-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ଉଚ୍ଚ ପ୍ରାଥମିକ   ଶିକ୍ଷକ ଦକ୍ଷତା(ଷ୍ଟାର୍) ତାଲିମ୍, ଶିବିର ଉଦଯାପିତ 

26-Oct-2024



ବରଗଡ଼: ବରଗଡ଼ ଜିଲ୍ଲା ଅମ୍ବାଭୋନା ବ୍ଳକ ଅନ୍ତର୍ଗତ ଉତ୍ତମ ପଞ୍ଚାୟତର ସରକାରୀ ଉଚ୍ଚ ବିଦ୍ୟାଳୟ ଉତ୍ତମ ରେ ବ୍ଲକ ସ୍ତରୀୟ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କ ପାଇଁ ଦକ୍ଷତା(ଷ୍ଟାର୍) ତାଲିମ ଶିବିର ଉଦଯାପିତ ହୋଇଯାଇଛି । ଏହି ତାଲିମ ଶିବିରରେ ମୁଖ୍ୟ ଅତିଥି ଭାବେ ଅମ୍ବାଭୋନା ବ୍ଳକର ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଲାଲ୍ ମୋହନ ସିଂ , ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ରାହୁଲ ସେଠ୍, ସୁମନ୍ତ ବାଗ୍, ସୁଶାନ୍ତ ପଧାନ ଯୋଗଦାନ କରିଥିଲେ । ଏ ବି ଇ ଓ ଶ୍ରୀଯୁକ୍ତ ଲାଲ୍ ମୋହନ ସିଂ ସମସ୍ତ ତାଲିମ୍ ଗ୍ରହୀତା ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ତାଲିମ କାର୍ଯ୍ୟକ୍ରମରେ ସକ୍ରିୟ ଅଂଶଗ୍ରହଣ କରି ଯାହାସବୁ ଉପଲବ୍ଧି ହାସଲ କରିଛନ୍ତି ନିଜ ବିଦ୍ୟାଳୟରେ ଉପଯୋଗ କରି ଛାତ୍ରଛାତ୍ରୀଙ୍କ ଶୈକ୍ଷିକ ଉନ୍ନତି କରେଇ ନିଜକୁ ଆଦର୍ଶ ଶିକ୍ଷକ ରୂପେ ଗଢିତୋଳିବାକୁ କହିଥିଲେ। ତାଲିମ କାର୍ଯ୍ୟକ୍ରମ ବିଷୟରେ ଶିକ୍ଷକ ତ୍ରିନାଥ ଭୋଇ, ଲକ୍ଷ୍ମଣ ବିଶ୍ଵାଳ, ବାସୁଦେବ ପାତ୍ର,କିଶୋର ଭୋଇ,ଜଳି ପଧାନ, ରାକ୍ଷୀ ଭୁଏ, ପ୍ରଶିକ୍ଷକ ସ୍ଵାଧୀନ କୁମାର ସାହୁ ସକରାତ୍ମକ ପ୍ରତିପୁଷ୍ଟି ପ୍ରଦାନ

କରିଥିଲେ । ପ୍ରଶିକ୍ଷକ ଭାବରେ ସ୍ୱାଧୀନ କୁମାର ସାହୁ,ସେବକ ପ୍ରଧାନ ତାଲିମ ପ୍ରଦାନ କରିଥିଲେ । ଏହି ଅବସରରେ ନବାଗତ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଶେଷରେ ପ୍ରଶିକ୍ଷକ ସ୍ଵାଧୀନ କୁମାର ସାହୁ ତିନିଦିନ ଧରି ସୁନ୍ଦର ଭାବେ ଅଂଶଗ୍ରହଣକାରୀଙ୍କ ପାଇଁ ଖାଦ୍ୟପେୟ ପ୍ରସ୍ତୁତି ଓ ଅନ୍ୟାନ୍ୟ ସହଯୋଗ ପ୍ରଦାନ କରି ତାଲିମକୁ ସଫଳ କରି ଥିବାରୁ ସି ଆର୍ ସି ସି ରାହୁଲ ସେଠ୍, ସୁମନ୍ତ ବାଗ୍, ସୁଶାନ୍ତ ପଧାନ, ଉତ୍ତମ ହାଇସ୍କୁଲର ପ୍ରଧାନ ଶିକ୍ଷକ, ଶିକ୍ଷକ ଶିକ୍ଷୟିତ୍ରୀ ଓ କର୍ମଚାରୀମାନଙ୍କୁ ଧନ୍ୟବାଦ ଜ୍ଞାପନ ସହ ସମସ୍ତଙ୍କୁ  ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like