-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||     

HOME   ଜିଲ୍ଲା

ଆଞ୍ଚଳିକ ଭୂଜଳ ସମସ୍ୟା ଏବଂ ଭୂଜଳ ପରିଚାଳନାରେ ସହଭାଗିତା ସମ୍ପର୍କିତ ପ୍ରଶିକ୍ଷଣ ଶିବିର

24-Oct-2024



କଣ୍ଟାମାଳ(ଜୟ କୁମାର ମହାରଣା): କେନ୍ଦ୍ରୀୟ ଭୂତଳ ଜଳ ପରିଷଦ, ଦକ୍ଷିଣପୂର୍ବ କ୍ଷେତ୍ର, ଭୁବନେଶ୍ୱର ଆନୁକୂଲ୍ୟରେ ସ୍ଥାନୀୟ ପଞ୍ଚାୟତ ମହାବିଦ୍ୟାଳୟ ,କଣ୍ଟାମାଳ,ବୌଦ୍ଧ ଠାରେ  ଦିନିକିଆ ତ୍ରିସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ରୂପେ କଲେଜ ପରିଚାଳନା କମିଟି ସଭାପତି  ଭବାନୀ ଶଙ୍କର

ରାଉତ ଯୋଗ ଦେଇ ଭୂତଳ ଜଳର ସଦୂପଯୋଗ ଉପରେ ଆଲୋକପାତ କରିଥିଲେ। ମହାବିଦ୍ୟାଳୟ ର ଭାରପ୍ରାପ୍ତ ଅଧ୍ୟକ୍ଷ ସାଗର ବଗର୍ତ୍ତୀ ଙ୍କ ସଭାପତିତ୍ବରେ ଆୟୋଜିତ କାର୍ଯ୍ୟକ୍ରମରେ ଭୂତଳ ଜଳ ପରିଷଦ ପକ୍ଷରୁ ବୈଜ୍ଞାନିକ ସଞ୍ଜୟ କୁମାର ନାଏକ, ବୈଜ୍ଞାନିକ ସିନୋଜ ପିକେ, କେମିଷ୍ଟ  ବିରଞ୍ଚି ନାରାୟଣ ଦେହୁରୀ ପ୍ରମୁଖ ଯୋଗ ଦେଇ ଭୂତଳ ଜଳର ସ୍ଥିତି, ଗୁଣବତ୍ତା,ମୌଳିକତା,ବର୍ଷାଜଳ ସଂରକ୍ଷଣ ଓ ଭୂତଳ ଜଳର ପୂନରୁଦ୍ଧାର ବିଷୟରେ ଆଲୋଚନା କରିଥିଲେ । ଅଧ୍ୟାପକ ସଂଶିତ କୁମାର ରଥ ଧନ୍ୟବାଦ ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ଛାତ୍ରଛାତ୍ରୀ, ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀ ମାନେ ଉପସ୍ଥିତ ରହି ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026

You Might Also Like