-+91-9937148622 |

prerana_bgr@rediffmail.com |

  Tuesday 28th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଭରସୁଜା ପଂଚାୟତ ରେ ଜନ ଶୁଣାଣି ଶିବିର ଅନୁଷ୍ଠିତ      (28-Apr-2026)       ||      ଜୟନ୍ତୀଙ୍କ ନେତୃତ୍ୱରେ ମହିଳା କଂଗ୍ରେସ ହେବ ସାଧାରଣ ଜନତାଙ୍କ ସ୍ୱର- ନରସିଂହ   (28-Apr-2026)       ||      Qwert   (28-Apr-2026)       ||      Jk   (28-Apr-2026)       ||      କେବଳ କାଗଜପତ୍ର ରେ ସୀମିତ ଜିଲ୍ଲା ପ୍ରଶାସନର ଏନ୍‌ଫୋର୍ସମେଣ୍ଟ୍‌ ସ୍କୁଆଡ଼    (28-Apr-2026)       ||      କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପଳିତ   (28-Apr-2026)       ||      *ଜିଲ୍ଲାପାଳ ଙ୍କୁ ସମ୍ବର୍ଦ୍ଧନା*- *କଳା କେବଳ ନାଚ ଗୀତ ରେ ନ ଥାଏ ବରଂ ନିରଶ ମୁଁହ ରେ ହସ ଫୁଟାଇବା ହିଁ ବାସ୍ତବିକ କଳା* - *ପ୍ରଧ୍ୟାପକ ମଦନ ସୁନ୍ଦର କ୍ଷେତୀ*-   (28-Apr-2026)       ||      ପ୍ରାକୃତିକ ସନ୍ଦର୍ଯ୍ୟର ଗନ୍ତାଘର ବିଖ୍ୟାତ ଶୈବପୀଠ କେଲିଆ""   (28-Apr-2026)       ||      ବରୀ ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (28-Apr-2026)       ||      ସିଲ୍ ହେଲା ବେଆଇନ ବାଲି ଘାଟ   (28-Apr-2026)       ||      ଦେଓଗାଁ ବ୍ଲକରେ ଆଇନ ସଚେତନତା ଶିବିର ଅନୁଷ୍ଠିତ   (28-Apr-2026)       ||      ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ♦️ ମହାକାଳୀ ୱାରିଅର୍ସ ଚମ୍ପିୟାନ୍, ସ୍କାୟ ଲିଜେଣ୍ଡ ରନର୍ସ ଅପ୍   (28-Apr-2026)       ||      ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   (27-Apr-2026)       ||      ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ    (27-Apr-2026)       ||      ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   (27-Apr-2026)       ||      ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ    (27-Apr-2026)       ||      ଦୁଇ ନେତାଙ୍କ ଏହି ଭେଟ କେବଳ ଏକ ସାଧାରଣ ଭେଟ ନା ୟା ପଛରେ କୌଣସି ରାଜନୈତିକ କାରଣ ରହିଛି    (27-Apr-2026)       ||      ରାଣ୍ଡିମହୁଲ ଛପନ ପ୍ରହାର ନାମଯଜ୍ଞର ଚତୁର୍ଥ ଦିବସ    (27-Apr-2026)       ||      ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (27-Apr-2026)       ||      ଜନଗଣନା କାର୍ଯ୍ୟରେ ନିୟୋଜିତ ଗଣନାକାରୀମାନଙ୍କ ମନୋବଳ ବୃଦ୍ଧି କଲେ ଜିଲ୍ଲାପାଳ    (27-Apr-2026)       ||     

HOME   ଜିଲ୍ଲା

ବ୍ଲକ ବିଦ୍ୟାଳୟସ୍ତରୀୟ ରଗବୀ ଫୁଟବଲ୍ ଚୟନ ଶିବିର

25-Oct-2024



ବଲାଙ୍ଗୀର:  ଆଜି ପଂଚାୟତ ଉଚ୍ଚ ବିଦ୍ୟାଳୟ, ବନ୍ଧପଡା ଠାରେ ବ୍ଲକସ୍ତରୀୟ ରଗବୀ  ଫୁଟବଲ ଚୟନ ଶିବିର ଅନୁଷ୍ଠିତ ହୋଇଯାଇଛି l ବିଦ୍ୟାଳୟର ପ୍ରଧାନଶିକ୍ଷକ  ଆନନ୍ଦ ବଡ଼ପଣ୍ଡାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଶିବିରରେ ଦଶପୁର ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ତପନ କୁମାର ସାହୁ ଓ ହରିବୋଲ ଦଣ୍ଡସେନା ସମ୍ମାନିତ ଅତିଥି, ବ୍ଲକ କ୍ରୀଡା ସମ୍ପାଦକ ସୁଶାନ୍ତ କୁମାର ନାଗ ତଥା ବିଦ୍ୟାଳୟର ଖେଳ ଶିକ୍ଷକ ପ୍ରବୀଣ

କୁମାର ପଣ୍ଡା ପ୍ରଭୃତି ମଂଚାସୀନ ଥିଲେ l ଏହି ଶିବିରରେ ପୁଇଁତଲା ବ୍ଲକ ଅନ୍ତର୍ଗତ ୬ ଟି ଉଚ୍ଚ ବିଦ୍ୟାଳୟରୁ ୩୬ଜଣ ଛାତ୍ର  ଅଂଶଗ୍ରହଣ କରିଥିବାବେଳେ ମନୋନୀତ ଛାତ୍ରମାନେ

ଜ଼ିଲ୍ଲାସ୍ତରୀୟ ପ୍ରତିଯୋଗିତl ତୁଷୁରା ଉଚ୍ଚ ବିଦ୍ୟାଳୟ, ତୁଷୁରା ଠାରେ ଅଂଶଗ୍ରହଣ କରିବେ ବୋଲି ସୂଚନା ଦିଆଯାଇଛି l ଏହି କାର୍ଯ୍ୟକ୍ରମକୁ ଖେଳ ଶିକ୍ଷକ ଚିତ୍ତରଞ୍ଜନ ସାହୁ, ଶୁଖିରାଜ ବିଶ୍ୱାଳ, ଲାଲବାହାଦୁର ବାରିକ, ପ୍ରଶାନ୍ତ ମିଶ୍ର, ସୁଦିପ ଦୀପ, ଟୁନା ପାତ୍ର  ସହଯୋଗ କରିଥିବାବେଳେ ଖେଳ ଶିକ୍ଷକ ପ୍ରଦ୍ୟୁମ୍ନ ରାଉତ ଧନ୍ୟବାଦ ଅର୍ପଣ କରିଥିଲେ l ବିଦ୍ୟାଳୟର ସମସ୍ତ କର୍ମଚାରୀ ତଥା ବ୍ଲକର ବିଭିନ୍ନ ବିଦ୍ୟାଳୟର ଖେଳ ଶିକ୍ଷକମାନେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭରସୁଜା ପଂଚାୟତ ରେ ଜନ ଶୁଣାଣି ଶିବିର ଅନୁଷ୍ଠିତ      28-Apr-2026
  ଜିଲ୍ଲା  
ଜୟନ୍ତୀଙ୍କ ନେତୃତ୍ୱରେ ମହିଳା କଂଗ୍ରେସ ହେବ ସାଧାରଣ ଜନତାଙ୍କ ସ୍ୱର- ନରସିଂହ   28-Apr-2026
Qwert   28-Apr-2026
Jk   28-Apr-2026
  ଜିଲ୍ଲା  
କେବଳ କାଗଜପତ୍ର ରେ ସୀମିତ ଜିଲ୍ଲା ପ୍ରଶାସନର ଏନ୍‌ଫୋର୍ସମେଣ୍ଟ୍‌ ସ୍କୁଆଡ଼   28-Apr-2026
  ଜିଲ୍ଲା  
କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପଳିତ   28-Apr-2026
  ଜିଲ୍ଲା  
*ଜିଲ୍ଲାପାଳ ଙ୍କୁ ସମ୍ବର୍ଦ୍ଧନା*- *କଳା କେବଳ ନାଚ ଗୀତ ରେ ନ ଥାଏ ବରଂ ନିରଶ ମୁଁହ ରେ ହସ ଫୁଟାଇବା ହିଁ ବାସ୍ତବିକ କଳା* - *ପ୍ରଧ୍ୟାପକ ମଦନ ସୁନ୍ଦର କ୍ଷେତୀ*-   28-Apr-2026
  ଜିଲ୍ଲା  
ପ୍ରାକୃତିକ ସନ୍ଦର୍ଯ୍ୟର ଗନ୍ତାଘର ବିଖ୍ୟାତ ଶୈବପୀଠ କେଲିଆ""   28-Apr-2026
  ଜିଲ୍ଲା  
ବରୀ ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   28-Apr-2026
  ଜିଲ୍ଲା  
ସିଲ୍ ହେଲା ବେଆଇନ ବାଲି ଘାଟ   28-Apr-2026
  ଜିଲ୍ଲା  
ଦେଓଗାଁ ବ୍ଲକରେ ଆଇନ ସଚେତନତା ଶିବିର ଅନୁଷ୍ଠିତ   28-Apr-2026
  ଜିଲ୍ଲା  
ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ♦️ ମହାକାଳୀ ୱାରିଅର୍ସ ଚମ୍ପିୟାନ୍, ସ୍କାୟ ଲିଜେଣ୍ଡ ରନର୍ସ ଅପ୍   28-Apr-2026

You Might Also Like

       
  ଜିଲ୍ଲା  

Qwert

   
  ଜିଲ୍ଲା  

Jk