-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

ବିଜେପୁରରେ କନିଷ୍ଠ ଶିକ୍ଷକଙ୍କୁ ସମ୍ବର୍ଦ୍ଧନା: ଶିକ୍ଷକତାକୁ ବ୍ରତ କଲେ ସାମାଜିକ ପରିବର୍ତ୍ତନ ସୁନିଶ୍ଚିତ

24-Oct-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ବିଜେପୁର ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟର ସଭା କକ୍ଷରେ ନଵ ନିଯୁକ୍ତ କନିଷ୍ଠ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ଉଛ୍ଵସିତ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆର ଆଞ୍ଚଳିକ ମ୍ୟାନେଜର ଦେବାଶିଷ ବିର୍ତ୍ତୀଆ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାକୁ ଉଦଘାଟନ କରିଥିଲେ। ଗୋଷ୍ଠୀ ଶିକ୍ଷା ଅଧିକାରୀ ନାରାୟଣ ଭୁଏଙ୍କ ଅଧ୍ୟକ୍ଷତାରେ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା। ସ୍ଥାନୀୟ ଷ୍ଟେଟ ବ୍ୟାଙ୍କର ଶାଖା ପରିଚାଳକ ଭରତ ସ୍ବାଇଁ,ସହକାରୀ ଗୋଷ୍ଠୀ ଶିକ୍ଷା ଅଧିକାରୀ ତଥା ବିଆରସିସି ଦିବାକର ଵରିହା, ପୂର୍ଣ୍ଣଚନ୍ଦ୍ର ପଧାନ, ସୁଶାନ୍ତ କୁମାର ପାଣ୍ଡେ , ମିଳିତ ପ୍ରାଥମିକ ଶିକ୍ଷକ ସଂଘର ସଭାପତି ବାସୁଦେବ ପଧାନ ପ୍ରମୁଖ ସମ୍ମାନୀୟ ଅତିଥି ଭାବେ ଯୋଗଦେଇ ଥିଲେ। ବିଭିନ୍ନ ବିଦ୍ୟାଳୟରେ ଯୋଗଦାନ କରିଥିବା ପଚିଶ ଜଣ ନବ ନିଯୁକ୍ତ କନିଷ୍ଠ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ମାନପତ୍ର ଉପଢୌକନ ଓ ପୁଷ୍ପଗୁଛ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା। ଶିକ୍ଷକତା ବୃତ୍ତି ନୁହେଁ।ବରଂ ଏହାକୁ ଜୀବନର ଵ୍ରତ ଭାବେ ଆଦରି ନେଲେ ସାମାଜିକ ପରିବର୍ତ୍ତନ ସୁନିଶ୍ଚିତ ବୋଲି ଅତିଥିଗଣ ମତପୋଷଣ କରିଥିଲେ।ଯୋଗାଶିଷ ପଧାନ ଓ ପ୍ରୀତି ଗଡତିଆ ପ୍ରମୁଖ ଶିକ୍ଷକ ଶିକ୍ଷୟିତ୍ରୀ ସମ୍ବର୍ଧନାର ପ୍ରତ୍ଯୁତ୍ତରରେ ବ୍ଲକର ଶୈକ୍ଷିକ ଉନ୍ନତିରେ ନିଶ୍ଚିତ ଭାବରେ ଗୁଣ୍ଡୁଚି ମୂଷା ପରି ଅବଦାନ ରହିଵ ଵୋଲି ମତପ୍ରକାଶ କରିଥିଲେ। ବିଜେପୁର ସିଆରସିସି ସୁଧାଂଶୁ ଶେଖର ଜାଲ ଅତିଥି ପରିଚୟ ଓ ସ୍ଵାଗତ ଭାଷଣ ପ୍ରଦାନ କରିଥିଲେ।ଜାରିଂ ସିଆରସିସି ରାଜେଶ୍ଵର ବେହେରା ସମାରୋହକୁ ସଂଯୋଜନା କରିଥିଲେ।ଶରତ ଚନ୍ଦ୍ର ପଧାନ, ହେମନ୍ତ କୁମାର ଆରୁକ, ପ୍ରକାଶ ମହାନନ୍ଦ, ନବୀନ କୁମାର ସାହୁ, ସୀତାରାମ ଦୀପ, ତ୍ରିନାଥ ସେଠ, ପ୍ରଭାତ ରଞ୍ଜନ ସାହୁ,ଡୋଳାମଣି କୁମ୍ଭାର ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ବଡବାଉଁଶେନ ସିଆରସିସି ଦୁର୍ବାଦଳ ବଡଗୋଛିଆ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like