-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

ସିନାପାଲି ଶିକ୍ଷା ବିଭାଗ ତରଫରୁ ଅନ୍ତର୍ଜାତୀୟ କନ୍ଯା ସନ୍ତାନ ଦିବସ ପାଳନ

24-Oct-2024



ସିନାପାଲି (ଚିନ୍ତାମଣି  ନେତମ)
 ନୂଆପଡ଼ା ଜିଲ୍ଲା ସିନାପାଲି ବ୍ଲକ ଶିକ୍ଷା ବିଭାଗ ତରଫରୁ ସ୍ଥାନୀୟ ନୋଡ଼ାଲ ଉଚ୍ଚ ବିଦ୍ଯାଳୟ ପରିସରରେ ବାଳିକା ମାନେ ସମ୍ମୁଖୀନ ହେଊଥିବା ଆହ୍ୱାନର ମୁକାବିଳା ଏବଂ ସେମାନଙ୍କୁ ସମାଜରେ ସମାନତା ଓ ସମାନ ସୁଯୋଗ ପ୍ରଦାନ ଲକ୍ଷ୍ଯ ନେଇ ବ୍ଲକ ସ୍ତରୀୟ ଅନ୍ତର୍ଜାତୀୟ କନ୍ଯା ସନ୍ତାନ ଦିବସ ପାଳିତ ହୋଇଛି ା ଶିକ୍ଷାଧିକାରୀ ଯତୀଂଦ୍ର କୁମାର ସେଠ ଙ୍କ ଅଧ୍ଯକ୍ଷତାରେ ଏନେଇ ଅନୁଷ୍ଠିତ ସଭାରେ ମୁଖ୍ଯ ଅତିଥି ଭାବରେ ସିଡ଼ିପିଓ ଝରଣା ଶତପଥୀ ଓ ମୁଖ୍ଯ ବକ୍ତା ଭାବରେ ସ୍ଥାନୀୟ ପ୍ରଧାନ ଶିକ୍ଷକ ଲଳିତ କୁମାର ସୁନାରୀ ଯୋଗ ଦେଇଥିଲେ ା ସେହିଭଳି ସମ୍ମାନିତ ଅତିଥି ଭାବରେ ଏବିଇଓ ପ୍ରଦୀପ କୁମାର ପଣ୍ତା, ସିଡିପିଓ ଅଫିସ୍ ସୁପରଭାଇଜର ଦମୟନ୍ତୀ ଜେନା, ବରିଷ୍ଠ ଶିକ୍ଷୟିତ୍ରୀ ସତ୍ଯରୂପା ଯୋଷୀ ଉପସ୍ଥିତ ରହି ସାମାଜିକ ପରିବର୍ତ୍ତନ ଓ ଲୋକଙ୍କ ମାନସିକତାରେ ପରିବର୍ତ୍ତନ ଘଟିଲେ ହିଁ ଅନ୍ତର୍ଜାତୀୟ କନ୍ଯା ସନ୍ତାନ ଦିବସ ପାଳନର ଯଥାର୍ଥତା ପୂରଣ ହେବ ବୋଲି ମତବ୍ଯକ୍ତ କରିଥିଲେ ା ଶିକ୍ଷକ ବୈଷ୍ଣବ ମେହେର ପ୍ରାରମ୍ଭରେ ସମସ୍ତଙ୍କୁ ସ୍ୱାଗତ କରିବା ସହ ସଭାକାର୍ଯ୍ଯ ପରିଚାଳନା କରିଥିଲେ ା ଏ ଅବସରରେ ଉଭୟ ବରିଷ୍ଠ ଓ କନିଷ୍ଠ ବିଭାଗରେ ଅନୁଷ୍ଠିତ ପ୍ରବନ୍ଧ, ସ୍ଲୋଗାନ ଲିଖନ, ଚିତ୍ରାଙ୍କନ, ସଂଗୀତ, ଆଦି ପ୍ରତିଯୋଗୀତାରେ ବ୍ଲକ ଅନ୍ତର୍ଗତ ବିଭିନ୍ନ ବିଦ୍ଯାଳୟର ଛାତ୍ରୀମାନେ ଭାଗନେଇଥିଲେ ା ସମସ୍ତ ବିଭାଗର ବିଜେତାଙ୍କୁ ମଂଚରେ ପୁରସ୍କୃତ କରାଯାଇଥିବା ବେଳେ ପୁରସ୍କାର ବିତରଣ କାର୍ଯ୍ଯକ୍ରମକୁ ସିଆରସିସି ରାକେଶ ମିଶ୍ର ପରିଚାଳନା କରିଥିଲେ ା କାର୍ଯ୍ଯକ୍ରମର ସଫଳ ଆୟୋଜନରେ ଶିକ୍ଷା କାର୍ଯ୍ଯଳୟର ସନ୍ତୋଷ ବନ୍ଦିଛୋର, ଗୁପ୍ତେଶ୍ୱର ମାଝୀ, ମହେଶ୍ୱର ପ୍ରଧାନଙ୍କ ସମେତ ଖଗେଶ୍ୱର ନିଆଲ, ପ୍ରେମାନନ୍ଦ ମେହେର, ନିକୁଞ୍ଜ ବିହାରୀ ସା, ରଶ୍ମୀପ୍ରଭା ମେହେର, ଅନିଲ କୁମାର ସା, ମିନତୀ ମେହେର, ନରେଶ ସା ପ୍ରମୁଖ ସହଯୋଗ କରିଥିଲେ ା ଶେଷରେ ସିଆରସିସି ସୁଧିର କିଶୋର ଠାକୁର ଧନ୍ଯବାଦ ଦେଇଥିଲେ ା


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like