-+91-9937148622 |

prerana_bgr@rediffmail.com |

  Wednesday 29th April 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ଥାନା ହାଜତରେ ଜଣେ ଯୁବକଙ୍କ ମୃତ୍ୟୁ........ହତ୍ୟା ଅଭିଯୋଗ ଆଣିଲେ ପରିବାର ବର୍ଗ*   (29-Apr-2026)       ||      *ସୋନପୁର ମହାରାଜା ବିରମିତ୍ରୋଦୟ ସିଂହ ଦେଓ ଙ୍କ ୮୯ ତମ ଶ୍ରାଦ୍ଧ ଦିବସ ପାଳିତ*   (29-Apr-2026)       ||      ଆସନ୍ତା ପଞ୍ଚାୟତ ନିର୍ବାଚନରେ କୌଣସି ମେଣ୍ଟ ହେବନି କହିଲେ ପିସିସି ସଭାପତି ଭକ୍ତ ଦାସ   (29-Apr-2026)       ||      ବିଜେପି ରାଜ୍ୟ ସଭାପତିଙ୍କ ବଡ଼ ବୟାନ ♦️ ରାଜ୍ୟରେ ଖୁବଶୀଘ୍ର ନିଗମ ଓ ବୋର୍ଡର ହେବ ନିଯୁକ୍ତି   (29-Apr-2026)       ||      ବ୍ୟାଙ୍କରୁ ଟଙ୍କା ଉଠାଇବା ପାଇଁ ଭଉଣୀର ଶବ ଖୋଳି ଆଣିବା ପ୍ରସଙ୍ଗ♦️ ଜାତୀୟ ମାନବାଧିକାର କମିଶନ ପକ୍ଷରୁ ମାମଲା ରୁଜୁ   (29-Apr-2026)       ||      ହିଆଁଲ କ୍ଳଷ୍ଟରରେ ଘରଘର ବୁଲି ଗୃହକାର୍ଯ୍ୟ ବଣ୍ଟନ    (29-Apr-2026)       ||      ଓଡ଼ିଆ ଭାଷାରେ ସରକାରୀ କାର୍ଯ୍ୟ ସଂଚାଳନ ପାଇଁ ପ୍ରୟୋଗାତ୍ମକ ପ୍ରଶିକ୍ଷଣ    (29-Apr-2026)       ||      ଗୋସେବା ଶିବିର   (29-Apr-2026)       ||      ବ୍ୟାଙ୍କ ସମ୍ମୁଖରେ ଭଉଣୀର ଶବ ରଖି ଟଙ୍କା ମାଗିଲା ଭାଇ    (29-Apr-2026)       ||      କାର-ବସ ମୁହାଁମୁହିଁ ଧକ୍କା ଜଣେ,ମୃତ ୪ ଗୁରୁତର   (28-Apr-2026)       ||      ସୁବର୍ଣ୍ଣପୁର ରେ ଖୋଲିଲା ବିଶାଳ ର ମେଗା ମାର୍ଟ   (28-Apr-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ଲୟର୍ସ ଡେ ପାଳିତ    (28-Apr-2026)       ||      *ହରେରାମ ହରେକୃଷ୍ଣ ଧ୍ବନି ରେ କମ୍ପିଲା ନବରଙ୍ଗପୁର ମାଟି*   (28-Apr-2026)       ||      ଭରସୁଜା ପଂଚାୟତ ରେ ଜନ ଶୁଣାଣି ଶିବିର ଅନୁଷ୍ଠିତ      (28-Apr-2026)       ||      ଜୟନ୍ତୀଙ୍କ ନେତୃତ୍ୱରେ ମହିଳା କଂଗ୍ରେସ ହେବ ସାଧାରଣ ଜନତାଙ୍କ ସ୍ୱର- ନରସିଂହ   (28-Apr-2026)       ||      Qwert   (28-Apr-2026)       ||      Jk   (28-Apr-2026)       ||      କେବଳ କାଗଜପତ୍ର ରେ ସୀମିତ ଜିଲ୍ଲା ପ୍ରଶାସନର ଏନ୍‌ଫୋର୍ସମେଣ୍ଟ୍‌ ସ୍କୁଆଡ଼    (28-Apr-2026)       ||      କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପଳିତ   (28-Apr-2026)       ||      *ଜିଲ୍ଲାପାଳ ଙ୍କୁ ସମ୍ବର୍ଦ୍ଧନା*- *କଳା କେବଳ ନାଚ ଗୀତ ରେ ନ ଥାଏ ବରଂ ନିରଶ ମୁଁହ ରେ ହସ ଫୁଟାଇବା ହିଁ ବାସ୍ତବିକ କଳା* - *ପ୍ରଧ୍ୟାପକ ମଦନ ସୁନ୍ଦର କ୍ଷେତୀ*-   (28-Apr-2026)       ||     

HOME   ଜିଲ୍ଲା

ନୂଆପଡା ଜିଲ୍ଲାପାଳ ସମ୍ମିଳନୀ କକ୍ଷ ଠାରେ ରାଜସ୍ବ ସଂଗ୍ରହ ବୈଠକ

24-Oct-2024



(ଡୋଲେଶ୍ୱର  ବାଗ )
ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତା ଜିଲ୍ଲା ରାଜସ୍ବ ସଂଗ୍ରହ ବୈଠକ ଅନୁଷ୍ଠିତ। ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଭୀମସେନ ଶବର, ଉପଜିଲ୍ଲାପାଳ ଯୋଗେନ୍ଦ୍ର ମାଝୀ, ଡେପୁଟୀ କଲେକ୍ଟର ଆଲୋକ ଅନୁଗୁଳିଆ, ରାଜସ୍ବ ଅଧିକାରୀ ଡ଼ଃ ସବ୍ୟସାଚୀ ସାହୁ, ସମସ୍ତ ତହସିଲଦାର, ବିଭିନ୍ନ ବିଭାଗର ଯନ୍ତ୍ରୀ, ଖଣି ଅଧିକାରୀ, ଅବକାରୀ ଅଧିକ୍ଷକ, ଆର୍ ଟିଓ, ସମସ୍ତ 
ଏନ୍ ଏ ସି କାର୍ଯ୍ୟ ନିର୍ବାହି ଅଧିକାରୀ, ଜିଲ୍ଲା ସୁଚନା ଓ ଲୋକସଂପର୍କ ଅଧିକାରୀ, ଜିଲ୍ଲା ମଙ୍ଗଳ ଅଧିକାରୀ, ଡିଇଜିଏମ ପ୍ରମୁଖ ଯୋଗ ଦେଇଥିଲେ l ବୈଠକ ରେ ଜିଲ୍ଲାପାଳ ରାଜସ୍ବ ସଂଗ୍ରହ ଦିଗରେ ସମସ୍ତଙ୍କ  ପ୍ରଚେଷ୍ଟା ରେ ରାଜସ୍ବ ବୃଦ୍ଧି ପାଇଁ ଧ୍ୟାନ ଦେବାକୁ ଆହ୍ବାନ କରିଥିଲେ l ଜିଲ୍ଲାର ସମସ୍ତ ଖଣି ଖାଦାନ, ବାଲି, ମୋରମ, ପଥର ରୁ ନିୟମିତ ରାଜସ୍ବ ସଂଗ୍ରହ ହେଉଥିବା ବେଳେ  ଅବକାରୀ, ପରିବହନ ବିଭାଗ,  ମଧ୍ଯ ସେମାନଙ୍କ ଧାର୍ଯ୍ୟ ଲକ୍ଷକୁ  ପୂରଣ କରିବା ପାଇଁ କହିଥିଲେ। l ଯନ୍ତ୍ରୀ ମାନେ ଠିକାଦାର ମାନଙ୍କ ଠାରୁ ସଠିକ୍ ରାଜସ୍ବ ଆଦାୟ କରିବେ l ଜିଲ୍ଳା ମଂଗଳ ଅଧିକାରୀ ଆଦିବାସୀ ମାନଙ୍କୁ ଶୀଘ୍ର ଜଙ୍ଗଲ ଜମି ରେ ଘରଡିହ ପଟ୍ଟା ପ୍ରଦାନ କରିବା ପାଇଁ ପଦକ୍ଷେପ ନେବେ l ସମସ୍ତ ଅଧିକାରୀ ମୁକ୍ତ ହସ୍ତରେ ରେଡକ୍ରସ୍ ପାଣ୍ଠି ପାଇଁ ଦାନ କରିବାକୁ ବୈଠକ ରେ ନିଷ୍ପତ୍ତି ନେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ଥାନା ହାଜତରେ ଜଣେ ଯୁବକଙ୍କ ମୃତ୍ୟୁ........ହତ୍ୟା ଅଭିଯୋଗ ଆଣିଲେ ପରିବାର ବର୍ଗ*   29-Apr-2026
  ଜିଲ୍ଲା  
*ସୋନପୁର ମହାରାଜା ବିରମିତ୍ରୋଦୟ ସିଂହ ଦେଓ ଙ୍କ ୮୯ ତମ ଶ୍ରାଦ୍ଧ ଦିବସ ପାଳିତ*   29-Apr-2026
  ରାଜନୀତି  
ଆସନ୍ତା ପଞ୍ଚାୟତ ନିର୍ବାଚନରେ କୌଣସି ମେଣ୍ଟ ହେବନି କହିଲେ ପିସିସି ସଭାପତି ଭକ୍ତ ଦାସ   29-Apr-2026
  ରାଜ୍ୟ  
ବିଜେପି ରାଜ୍ୟ ସଭାପତିଙ୍କ ବଡ଼ ବୟାନ ♦️ ରାଜ୍ୟରେ ଖୁବଶୀଘ୍ର ନିଗମ ଓ ବୋର୍ଡର ହେବ ନିଯୁକ୍ତି   29-Apr-2026
  ରାଜ୍ୟ  
ବ୍ୟାଙ୍କରୁ ଟଙ୍କା ଉଠାଇବା ପାଇଁ ଭଉଣୀର ଶବ ଖୋଳି ଆଣିବା ପ୍ରସଙ୍ଗ♦️ ଜାତୀୟ ମାନବାଧିକାର କମିଶନ ପକ୍ଷରୁ ମାମଲା ରୁଜୁ   29-Apr-2026
  ଜିଲ୍ଲା  
ହିଆଁଲ କ୍ଳଷ୍ଟରରେ ଘରଘର ବୁଲି ଗୃହକାର୍ଯ୍ୟ ବଣ୍ଟନ    29-Apr-2026
  ରାଜ୍ୟ  
ଓଡ଼ିଆ ଭାଷାରେ ସରକାରୀ କାର୍ଯ୍ୟ ସଂଚାଳନ ପାଇଁ ପ୍ରୟୋଗାତ୍ମକ ପ୍ରଶିକ୍ଷଣ   29-Apr-2026
  ଜିଲ୍ଲା  
ଗୋସେବା ଶିବିର   29-Apr-2026
  ଜିଲ୍ଲା  
ବ୍ୟାଙ୍କ ସମ୍ମୁଖରେ ଭଉଣୀର ଶବ ରଖି ଟଙ୍କା ମାଗିଲା ଭାଇ   29-Apr-2026
  ରାଜ୍ୟ  
କାର-ବସ ମୁହାଁମୁହିଁ ଧକ୍କା ଜଣେ,ମୃତ ୪ ଗୁରୁତର   28-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଖୋଲିଲା ବିଶାଳ ର ମେଗା ମାର୍ଟ   28-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ଲୟର୍ସ ଡେ ପାଳିତ   28-Apr-2026

You Might Also Like

           
  ଜିଲ୍ଲା  

ଗୋସେବା ଶିବିର