-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||     

HOME   ଜିଲ୍ଲା

ବକଟି ସ୍କୁଲ ରୁ ପ୍ରୀୟଙ୍କା ଦ୍ବାରୀ ଓ ରୁକୁଣି ମଟାରୀ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ଦୈଡକୁଦ ପ୍ରତିଯୋଗିତା ରେ ଅଂଶଗ୍ରହଣ ପାଇଁ ମନୋନୀତ

25-Oct-2024



ଲୋଇସିଂହା, (ପ୍ରେରଣା ଖବର) ସୂଚନା ମୁତାବକ ଲୋଇସିଂହା ଷ୍ଟାଡିୟମ ଠାରେ ଅକ୍ଟୋବର ୨୧ ରୁ ୨୩ ତାରିଖ ତିନିଦିନ ଧରି ଅନୁଷ୍ଠିତ ହୋଇଥିବା ବଲାଙ୍ଗିର ଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୁହ ଦୈଡକୁଦ ପ୍ରତିଯୋଗିତା ରେ ଆଗଲପୁର ବ୍ଲକ ଅନ୍ତର୍ଗତ ଉଷା ଦେବୀ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ସପ୍ତମ ଶ୍ରେଣୀର ଛାତ୍ରୀ ପ୍ରିୟଙ୍କା ଦ୍ବାରୀ ଚଉଦ ବର୍ଷ ବାଳିକା ବର୍ଗ   ଦୁଇସହ ମିଟର ଦୈଡ ଏବଂ ବି.ଏମ. ଉଚ୍ଚ ବିଦ୍ୟାଳୟ ବକଟି ର ନବମ ଶ୍ରେଣୀର ଛାତ୍ରୀ ରୁକୁଣି ମଟାରି ଚଉଦ ବର୍ଷ ବାଳିକା ବର୍ଗ ଲମ୍ବଡିଆଁ ପ୍ରତିଯୋଗିତା ରେ ପ୍ରଥମ ସ୍ଥାନ ଅଧିକାର କରି ବଲାଙ୍ଗିର ଜିଲ୍ଲା ତରଫରୁ ରାଜ୍ୟସ୍ତରୀୟ ବିଦ୍ୟାଳୟ ଦୈଡକୁଦ ପ୍ରତିଯୋଗିତା ରେ ଅଂଶଗ୍ରହଣ କରିବାକୁ ମନୋନୀତ ହୋଇଥିବାରୁ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ଦେବରାଜ ବାରିକ୍, ସହକାରୀ ଶିକ୍ଷକ ଉତ୍ତମ ଦ୍ଵାରି, ଚିନ୍ମୟ ପୁରୋହିତ, ଗୋପବନ୍ଧୁ ପଟେଲ, ଶିକ୍ଷୟିତ୍ରୀ ସନ୍ତୋଷୀନି ଦଣ୍ଡାଶେନା,କଳା ଶିକ୍ଷକ ସରୋଜ ବିଶ୍ଵାଳ ତଥା ସି.ଆର୍.ସି.ସି. ବାବୁଲାଲ ସାହୁ ଉଭୟ ଖେଲାଳିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି l ବିଦ୍ୟାଳୟ ପି.ଇ.ଆଇ. ତଥା କୋଚ୍ ରୁଷଭ ପ୍ରଧାନ ଙ୍କ ତତ୍ବାବଧାନରେ ଉଭୟେ ଅଭ୍ୟାସ ଜାରି ରଖିଥିବା ବେଳେ ଆଗକୁ ଉତ୍ତମ ଖେଳ ପ୍ରଦର୍ଶନ କରିବେ ବୋଲି କୋଚ୍ ପ୍ରଧାନ ଆଶାବ୍ୟକ୍ତ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026

You Might Also Like