-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||     

HOME   ଜିଲ୍ଲା

୩ ହତ୍ୟା ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ, ଅନ୍ୟ ୩ ନିର୍ଦୋଷରେ ଖଲାସ

25-Oct-2024



ଗଞ୍ଜାମ ଜିଲ୍ଲା ପାଟପୁର ଥାନା ଅନ୍ତର୍ଗତ ବାସୁଦେବ ପୁର ଗ୍ରାମରେ ଗତ ୨୦୨୩ ମସିହାରେ ସାମାନ୍ୟ କଥାକୁ ନେଇ ହୋଇଥିବା ହତ୍ୟା ଘଟଣାର ସାକ୍ଷ୍ୟ ପ୍ରମାଣ କୁ ଆଧାର କରି ଅତିରିକ୍ତ ଜିଲ୍ଳା ଜଜ୍ ଡଃ ଇନ୍ଦୁ ଶର୍ମା ୩ ଅଭିଯୁକ୍ତ ଭାଇ ଯଥା ବୁଡୁ ପ୍ରଧାନ, ସନ୍ତୋଷ ପ୍ରଧାନ ଓ ମିଥୁନ ପ୍ରଧାନ କୁ ଆଜୀବନ କାରାଦଣ୍ଡାଦେଶ ସହ ଏକ ହଜାର ଟଙ୍କା ଲେଖାଏଁ ଜରିମାନା ଆଦେଶ ଦେଇଛନ୍ତି ଓ ଜରିମାନା ଅନାଦେୟ ଆଉ ଏକ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି।
ସୁଚନା ଅନୁଯାୟୀ ଜଣାପଡିଛି ଯେ ଉକ୍ତ ଗ୍ରାମର ୰ ପ୍ରକାଶ ପ୍ରଧାନ ଓ ତାଙ୍କ ବଡ଼ ଭାଇଙ୍କ ପୁଅ ମଧ୍ୟରେ ସମ୍ପତ୍ତି ଭାଗବଣ୍ଟାକୁ ନେଇ ପୁର୍ବରୁ ଶତ୍ରୁତା ଥିଲା। ଘଟଣା ଦିନ ଅଭିଯୁକ୍ତ ବୁଡୁର ବଡବାପା ପୁଅ ଭାଇ ଘର କାମ ଏକ ଟ୍ରକରେ ଇଟା ମଗାଇ ଆଣିଥିବା ବେଳେ ଭୁଲ୍ ବଶତଃ ବୁଡୁ ଘର ଦାଣ୍ଡରେ କିଛି ଇଟା ଖସି ପଡ଼ିବାରୁ ଉଭୟଙ୍କ ମଧ୍ୟରେ ବଚସା ସୃଷ୍ଟି ହୋଇଥିଲା ଓ ଗାଁ ଲୋକଙ୍କ ହସ୍ତକ୍ଷେପ ଫଳରେ ଗଣ୍ଡଗୋଳ ଶାନ୍ତ ହୋଇଥିଲା। କିନ୍ତୁ ଘଟଣା ଦିନ ରାତିରେ କୁଲୁ ଘର ବାହାରେ ଛିଡା ହୋଇଥିଲା ବେଳେ ହଠାତ୍ ବୁଡୁ ଓ ତା'ର ଦୁଇ ଭାଇ ସନ୍ତୋଷ ଓ ମିଥୁନ ସହ ମିଶି ଶାବଳ ଠେଙ୍ଗା ଓ ଟାଙ୍ଗିଆ ଜରିଆରେ ଆକ୍ରମଣ କରିଥିଲେ। ଫଳରେ ଗୁରୁତର ଅବସ୍ଥାରେ କୁଲୁ କୁ ଆଡପଡା ଡାକ୍ତରଖାନାରେ ଚିକିତ୍ସା ପାଇଁ ପରିବାର ଲୋକେ ଭର୍ତ୍ତି କରିଥିଲେ।

[ରିପୋର୍ଟ: କୈଳାଶ ଚନ୍ଦ୍ର ଚୌଧୁରୀ]


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026

You Might Also Like