-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||     

HOME   ରାଜ୍ୟ

ସମସ୍ୟାର ସମାଧାନ ନେଇ ଅନିର୍ଦ୍ଦିଷ୍ଟ କାଳ ଧାରଣରେ ଗୁରୂମା

24-Oct-2024



କଣ୍ଟାମାଳ(ଜୟ କୁମାର ମହାରଣା): କଣ୍ଟାମାଳ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ  ଜଣେ ଗୁରୁମା ତାଙ୍କ ପ୍ରତି ହୋଇଥିବା ଅନ୍ୟାୟ ଓ ମନମୁଖି କାର୍ଯ୍ୟକଳାପ ପ୍ରତିବାଦରେ ଶିଶୁମନ୍ଦିର ସମ୍ମୁଖରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ଧାରଣାରେ ବସିଛନ୍ତି । ଅଭିଯୋଗ ଅନୁସାରେ, ଗୁରୁମା ସବିତା ଦାସ ଉକ୍ତ ଶିଶୁ ମନ୍ଦିରରେ ଦୀର୍ଘ ୧୮ବର୍ଷ ହେଲା ସୁଚାରୁ ରୂପେ ଶିକ୍ଷାଦାନ କରି ଆସୁଥିଲେ । ହେଲେ ଶିଶୁ ମନ୍ଦିରର ପ୍ରଧାନ ଆଚାର୍ଯ୍ୟ ସଂପୃକ୍ତ ଗୁରୁମାଙ୍କୁ ଗତ ୨୦୨୨ ମସିହା ଅଗଷ୍ଟ ୨୬ ତାରିଖରେ ଶିକ୍ଷାଦାନ କରୁଥିବା ସମୟରେ ବାହାର କରି ଦେଇଥିଲେ । ଗୂରୁମା କାରଣ ପଚାରିବାରୁ ନିଜର ସହ ପରିବାରର ଅସୁସ୍ଥତା ନେଇ ଗୁରୁମା ଅନିୟମିତ ଭାବରେ ୪୫ ଦିନ ଛୁଟି ନେଇ ଥିବାରୁ ତାଙ୍କୁ ବାହାର କରିଥିବା ପ୍ରଧାନ ଆଚାର୍ଯ୍ୟ କହିଥିଲେ ।ହେଲେ ପରବର୍ତ୍ତୀ ସମୟରେ ପ୍ରଧାନ ଆଚାର୍ଯ୍ୟ ନିଜର ପୁଅର ଅସୁସ୍ଥତା ପାଇଁ ୧୫୦ ଦିନରୁ ଅଧିକ ସମୟ  ଛୁଟି ନେଇଥିବା ବେଳେ ତାଙ୍କ ପ୍ରତି କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ନ ଥିବା ବେଳେ ମୋର ପ୍ରତି ଅବିଚାର କାହିଁକି ବୋଲି ଗୁରୁମା ଓଲଟା ପ୍ରଶ୍ନ କରିଛନ୍ତି ।ତାଙ୍କ ପ୍ରତି ଏଭଳି ଅବିଚାର କରିଥିବା ନେଇ ଗୁରୁମା ବୌଦ୍ଧ ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ କରିଥିବା ବେଳେ ସମ୍ଭୋଗ କାର୍ଯ୍ୟାଳୟ ବଲାଙ୍ଗିର ସହ କଣ୍ଟାମାଳ ଥାନାରେ ଲିଖିତ ଅଭିଯୋଗ କରିଥିଲେ । ତାଙ୍କୁ ପୁନଃ ଯୋଗଦାନ କରିବା ପାଇଁ ଅଭିଭାବକ ବୈଠକରେ ନିଷ୍ପତ୍ତି ନିଆ ଯାଇଥିବା ବେଳେ ତାହା ବର୍ତ୍ତମାନ ସୁଦ୍ଧା କାର୍ଯ୍ୟକାରୀ କରାଯାଇ ନାହିଁ ।ହେଲେ ଇତି ମଧ୍ୟରେ ୨ବର୍ଷ ବିତି ଯାଇଥିଲେ ସୁଦ୍ଧା ବର୍ତ୍ତମାନ ପର୍ଯ୍ୟନ୍ତ ଏହାର କୌଣସି ସମାଧାନ କରାଯାଇ ନାହିଁ ।ଯଦି ମୁଁ ଛୁଟି ନେଇ ଭୁଲ ହୋଇଛି ତେବେ ପ୍ରଧାନ ଆଚାର୍ଯ୍ୟଙ୍କ ବିରୁଦ୍ଧରେ କାହିଁକି କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ନାହିଁ ବୋଲି ଓଲଟା ପ୍ରଶ୍ନ କରିଥିବା ବେଳେ ଏହା ପ୍ରଧାନ ଆଚାର୍ଯ୍ୟ ବ୍ୟକ୍ତିଗତ ଆକ୍ରୋଶ ରଖି ଏଭଳି ପଦକ୍ଷେପ ନେଇଥିବା ଗରୁମା କହିଛନ୍ତି । ଅନ୍ୟପଟେ ତାଙ୍କୁ ବାଲିଗୁଡାକୁ ସ୍ଥାନାନ୍ତର କରିବା ପାଇଁ ଆବେଦନ କରିଥିଲେ ସୁଦ୍ଧା ତାଙ୍କୁ ସ୍ଥାନାନ୍ତର କରା ଯାଇ ନାହିଁ ।ଗୁରୁମାଙ୍କ ପ୍ରତି ହୋଇଥିବା ଅନ୍ୟାୟ, ଅତ୍ୟାଚାର, ମନମୁଖୀ କାର୍ଯ୍ୟକଳାପ ବିରୁଦ୍ଧରେ ପ୍ରତିବାଦ କରି ସୋମବାର କଣ୍ଟାମାଳ ଶିଶୁ ମନ୍ଦିର ସମ୍ମୁଖରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ଧାରଣାରେ ବସିଛନ୍ତି ।ନିଜର ଅଧିକାର ଫେରି ପାଇବା ସହ ହୋଇଥିବା ଅନ୍ୟାୟ, ଅତ୍ୟାଚାରର ସମାଧାନ ନ ହେବା ପର୍ଯ୍ୟନ୍ତ ଧାରଣା ଜାରି ରହିବ ବୋଲି ଗୁରୁମା କହିଛନ୍ତି ।ସମସ୍ୟା ସମ୍ପର୍କରେ ପ୍ରଧାନ ଆଚାର୍ଯ୍ୟ ଭଗବାନ ମନହିରାଙ୍କୁ ପଚାରିବାରୁ ନିଜ କାର୍ଯ୍ୟରେ ଅବହେଳା କରିଥିବାରୁ କମିଟି ନିଷ୍ପତ୍ତି ଅନୁସାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିବା ବେଳେ ଉକ୍ତ ଗୁରୁମାଙ୍କୁ ନିଯୁକ୍ତି କିମ୍ବା ସ୍ଥାନାନ୍ତର କରିବା ଦକ୍ଷିଣ ପଶ୍ଚିମ ସମ୍ଭାଗ କାର୍ଯ୍ୟାଳୟର ଦାୟିତ୍ଵ ବୋଲି କହିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026

You Might Also Like