-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ପଲଶାଗୋରା ମୁରାସୁର ଦରବାର ଉଦଯାପିତ

24-Oct-2024



କଣ୍ଟାମାଳ (ଜୟ କୁମାର ମହାରଣା): ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ପଲଶାଗୋରା ସ୍ୱସ୍ତିକ କ୍ଲବ ଦ୍ୱାରା ଆୟୋଜିତ ୨୬ତମ ଗଜଲକ୍ଷ୍ମୀ ପୂଜା ଅବସରରେ ମୁରାସୁର ଦରବାର କାର୍ଯ୍ୟକ୍ରମ ର ଷଷ୍ଠ ସନ୍ଧ୍ୟାରେ ସାର୍ବଜନୀନ କଲାମଣ୍ଡପ ଠାରେ ସୁସଜିତ୍ୱ ବିଶାଳ ମଞ୍ଚରେ ମୁରାସୁର ଓ ଶେଷ ନୃସିଂହ ଙ୍କ ମଧ୍ୟରେ ଯୁଦ୍ଧ ହେବା ପରେ ମୁରାସୁର ଶେଷ ନୃସିଂହ ଙ୍କ ହସ୍ତରେ ବଧ ନାଟକ ମଞ୍ଚସ୍ଥ ହୋଇଥିଲା ଏଥି ସହିତ ମୁରାସୁର ଦରବାର କାର୍ଯ୍ୟକ୍ରମ ମଙ୍ଗଳବାର ବିଳମ୍ୱିତ ରାତିରେ ଉଦଯାପିତ ହୋଇଯାଇଛି |ଉଦଯାପନୀ ସନ୍ଧ୍ୟାରେ ରାଜକୀୟ ସ୍ୱତନ୍ତ୍ର ଅତିଥି ଭାବେ ଶାସକ ଦଳ ମୁଖ୍ୟ ସଚେତକ ତଥା ବୌଦ୍ଧ ବିଧାୟକ ସରୋଜ ପ୍ରଧାନ ଯୋଗଦେଇଥିବା ବେଳେ ମୁଖ୍ୟଅତିଥି ଭାବେ କଣ୍ଟାମାଳ ବିଧାୟକ କହ୍ନେଇ ଚରଣ ଡାଙ୍ଗ ମୁଖ୍ୟଅତିଥି ଓ  ଯୁବ ବିଜେପି ନେତା ଓମ ପ୍ରକାଶ ମିଶ୍ର, ଜିଲ୍ଲା ପରିଷଦ ସଭ୍ୟା

ପଦ୍ମାଳୟା ପ୍ରଧାନ, ବିଜେପି ନେତା ପିନାକ ରଣା, ଶିତିକଣ୍ଠ ମିଶ୍ର, ପଞ୍ଚାନନ ସାହୁ, ନାଟ୍ୟକାର ଦିଲ୍ଲୀପ ମହାନ୍ତି ପ୍ରମୁଖ ସମ୍ମାନୀତ ଅତିଥିଭାବେ ଯୋଗଦେଇଥିଲେ |ସଭାକୁ ଅଚ୍ୟୁତ ଖମାରୀ ସଂଯୋଜନା କରିଥିଲେ |ଏହି ଅବସରରେ ଦିଲ୍ଲୀପ ମହାନ୍ତି, ତରଣୀ ସାହୁ, ଅଚ୍ୟୁତ ଖମାରୀ, ଅବନୀ ନାଏକ, ନୃତ୍ୟ କଳାକାର, ବାଦ୍ୟ କଳାକାର, ମୁରାସୁର ଦରବାର ମୁଖ୍ୟ ଅଭିନେତା ହୃଷିକେଶ ଭୋଇ ଙ୍କ ସହ ସମସ୍ତ ଅଭିନେତା ଙ୍କୁ ମାନପତ୍ର ଦେଇ କମିଟି ତରଫରୁ ଅତିଥି ମାନଙ୍କ ହସ୍ତରେ ସମ୍ମାନିତ କରାଯାଇଥିଲା |ମୁରାସୁର ଭୂମିକା ରେ ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ରେ କଂସ ଭୂମିକା ରେ ଅଭିନୟ କରୁଥିବା ଅଭିନେତା ହୃଷିକେଶ ଭୋଇ, ଅଭିନୟ କରିଥିବା ବେଳେ ମନ୍ତ୍ରୀ ସୁଵିଜ୍ଞ ଭୂମିକା ରେ ନନ୍ଦିଘୋଷ ମହାପାତ୍ର ଅନ୍ୟାନ୍ନ ଭୂମିକା ରେ ଅବଧୂତ ଭୋଇ, ଅରୁଣ କରସେଲ, ପ୍ରକାଶ ଭୋଇ, ସୂର୍ଯ୍ୟ ପ୍ରକାଶ କର୍ଣ୍ଣ, ନରସିଂହ ସାହୁ, କୃଷ୍ଣ ବଲ୍ଲଭ ପ୍ରଶାନ୍ତ ତ୍ରିପାଠୀ, ଦୂତ ଭାଗ୍ୟ ମଲିକ ଓ ଭାଗ୍ୟବାନ ବାଗ, ଅମ୍ରିତା ବେହେରା, ମୋହିନୀ ବେହେରା, ରୁବି,ରାଜନର୍ତ୍ତକୀ ମଧୁସ୍ମିତା, ଙ୍କ ଦ୍ୱାରା ନାଟକ ମଞ୍ଚସ୍ଥ ହେଉଅଛି |ବାଦ୍ୟାଂଶ ରେ କିଶୋର ମେହେର, ଦିବାକର ଦୀପ, ଦୟାମୟ ମଲିକ ସହଯୋଗ କରିଥିଲେ |କାର୍ଯ୍ୟକ୍ରମ ଦେଖିବା ପାଇଁ ବହୁଲୋକଙ୍କ ସମାଗମ ଦେଖିବାକୁ ମିଳିଥିଲା |


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like