ପାଇଁ  ଦାବି ହୋଇଛି


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like