-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ଯୁବ ରେଡ୍‌କ୍ରସର ପ୍ରବେଶ ଉତ୍ସବ ଅନୁଷ୍ଠିତ

26-Oct-2024



ଉଲୁଣ୍ଡା(ଗୌର ଚନ୍ଦ୍ର ପରିଚ୍ଛା): ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ୍  ଅନ୍ତର୍ଗତ ମା ଉମାଦେବୀ ଆଞ୍ଚଳିକ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ତଥା ସଂସ୍କୃତ ଅଧ୍ୟାପକ ବଲ୍ଲଭ ପୁରୋହିତଙ୍କ ଅଧ୍ୟକ୍ଷତାରେ ଯୁବ ରେଡ୍‌କ୍ରସର ପ୍ରବେଶ ଉତ୍ସବ ଅନୁଷ୍ଠିତ ହୋଇଯାଇଛି ।ଯୁବ ରେଡକ୍ରସ କାଉନସେଲର ତଥା ଆଇଟି ଅଧ୍ୟାପକ ଉଦ୍ଧବ ପଧାନ ସ୍ୱାଗତ କରି ସଭାର ଉଦ୍ଦେଶ୍ୟ ଜ୍ଞାପନ କରି ଅତିଥି ପରିଚୟ ପ୍ରଦାନ କରିଥିଲେ l ଯୁବ ରେଡ୍‌କ୍ରସ ଜିଲ୍ଲା ଆବାହକ ସମ୍ପାଦକ ତଥା

ସୋନପୁର କଲେଜର ପ୍ରାଣିବିଜ୍ଞାନ ଅଧ୍ୟାପକ ଉମାକାନ୍ତ ନାଗ ମୁଖ୍ୟଅତିଥି ଭାବେ ଯୋଗ ଦେଇଥିବା ବେଲେ ସତ୍ୟବାଦୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଯୁବ ରେଡ଼କ୍ରସ କାଉନସେଲର ଅଧ୍ୟାପକ କିଶୋର କୁମାର ସାହୁ ଯୋଗ ଦେଇ ରେଡକ୍ରସର ଲକ୍ଷ୍ୟ ଉଦେଶ୍ୟ ଓ କାର୍ଯ୍ୟକ୍ରମ ଉପରେ ଆଲୋକପାତ କରିଥିଲେ l ଅନୁଷ୍ଠାନ ର ପରିଚାଳନା ପରିଷଦର ସମ୍ପାଦକ ତଥା ସମାଜସେଵୀ ଚିତ୍ତରଞ୍ଜନ ପଢି,ଓଡ଼ିଆ ଅଧ୍ୟାପକ ନିତ୍ୟାନନ୍ଦ ମିଶ୍ର, ବାଳମକୁନ୍ଦ ବାରିକ, ଅଧ୍ୟାପିକା ରଞ୍ଜିତା ମିଶ୍ର, ଅମିତା ରାନୀ ସାହୁ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ

ସମାଜ ସେବାରେ ନିଜକୁ ସମର୍ପିତ କରି କାର୍ଯ୍ୟ କରିବା ପାଇଁ ମତ ରଖିଥିଲେ |କଲେଜର କାଉନସେଲର ଉଦ୍ଧବ ପଧାନ ରାଜ୍ୟସ୍ତରୀୟ ଯୁବ ରେଡକ୍ରସ ଆୱାର୍ଡ ପାଇଁ ମନୋନୀତ ହୋଇଥିବାରୁ ଅତିଥି ମାନେ ଶୁଭେଚ୍ଛା ଜଣାଇଥିଲେ l ଶେଷରେ ଇଂରାଜୀ ଅଧ୍ୟାପକ ସୁଶାନ୍ତ ଦେହୁରୀ ଧନ୍ୟବାଦ ଦେଇଥିଲେ | ଏହି କାର୍ଯ୍ୟକ୍ରମ ରେ  ଶମ୍ଭୁପ୍ରସଦ ଭୋଇ,ନରୋତ୍ତମ କର୍ମୀ, ଆଶିଷ କୁମାର ଦେହୁରୀ,ସୁଶାନ୍ତ ମିଶ୍ର, ଯୋଗୀନ୍ଦ୍ର ପଧାନ, ବାଦଲ ଦେହୁରି ସମେତ ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like