-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||     

HOME   ଜିଲ୍ଲା

କୁଷ୍ଠ ରୋଗୀ ଙ୍କ ସେବା ପାଇଁ ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା

24-Oct-2024



ବରଗଡ଼ - ବରଗଡ ର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ଜନ କଲ୍ୟାଣ ସେବା ଟ୍ରଷ୍ଟ ର ପ୍ରତିଷ୍ଠାତା ତଥା ସଭାପତି ତଥା ଯୁବ ସମାଜସେବୀ ଶ୍ରୀ ମୁକୁନ୍ଦ ଦାଶ ପିଲାଟି ଦିନରୁ ଅସହାୟ କୁଷ୍ଠ ରୋଗୀ ମାନଙ୍କୁ ସେବା ଶୁଶ୍ରୁଷା କରିଆସୁଛନ୍ତି ଏବେ ମଧ୍ୟ କୁଷ୍ଠ ରୋଗରୁ ମୁକ୍ତି ପାଇଥିବା ବ୍ୟକ୍ତିମାନଙ୍କ ପାଇଁ ବିଭିନ୍ନ ସମୟରେ ସେବା ଯୋଗାଇବା ସହିତ ତାଙ୍କ ଘା ସଫା କରିବା ତାଙ୍କ ଯତ୍ନ ନେଇ ଆସୁଛନ୍ତି ଏହା ସହିତ ଜନ କଲ୍ୟାଣ ସେବା ଟ୍ରଷ୍ଟ  ମାଧ୍ୟମରେ ଅସହାୟ, ନିରିହ ଲୋକଙ୍କ କଥା ଓ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ କରିଆସୁଛୁ,ଏହି ପରି ସମସ୍ତ କଥା ଓଡ଼ିଶା ର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଙ୍କୁ ମୁକୁନ୍ଦ ତାଙ୍କ ବାସଭବନ ରେ ଭେଟି କହିବା ପରେ ଶ୍ରୀ ମାଝୀ ମୁକୁନ୍ଦ ଙ୍କୁ ସୁଭେଛା ଜଣାଇଛନ୍ତି ଓ ଅନ୍ୟ ମାନଙ୍କ ପାଇଁ ଉଦାହରଣ କରିଛନ୍ତି ବୋଲି କହିଛନ୍ତି ମାନ୍ୟବର ମୁଖ୍ୟମନ୍ତ୍ରୀ,ଏହି ପରି ସେବା ଜାରୀ ରଖିବା ପାଇଁ ମଧ୍ୟ ଜଣାଇଛନ୍ତି ଏହା ସହିତ ମହାମାରୀ ସମୟରେ ଶ୍ରୀ ଦାଶ ଅନେକେ ଗରିବ /ଅସହାୟ ଲୋକଙ୍କୁ ରାସନ,ସାନିଟାଇଜର, ମାର୍କସ ଓ ରନ୍ଧା ଖାଦ୍ୟ,ପଶୁ ମାନଙ୍କୁ ଖାଦ୍ୟ ବଣ୍ଟନ ଇତ୍ୟାଦି ଦେଇ ସେ ସମୟେ ଓଡିଶା ତଥା ଓଡିଶା ବାହାରେ ଉଚ୍ଚ ପ୍ରଶଂସା ହୋଇପାରିଛି,ଏଥି ପାଇଁ ଜନ କଲ୍ୟାଣ ସେବା ଟ୍ରଷ୍ଟ କୁ ଅନେକ ସମ୍ମାନଜନକ ପୁରସ୍କାର ମଧ୍ୟ ମିଲିସାରିଛି,


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026

You Might Also Like