-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଦିନ୍ ଆୟୋଜନ କମିଟିର ସାମ୍ବାଦିକ ସମ୍ମିଳନୀ

24-Oct-2024



ବଲାଙ୍ଗିର(ପ୍ରେରଣା ଖବର): ବଲାଙ୍ଗିର ଦିନ୍ ଆୟୋଜନ କମିଟିର ଅଧ୍ୟକ୍ଷ ଗୋପାଳଜୀ ପାଣିଗ୍ରାହୀ ପି.ପି.ଏକାଡେମୀ ସଭାଗୃହରେ ବଲାଙ୍ଗିର ଦିନ୍ ପାଳନ କୁ ନେଇ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା ।

ନଭେମ୍ବର ୧ ବଲାଙ୍ଗିର ଦିନ୍ ପାଳନକୁ ବ୍ୟାପକ କରିବା ପାଇଁ ବିଭିନ୍ନ କାର୍ଯ୍ୟକ୍ରମ ମାନ ହାତକୁ ନିଆଯାଇଛି । ୨୪ ତାରିଖରେ  ଉଦ୍‌ଘୋଷକ/ଉଦ୍‌ଘୋଷିକା ଚୟନ, ୨୫ ତାରିଖରେ ଆର୍ଟ ଏଣ୍ଡ କ୍ରାଫ୍ଟ, ମେହେନ୍ଦି ଓ ଗୀତା ପ୍ରତିଯୋଗିତା ଅନୁଷ୍ଠିତ ହେବ, ୨୬ ତାରିଖରେ ଫେନ୍ସି ଡ୍ରେସ, ର‌୍ୟାମ୍ପ ସୋ ଓ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ ହେବ, ୨୭ ରେ ଆମ ପିଢାମଡା, ନୃତ୍ୟ ପ୍ରତିଯୋଗିତା, କ୍ରିକେଟ ମ୍ୟାଚ ଓ ରକ୍ତଦାନ ଶିବିର ଅନୁଷ୍ଠିତ ହେବ । ୨୮ ତାରିଖରେ ରଙ୍ଗୋଲି ଓ ବଲାଙ୍ଗିର ସାଧାରଣଜ୍ଞାନ ପ୍ରତିଯୋଗିତା ଅନୁଷ୍ଠିତ ହେବ । ୨୯ ତାରିଖରେ ଶଙ୍ଖ ଫୁଙ୍କା, ହୁଳାହୁଳି, କବିତା ଆସର, ଆଲୋଚନାଚକ୍ର ଓ ରକ୍ତଦାନ ଶିବିର ଅନୁଷ୍ଠିତ ହେବ । ୩୦ ତାରିଖରେ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହେବ । ନଭେମ୍ବର ୧ ସକାଳ ଘ.୮ ରେ ସାଂସ୍କୃତିକ ଶୋଭାଯାତ୍ରା ଓ ରକ୍ତଦାନ ଶିବିର ଅନୁଷ୍ଠିତ ହେବ । ବଲାଙ୍ଗିର କୋଶଳ କଳାମଣ୍ଡଳରୁ ସାଂସ୍କୃତିକ

ଶୋଭାଯାତ୍ରା ବାହାରି ସମଲେଇ ମନ୍ଦିର, ପାଟଣେଶ୍ୱରୀ ମନ୍ଦିର ଓ ଦୁର୍ଗା ମନ୍ଦିର ଦେଇ କୋଶଳ କଳା ମଣ୍ଡଳକୁ ସାଂସ୍କୃତିକ ଶୋଭାଯାତ୍ରା ପହଂଚିବ । ସନ୍ଧ୍ୟାରେ ସମସ୍ତଙ୍କ ଘରେ ଝୋଟି ଓ ଦୀପ ପ୍ରଜ୍ଜଳନ ପାଇଁ କମିଟି ପକ୍ଷରୁ ନିବେଦନ କରାଯାଇଛି ଏବଂ ନଭେମ୍ବର ୨ ରେ ସାଂସ୍କୃତିକ ସନ୍ଧ୍ୟା ଜଣାଶୁଣା କଳାକାରଙ୍କ ସହିତ ବହୁ ମାନ୍ୟଗଣ୍ୟବ୍ୟକ୍ତିଙ୍କ ଉପସ୍ଥିତିରେ ଉଦ୍‌ଯାପନି ସନ୍ଧ୍ୟା ଅନୁଷ୍ଠିତ ହେବ ବୋଲି କମିଟି ତରଫରୁ ସୂଚନା ଦିଆଯାଇଛି । ଆଜିର ଏହି ସାମ୍ବାଦିକ ସମ୍ମିଳନୀରେ ଡ. ଶ୍ରୀକର ମିଶ୍ର, ସଂଯୋଜକ ଲୋଟସ ଷଡଙ୍ଗି, ବିଧୂଭୂଷଣ ତ୍ରିପାଠି, ଦିନେଶ ଶର୍ମା, ସଂଗୀତା ଦାଶ ଓ ସଂପାଦକ ବିନୋଦ କାଲସାଏ ଉପସ୍ଥିତ ରହି ବିସ୍ତୃତ ବିବରଣୀ ପ୍ରଦାନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like