-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ଜିଲ୍ଳାରେ ସାମ୍-ଏସ୍ଏଏମ୍ ଆହ୍ୱାନଗୁଡିକୁ ଗୁରୁତ୍ୱ ଦେବା ପାଇଁ ମିଡିଆ ରାଉଣ୍ଡ୍ ଟେବୁଲ୍ ସାମ୍ ର ସଠିକ୍ ପରିଚାଳନା ଜୀବନ ରକ୍ଷା କରେ ଏବଂ ପିଲାମାନଙ୍କ ଦୀର୍ଘସ୍ଥାୟୀ ସୁସ୍ଥତା ଓ ଜ୍ଞାନର ବିକାଶକୁ ପ୍ରୋତ୍ସାହିତ କରେ

25-Oct-2024



ବଲାଙ୍ଗୀର(ପ୍ରେରଣା ଖବର):  ୟୁନିସେଫ୍ ଏବଂ ଜିଲ୍ଲା ସାମାଜିକ କଲ୍ୟାଣ ବିଭାଗ(ଡିଏସଡବ୍ଲୁ) ମିଳିତ ଭାବରେ ଅପପୁଷ୍ଟିର ମୁକାବିଲା ପାଇଁ ବଲାଙ୍ଗୀରରେ ଏକ ମିଡିଆ ରାଉଣ୍ଡ ଟେବୁଲ୍ ର ଆୟୋଜନ କରାଯାଇଥିଲା । ଏହି ରାଉଣ୍ଡ ଟେବୁଲ୍ରେ ବଲାଙ୍ଗୀର ଅଞ୍ଚଳରେ ଅତିଶୟ ଅପପୃଷ୍ଟି (ସାମ୍-ଏସ୍ଏଏମ୍)ର ସମାଧାନ ଉପରେ  ଗୁରୁତ୍ୱାରୋପ କରାଯାଇଥିଲା ଏବଂ  ଅସୁରକ୍ଷିତ ଜନସାଧାରଣଙ୍କ ପାଇଁ ସଚେତନତା ସୃଷ୍ଟି ପ୍ରୋଜେକ୍ଟ୍ ର ଫଳାଫଳକୁ ଉନ୍ନତ କରିବା ପାଇଁ ବିଭିନ୍ନ କ୍ଷେତ୍ରର ସହଯୋଗ ଏବଂ ଗଣମାଧ୍ୟମର ଗୁରୁତ୍ୱପୂର୍ଣ୍ଣ ଭୂମିକା ବିଷୟରେ ଆଲୋକପାତ କରାଯାଇଥିଲା ।

  ବଲାଙ୍ଗୀର ଜିଲ୍ଲା ସାମାଜିକ କଲ୍ୟାଣ ଅଧିକାରୀ (ଡିଏସଡବ୍ଲୁ) ଶ୍ରୀମତି ସୁଷମା ମହାପାତ୍ର, ଅପପୃଷ୍ଟି ମୁକାବିଲା ପାଇଁ ଜିଲ୍ଲାରେ ଦେଖାଦେଇଥିବା ସମସ୍ୟା ଏବଂ ପ୍ରଭାବଶାଳୀ ସାମ୍-ଏସ୍ଏଏମ୍ ପରିଚାଳନା ପାଇଁ ଏହି ଅଞ୍ଚଳର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲେ । ଶିଶୁ ଓ ମା’ମାନଙ୍କୁ ଜରୁରୀ ପୋଷଣ ସେବା ଯୋଗାଇବାରେ ଅଙ୍ଗନବାଡି କର୍ମୀ ଏବଂ ସ୍ଥାନୀୟ ସ୍ୱାସ୍ଥ୍ୟ କେନ୍ଦ୍ରର ଗୁରୁତ୍ୱପୂର୍ଣ୍ଣ ଭୂମିକା ବିଷୟରେ କହିିଥିଲେ, “ଅପପୃଷ୍ଟି ଏକ ଚିନ୍ତାର  ବିଷୟ ହୋଇ ରହିଛି । କିନ୍ତୁ ଆମ ଦକ୍ଷତା ଉପରେ ଆମର ବିଶ୍ୱାସ ଅଛି ଯେ ସ୍ଥାନୀୟ ସଂଗଠନ, ସ୍ୱାସ୍ଥ୍ୟ କର୍ମୀ ଏବଂ ଅନ୍ୟାନ୍ୟ ହିତାଧିକାରୀଙ୍କ ସହଯୋଗରେ ଗୁରୁତ୍ୱପୂର୍ଣ୍ଣ ଅଗ୍ରଗତି କରିପାରିବା । ଏହି ସମସ୍ୟାଗୁଡିକର ସମାଧାନ ପାଇଁ ସମ୍ପ୍ରଦାୟର ଯୋଗଦାନ ପ୍ରମୁଖ ଭୂମିକା ଗ୍ରହଣ କରେ, ଏବଂ ତୃଣମୂଳ ସ୍ତରର ପ୍ରୟାସକୁ ମଜବୁତ କରିବାକୁ ଆମେ ସଂକଳ୍ପବଦ୍ଧ ବୋଲି ସେ କହିଥିଲେ”

ୟୁନିସେଫ୍ ପୋଷଣ ବିଶେଷଜ୍ଞ ସୌରଭ ଭଟ୍ଟାଚାର୍ଯ୍ୟ, ଅପପୁଷ୍ଟି ଏବଂ ସାମ୍-ଏସ୍ଏଏମ୍ ପରିଚାଳନାର ସମୀକ୍ଷା କରି କହିଥିଲେ, “ବଲାଙ୍ଗୀରରେ ପାୟ ୪୦% ପିଲାଙ୍କର ବୟସ ଅନୁଯାୟୀ ଉଚ୍ଚତା କମ୍ ଏବଂ ୧୫% ପିଲାଙ୍କର ବୟସ ଅନୁଯାୟୀ ଓଜନ କମ୍ । ସ୍ୱାସ୍ଥ୍ୟ ସେବା, ପରିମଳ ଏବଂ ଶିକ୍ଷାକୁ ଅର୍ନ୍ତଭୁର୍କ୍ତ କରି ସାମ୍-ଏସ୍ଏଏମ୍ ପରିଚାଳନା ପାଇଁ ଏକ ସାମଗ୍ରିକ ଆଭିମୁଖ୍ୟ ଆବଶ୍ୟକ । ପ୍ରଭାବଶାଳୀ ସାମ୍-ଏସ୍ଏଏମ୍ ପରିଚାଳନା କେବଳ ଜୀବନ ରକ୍ଷା କରେ ନାହିଁ ବରଂ ପିଲାମାନଙ୍କ ଦୀର୍ଘସ୍ଥାୟୀ ସୁସ୍ଥତା ଏବଂ ଜ୍ଞାନର ବିକାଶରେ ମଧ୍ୟ ସହାୟକ ବୋଲି ସେ ମତ ପ୍ରଦାନ କରିଥିଲେ” । ସେ ଏହା ମଧ୍ୟ କହିଥିଲେ ଯେ, ସଚେତନତା ସୃଷ୍ଟି କରିବାରେ ଗଣମାଧ୍ୟମର ଭୂମିକା ଗୁରୁତ୍ୱପୂର୍ଣ୍ଣି, ଅପପୃଷ୍ଟିର ବ୍ୟାପକ ମୁକାବିଲା ପାଇଁ ଦାୟିତ୍ୱପୂର୍ଣ୍ଣ ଗଣମାଧ୍ୟମର କଭରେଜ୍ର ପ୍ରୟାସକୁ ପ୍ରୋତ୍ସାହିତ କରିବ । “ପିଲାମାନଙ୍କୁ ପ୍ରଭାବିତ କରୁଥିବା କାରଣଗୁଡିକୁ ଲୋକଲୋଚନକୁ ଆଣିବାରେ ଗଣମାଧ୍ୟମର ଶକ୍ତି ରହିଛି ବୋଲି ସେ କହିଥିଲେ” ।ବଲାଙ୍ଗୀରରେ ଅପପୃଷ୍ଟି ଓ ଶିଶୁ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ଆହ୍ୱାନର ସମାଧାନ କରିବା ପାଇଁ ବିସ୍ତୃତ ଆଲୋଚନା ଏବଂ ପ୍ରଶ୍ନ-ଉତ୍ତର ଅଧିବେଶନରେ ଅଂଶଗ୍ରହଣକାରୀମାନଙ୍କୁ ଅନ୍ତର୍ନିହିତ ମତ ଆଦାନ ପ୍ରଦାନ କରିବାର ସୁଯୋଗ ମଧ୍ୟ ପ୍ରଦାନ କରାଯାଇଥିଲା । ଗଣମାଧ୍ୟମ ପ୍ରତିନିଧିମାନେ ସଚେତନତା ବୃଦ୍ଧି ପାଇଁ ସହଯୋଗର ହାତ ବଢେଇବା ଗୁରୁତ୍ୱାରୋପ ସହିତ ସର୍ବସାଧାରଣଙ୍କ ଆଲୋଚନାରେ ସାମ୍-ଏସ୍ଏଏମ୍ କୁ ପ୍ରାଥମିକତା ଦେବା ପାଇଁ ଧ୍ୟାନ ବଜାୟ ରଖିବାକୁ ସଂକଳ୍ପ ନେଇଥିଲେ । ଗଣମାଧ୍ୟମ ରାଉଣ୍ଡ ଟେବୁଲ୍ ଭବିଷ୍ୟତର ପଦକ୍ଷେପ ପାଇଁ ଭିତ୍ତିପ୍ରସ୍ଥର ପ୍ରଦାନ କରଥିଲା, ଯାହାକି ବଲାଙ୍ଗୀରରେ ଶିଶୁ ଏବଂ ମା’ମାନଙ୍କ ନିକଟରେ ନିରନ୍ତର ଭାବରେ ସ୍ୱାସ୍ଥ୍ୟ କ୍ଷେତ୍ରରେ ଉତ୍ତମ ଫଳାଫଳ ଆଣିବାରେ ବହୁ କ୍ଷେତ୍ରର ଗୁରୁତ୍ୱର୍ଣ୍ଣ ଭାଗିଦାରିତା ଉପରେ ଗୁରୁତ୍ୱାରୋପ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026

You Might Also Like