-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ଆନ୍ତର୍ଜାତିକ କନ୍ୟା ସନ୍ତାନ ଦିବସ ୨୦୨୪ ଅବସରରେ ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ

23-Oct-2024



(ମନୋରଞ୍ଜନ ତ୍ରିପାଠୀ )
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଦ୍ୱାରା ଆୟୋଜି ଆନ୍ତର୍ଜାତିକ କନ୍ୟା ସନ୍ତାନ ଦିବସ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳିନା ପଧାନ ମୁଖ୍ୟ ଅତିଥି ଭାବରେ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦ୍ଘାଟନ କରିଥିଲେ । କାର୍ଯ୍ୟକ୍ରମ ଆରମ୍ଭରେ ମୁଖ୍ୟ ଅତିଥି କେକ୍ କାଟି ବାଳିକା ମାନଙ୍କୁ ଖୁଆଇଥିଲେ ।ବାଳିକାମାନଙ୍କୁ ଶୁଭେଚ୍ଛା ଜଣାଇବା ସହ ସେମାନଙ୍କର ଉତ୍ତରୋତ୍ତର ମଙ୍ଗଳ କାମନା କରିଥିଲେ । ଏହି କାର୍ଯ୍ୟକ୍ରମରେ ଅନ୍ୟତମ ଅତିଥି ଭାବରେ ଜିଲ୍ଲା ନ୍ୟାୟାଳୟ ଆଇନ୍ ସହାୟତା କେନ୍ଦ୍ର ସମ୍ପାଦିକା କୁମୁଦିନୀ ମୁଦୁଲି , ଡି. ଏସ୍. ପି   ଏଚ୍. ଆର୍ ପି ସି ପ୍ରତାପ ରଣା,ADPHO ଭି . ଭି. ଡି, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ମଞ୍ଜୁଲତା ଭୋଇ,କାର୍ଯ୍ୟକ୍ରମ ଅଧିକାରୀ ଅନିତା ଗୁରୁ ପ୍ରମୁଖ ଯୋଗଦେଇ ଶିଶୁକନ୍ୟା ମାନଙ୍କର ସୁରକ୍ଷା ,ଆତ୍ମରକ୍ଷା, ଶିକ୍ଷା ଓ ପାରଦର୍ଶିତା ଉପରେ ମତାମତ ରଖିଥିଲେ ।
    ବାଲ୍ୟବିବାହ ପରାମର୍ଶ ଦାତା ଅକ୍ଷୟ କୁମାର ସିଂ ଜୀବନ କୌଶଳ ଏବଂ ଆଶିଷ ଅଗ୍ରୱାଲ ସାଇବର କ୍ରାଇମ୍ ବିଷୟରେ ତଥ୍ୟ ଉପସ୍ଥାପନ କରିଥିଲେ । କାର୍ଯ୍ୟକ୍ରମରେ ଏନ୍ .ସି. ସି ବିଭାଗ ,ବାଳିକା ଉଚ୍ଚ ବିଦ୍ୟାଳୟ , ମହିଳା ମହାବିଦ୍ୟାଳୟ,ପଦ୍ମିନୀ କଲେଜ୍, ଅଦ୍ୱିକା ବାଳିକା ସୋନପୁର  ଆଦିର ୨୩୦ ବାଳିକା ଅଂଶଗ୍ରହଣ କରିଥିଲେ।
ଏହି ଅବସରରେ ବିଶେଷ ପାରଦର୍ଶିତା ଲାଭକରିଥିବା ଯଥା ଅସୁରମୁଣ୍ଡାର ତିଳୋତ୍ତମା ସାହୁ ଆର୍ଟ ଓ ପେଣ୍ଟିଂ ପାଇଁ, ଫେସନ୍ ସୋ  ପାଇଁ ଅଂଶିକା ମିଶ୍ର ,ବାଲ୍ୟବିବାହ ସଚେତନତା ପାଇଁ ପଦ୍ମିନୀ ବେହେରା ଏବଂ କୀର୍ତ୍ତନ ଗାୟିକା କୁନି କଳାକାର ଶୁଭଶ୍ରୀ ସାଣ୍ଢଙ୍କୁ ପ୍ରଂଶସା ପତ୍ର ଓ ଫଳକ ଦେଇ ଶୁଭେଚ୍ଛା ଜ୍ଞାପନ କରାଯାଇଥିଲା। ସେହିପରି ସୁକନ୍ୟା ସମ୍ବୃଢ଼ି ଯୋଜନା ରେ ଦୁଇ ଜଣକୁ ୨୦୦୦/- ଟଙ୍କା ର ଚେକ୍ ଓ ବୈଷୟିକ ଶିକ୍ଷା ପାଇଁ ଯୋଷଦା ଯୋଜନା ରେ  ଦୁଇ ଜଣ ବାଳିକାଙ୍କୁ ୧୦୦୦୦/- ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା।
 ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଚତୁର୍ଭୁଜ ଦାଶ ସଭା ସଂଯୋଜନା କରିଥିଲେ । ଉତ୍କଳ ବଳସ୍ରମ ର ଶିଶୁ ମାନେ ସ୍ବାଗତ ସଙ୍ଗୀତ ଗାନ କରିଥିଲେ।  ଜିଲ୍ଲା ଶିଶୁ ସୁରକ୍ଷା ବିଭାଗର ଥବିର କାଲସେ, ସ୍ୱାଗତରାଜ ମିଶ୍ର,ରୁଦ୍ର ପ୍ରସନ୍ନ ମିଶ୍ର,ପ୍ରଶାନ୍ତ ମହାକୁଡ ,କେଶବ ଚନ୍ଦ୍ର ମେହେର,ଅନିଲ ମହଲା,ସରିତା ସୁନା ,ସୁଧୀର ଦାସ, ଧର୍ମେନ୍ଦ୍ର ଦାସ ଆଦି ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like