-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ବରଗଡ ଜିଲ୍ଲାସ୍ତରୀୟ କ୍ରୀଡା ପ୍ରତିଯୋଗିତା ଉଦଯାପିତ

24-Oct-2024



ଅତାବିରା(ଆକାଶ ମିଶ୍ର): ଜିଲ୍ଲା ଶିକ୍ଷା ବିଭାଗର  ଆୟୋଜନ  କ୍ରମେ ତଥା ଅତାବିରା ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟର ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ  ଅତାବିରା ନୋଡାଲ ଉଚ୍ଚ ବିଦ୍ୟାଳୟରେ  ତିନି ଦିନ ଧରି ଚାଲିଥିବା  ଜିଲା ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଉଦଯାପିତ ହୋଇ ଯାଇଛି | 
କାର୍ଯ୍ୟକ୍ରମର ଉଦଘାଟନୀ ଉତ୍ସବରେ ଅତାବିରା ବିଧାୟକ ନିହାର ରଞ୍ଜନ ମହାନନ୍ଦ ମୁଖ୍ୟ ଅତିଥି ରୂପେ ଯୋଗ ଦେଇ ଏହାକୁ ଉଦଘାଟନ କରିଥିଲେ। ଜିଲ୍ଲା ଶିକ୍ଷା ଅଧିକାରୀ ରାଧାକାନ୍ତ ଛତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉଦଘାଟନୀ  ସଭାରେ   ଗୋଷ୍ଠୀ ଶିକ୍ଷା ଅଧିକାରୀ ମିଶ୍ରlଣି କୁମ୍ଭାର , ବରଗଡ଼ ବିଧାୟକ ଅଶ୍ବିନୀ ଷଡ଼ଙ୍ଗୀ, ଜିଲ୍ଲା ପରିଷଦ ସଭାପତି ମାନିନୀ ଭୋଇ, ପଦ୍ମପୁର ବିଧାୟିକା ବର୍ଷା  ସିଂବରିହା. ଅତିରିକ୍ତ ଜିଲା ଶିକ୍ଷା ଅଧିକାରୀ ଜ୍ୟୋତିକlନ୍ତ ସାହୁ,ଶାରୀରିକ ଶିକ୍ଷା ନିରୀକ୍ଷକ ସୁଦାପ୍ତ କୁମାର ନାୟକ ଓ ଅତାବିରା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମନୋଜ ହରପାଲ, ଅତାବିରା ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ କାର୍ତ୍ତିକ ବାଗ, ତପନ କୁମାର ଦାଶ ସମ୍ମାନିତ ଅତିଥି ଭାବରେ ମଞ୍ଚାସୀନ ଥିଲେ | ପ୍ରଥମେ ଦୁର୍ଗା ମନ୍ଦିରରୁ ମଶାଲ ଯାତ୍ରା ବାହାରି ଖେଳ ପଡ଼ିଆରେ ସ୍ଥାପନ କରାଯାଇଥିଲା I ଶିକ୍ଷକ ତ୍ରିଲୋକ୍ୟ  ନାୟକ ଓ ଶିକ୍ଷକ ମନସୀ ପାତ୍ର ମଞ୍ଚ ପରିଚାଳନା କରିଥିଲେ । ଶିକ୍ଷକ ସୁଧାଂଶୁ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ। ଏହି ପ୍ରତିଯୋଗିତାରେ ୧୨  ଟି ବ୍ଲକ ରୁ ୧୪ ବର୍ଷରୁ କମ ବୟସ  ବର୍ଗ ରେ ୧୦୩ ଜଣ ଛାତ୍ରଛାତ୍ରୀ ଓ ୧୭ ବର୍ଷରୁ କମ   ବୟସ  ବର୍ଗରେ ୧୬୯ ଜଣ ମୋଟ ୨୭୨ ଜଣ ଛାତ୍ରଛାତ୍ରୀ ଭାଗ ନେଇଥିଲେ । ଏଥିରେ ୩୦ ଜଣ ପୁରୁଷ ଓ ୧୯ଜଣ ମହିଳା ମ୍ୟାନେଜର ଓ ପ୍ରଶିକ୍ଷକ ଯୋଗ ଦେଇଥିଲେ । ୬୨ ଜଣ ଜଣ ଖେଳ ଶିକ୍ଷକ ଖେଳ ପରିଚାଳନା  କରିଥିଲେ। ଉଭୟ ବିଭାଗରେ ମୋଟ ୧୪୪ ଟି ପ୍ରତିଯୋଗିତା ହୋଇଥିଲା । ଏହି କ୍ରୀଡା ପ୍ରତିଯୋଗିତାର ଉଦଯାପନୀ ସଭାରେ ଅତାବିରା ଗୋଷ୍ଠୀ ଶିକ୍ଷା  ଅଧିକାରୀ  ମିଶ୍ରାଣି  କୁମ୍ଭାର  ସଭାପତିତ୍ବ  କରିଥିବା ବେଳେ   ବିଧାୟକ ନିହାର ଭଞ୍ଜନ ମହାନନ୍ଦ ମୁଖ୍ୟ ଅତିଥି, ଜିଲ୍ଲା ଶିକ୍ଷା ନିରୀକ୍ଷକ ସୁଦୀପ୍ତ ନାୟକ,  ଅତାବିରା  ଉଚ୍ଚ ବିଦ୍ୟାଳୟର ପ୍ରଧାନ  ଶିକ୍ଷକ  ମନୋଜ ହରପାଇ , ବାଳିକା ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ସୁରେନ୍ଦ୍ର କୁମାର ବେହେରା, ସମସ୍ତ ବ୍ଲକ୍ ଶିକ୍ଷା ଅଧିକାରୀ  ସମ୍ମାନିତ ଅତିଥି ମଞ୍ଚାସୀନ ଥିଲେ।ପଦ୍ମଶ୍ରୀ ଜିତେନ୍ଦ୍ର ହରିପାଲ ସ୍ବତନ୍ତ୍ର ଅତିଥି ଭାବରେ ଯୋଗ ଦେଇ  ରଙ୍ଗବତୀ ଗୀତରେ ସମସ୍ତଙ୍କ ମନ ମୁଗ୍ଧ କରିଥିଲେ l ଅତିରିକ୍ତ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ବାଗ   ସ୍ୱାଗତ ଭାଷଣ ଦେଇଥିଲେ ।
୧୭ ବର୍ଷରୁ କମ ବାଳକ ବିଭାଗରେ ବରଗଡ଼ ବ୍ଳକ ଓ ବାଳିକା ବିଭାଗରେ ଝାରବନ୍ଧ ବ୍ଲକ ଏବଂ ୧୪ ବର୍ଷରୁ କମ ବାଳକ ବିଭାଗରେ ସୋହେଲା ବ୍ଳକ ଓ ବାଳିକା ବିଭାଗରେ ପଦ୍ମପୁର ବ୍ଲକ ଗ୍ରୁପ ଚାମ୍ପିଅନ ହୋଇ ଅତିଥି ମାନଙ୍କ ଠାରୁ ଟ୍ରଫି ଗ୍ରହଣ କରିଥିଲେ  । ଏଥିରେ ବିଭିନ୍ନ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରିଥିବା ୨୫ ଜଣ ଛାତ୍ର ଛାତ୍ରୀ ରାଜ୍ୟସ୍ତରରେ ଖେଳିବା ପାଇଁ ମନୋନୀତ ହୋଇଥିଲେ ।
ଏହି ତିନି ଦିବସୀୟ  ଜିଲ୍ଲାସ୍ତରୀୟ  ବିଦ୍ୟାଳୟ କ୍ରୀଡା ପ୍ରତିଯୋଗିତାକୁ  ସୁଚାରୁ ଭାବରେ ସଫଳ କରିବାରେ ପ୍ରଧାନ ଶିକ୍ଷକ  ହିମାଂଶୁ ସାହୁ, ଚିତ୍ତରଞ୍ଜନ ମେହେର, ଯାଦବ ପ୍ରଧାନ, ଆଲୋକ ସାହୁ, ବି ଆର୍ ଟି  ବଳରାମ ନାଗ,  ଶିକ୍ଷୟିତ୍ରୀ ବିଦ୍ୟୁତ୍ ପ୍ରଭା ମିଶ୍ର , ପଦ୍ମିନୀ ତ୍ରିପାଠୀ, ସଂଗୀତା ରାଣୀ ମିଶ୍ର, ଗୋକୁଲା ମଲ୍ଲିକ, ସନ୍ତୋଷ କର, ମନବୋଧ ମାଝୀ, ପ୍ରମୋଦ ମେହେର,  ପୁରନ୍ଦର ପ୍ରଧାନ, ସଚ୍ଚିଦାନନ୍ଦ ପ୍ରଧାନ,  କେନ୍ଦ୍ରୀୟ  ପରିଚାଳକ ତଥା ଖେଳ ଶିକ୍ଷକ ରମେଶ ସେଠ୍,ପ୍ରଦୀପ ପ୍ରଧାନ, ଅଶ୍ଵିନୀ ବରିହା ,ସୁଶାନ୍ତ ସାହୁ,ମହେନ୍ଦ୍ର ସାହୁ, ବ୍ଲକ କ୍ରୀଡା ସମ୍ପାଦକ ସୁଦୀପ୍ତ ସାହୁ ଙ୍କ ସମେତ ୬୨ ଜଣ କ୍ରୀଡ଼ା ଶିକ୍ଷକ, ଗିରିଶ ସା, ସମସ୍ତ ସି ଆର୍ ସି ସି,  ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ, ବ୍ଲକର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ, କର୍ମଚାରୀ  ରାଧେ,ସୁଶିଲ,  ରାମପ୍ରସାଦ,ବଳରାମ ପ୍ରମୁଖ ସକ୍ରିୟ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like