-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ରାଜ୍ୟ

ଗଡିଆଜୋର ବନ୍ଧରେ ମାଛ ଚାଷରେ ଚଞ୍ଚକତାକୁ ନେଇ ଜିଲ୍ଲାପାଳଙ୍କୁ ଫେରାଦ ହେଲେ ଗ୍ରାମବାସୀ

24-Oct-2024



 କଣ୍ଟାମାଳ(ଜୟ କୁମାର ମହାରଣା):  ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ସଦର ଗ୍ରାମପଞ୍ଚାୟତ ଅନ୍ତର୍ଗତ ଗଡିଆଜୋର ଗ୍ରାମର ମୁଡାବନ୍ଧରେ ସ୍ଥାନୀୟ ଗ୍ରାମବାସୀଙ୍କ ବିନା ସହମତିରେ ଚଞ୍ଚକତା ପୂର୍ବକ ଜନୈକ ମହିଳା ସ୍ୱୟଂ ସହାୟକ ଗୋଷ୍ଟି ଦ୍ୱାରା କରାଯାଇଥିବା ମାଛ ଚାଷକୁ ବିରୋଧ କରି ଗଡିଆଜୋର ଗ୍ରାମବାସୀ ଜିଲ୍ଲାପାଳ ବୌଦ୍ଧଙ୍କ ନିକଟରେ ଫେରାଦ ହୋଇଥିବା ସହ ବିଧାୟକ କଣ୍ଟାମାଳ, ବିଡ଼ିଓ କଣ୍ଟାମାଳ, ଜିଲ୍ଲା ମତ୍ସ୍ୟଚାଷ ଅଧିକାରୀ,ବ୍ଲକ ଭାରପ୍ରାପ୍ତ ମତ୍ସ୍ୟଚାଷ ଅଧିକାରୀ, ବ୍ଲକ ଗ୍ରାମପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ ପ୍ରମୁଖ ଙ୍କ ନିକଟରେ ଅଭିଯୋଗ କରିଥିବା

ଜଣାଯାଇଛି  l  ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ ଗ୍ରାମବାସୀଙ୍କ ଉଦ୍ୟମରେ ସରକାରଙ୍କ ଯୋଜନାରୁ ଉକ୍ତ ବନ୍ଧ ଖନନ କାର୍ଯ୍ୟ କରି ମୁଡlବନ୍ଧ ନାମରେ ଏହି ବନ୍ଧର ନାମକରଣ କରିଥିଲେ   l  ପ୍ରତିବର୍ଷ ଏହି ମୁଡlବନ୍ଧ ରେ ଗଡିଆଜୋର ଗ୍ରାମବାସୀ କ୍ରମାଗତ ଭାବେ ମାଛ ଚାଷ କରିଆସୁଛନ୍ତି l  ଏପରିକି ଚଳିତବର୍ଷ ମୁଡାବନ୍ଧରେ ଘାଇ ହୋଇଥିଲା l   ଗ୍ରାମବାସୀ ଜେସିବି ଦ୍ୱାରା ଉକ୍ତ ଘାଇକୁ ମାଟିପକାଇ ସମତୁଲ କରିବାସହ ଏଥିରେ ଯାଆଁଳା ମାଛ ଛାଡିଥିବା ଅଭିଯୋଗ ହୋଇଛି  l   ତେବେ ଗଡିଆଜୋର ଗାଁ କମିଟିର ବିନା ସହମତିରେ ମାଁ ମଙ୍ଗଳା ସ୍ୱୟଂ ସହାୟକ ଗୋଷ୍ଠି ର ମହିଳାମାନେ ଗତ ତା 22.10.2024ରିଖ ଦିନ ମାଛ ଜାଆଁଳ

ଛାଡିଥିବା ନେଇ ଗ୍ରାମବାସୀ ବ୍ଲକ ପ୍ରଶାସନ ଠାରୁ ଆରମ୍ଭ କରି ଜିଲ୍ଲା ପ୍ରଶାସନ ଓ ବିଧାୟକ ଙ୍କ ନିକଟରେ ଗୁହାରି କରିଛନ୍ତି  l  ଚଞ୍ଚକତା କରି ଗାଁ କମିଟିର ବିନା ସହମତିରେ ମାଛ ଯାଆଁଳା ଛାଡ଼ିଥିବାରୁ ଏହାର ସୁଵିଚାର କରି ଉକ୍ତ ଏସଏଚଜି ଗ୍ରୁପ କୁ ଉଛେଦ କରିବାପାଇଁ ଦୃଢ଼ ଦାବି କରିଛନ୍ତି ଗଡ଼ିଆଯୋର ଗାଁ କମିଟି ର ସୁରେନ୍ଦ୍ର କୁଦେଇ,ଦାଶ ଦୀପ, ଲକ୍ଷ୍ମୀଧର ଜାଲ ସମେତ ସମସ୍ତ ଗ୍ରାମ୍ୟ କମିଟି ସଦସ୍ୟ ସଦସ୍ୟା  l   ପ୍ରଶାସନ ପକ୍ଷରୁ ଏହାର ନିରପେକ୍ଷ ତଦନ୍ତ କରି ଦୋଷୀ ବିରୁଦ୍ଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନିଅlନଗଲେ ଆାଗାମୀ ଦିନରେ ଆନ୍ଦୋଳନକୁ ତୀବ୍ରତର କରାଯିବ ବୋଲି ଗାଁ କମିଟି ପକ୍ଷରୁ କୁହାଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like