-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||     

HOME   ଜିଲ୍ଲା

ଶୃତି ପଟେଲ ବରଗଡ଼ ଜିଲ୍ଲାରେ ତର୍କ ପ୍ରତିଯୋଗିତାରେ ପ୍ରଥମ

24-Oct-2024



 ବରଗଡ଼(ପ୍ରେରଣା ଖବର): ଅମ୍ବାଭୋନା ବ୍ଳକ ଅନ୍ତର୍ଗତ ଦ୍ୱାରୀ ଗ୍ରାମ ପଞ୍ଚାୟତର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଦ୍ବାରୀର ଅଷ୍ଟମ ଶ୍ରେଣୀ ଛାତ୍ରୀ ଶ୍ରୁତି ପଟେଲ ସରକାରୀ ଉଚ୍ଚ ବାଳିକା  ବିଦ୍ୟାଳୟ ବରଗଡ଼ରେ ହୋଇଥିବା ଆନ୍ତର୍ଜାତୀୟ ଶିଶୁ କନ୍ୟା ଦିବସରେ (ଜୁନିଅର ବିଭାଗରେ)ଜିଲ୍ଲା ସ୍ତରୀୟ ତର୍କ ପ୍ରତିଯୋଗୀତାରେ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି । ସେ ଜିଲ୍ଲା ପରିଷଦ ଚେୟାରମେନ ଶ୍ରୀମତୀ ମାନିନୀ ଭୁଏ ଙ୍କ ହାତରୁ ମାନପତ୍ର ଓ ଟ୍ରଫି ଗ୍ରହଣ କରିଛନ୍ତି । ଶ୍ରୁତି ପଟେଲଙ୍କ ପିତା ସରୋଜ କୁମାର ପଟେଲ ଓ ମାତା ସାବିତ୍ରୀ ପଟେଲ, ବିଦ୍ୟାଳୟର ପ୍ରଧାନ ଶିକ୍ଷକ,  ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଛାତ୍ରଛାତ୍ରୀ ଶୁଭେଚ୍ଛା ଜଣାଇଛନ୍ତି । ଗାଇଡ ଶିକ୍ଷକ ସ୍ବାଧିନ କୁମାର ସାହୁ ଶ୍ରୁତି ପଟେଲ ଙ୍କୁ ଶୁଭେଛା ଓ ଅଭିନନ୍ଦନ ଜଣାଇବା ସହ ଶ୍ରୁତି ଆମ ବିଦ୍ୟାଳୟର ଗର୍ବ ଓ ଗୌରବ ବୋଲି ତାଙ୍କ ପିତା ମାତାଙ୍କୁ କହିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026

You Might Also Like