-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ଫୁଟବଲ ସେମିଫାଇନାଲରେ କୋରାପୁଟ ବନାମ ତୋୟାପୁଟ, ଲକ୍ଷ୍ମୀପୂର ବନାମ ବିଶ୍ୱନାଥପୁର  

26-Oct-2024



ରାୟଗଡ଼(ସୁପ୍ରିୟା ଷଡଙ୍ଗୀ): ଅଶୋକ କୁମାର ସାହୁ ସ୍ମାରକୀ ଫୁଟବଲ ୨୦୨୪ ମ୍ୟାଚ ସେମି ଫାଇନାଲରେ ସ୍ଥାନ ବନାଇଲେ କୋରାପୁଟ ଜିଲ୍ଲାର ତୋୟାପୁଟ ଫୁଟବଲ୍ ଟିମ୍, ଏଵଂ କଳାହାଣ୍ଡି ଜିଲ୍ଲାର ବିଶ୍ଵନାଥପୁର ଫୁଟବଲ୍ ଟିମ୍। 
ଜିସିଡି ଖେଳ ପଡିଆ ଠାରେ ଗତ କାଲି ଠାରୁ ଆରମ୍ଭ ହୋଇଥିବା ଚାରିଦିନିଆ ଫୁଟବଲ ମ୍ୟାଚରେ ଗତକାଲି ଦୁଇଟି ମ୍ୟାଚ ଖେଳା ଯାଇଥିଲା। ପ୍ରଥମ ମ୍ୟାଚ୍ ରାୟଗଡ଼ ଟାଉନ୍ ଟିମ୍ ସହିତ  ତୋୟାପୁଟ ଫୁଟବଲ୍ ଟିମ ଖେଳିଥିଲେ। ଏହି ସଂଘର୍ଷ ପୂର୍ଣ୍ଣ ମ୍ୟାଚରେ ତୟାପୁଟ ୨-୦ ଗୋଲ ଦେଇ ରାୟଗଡ଼ ଟାଉନ୍ ଟିମ୍ ଠାରୁ ବିଜୟ ଲାଭ କରିଥିଲା। ଖେଳାଳୀ ମାନଙ୍କ ମଧ୍ୟରେ ଉତ୍ସାହ ବଢାଇବା ପାଇଁ ଏହି ମ୍ୟାଚର ମୁଖ୍ୟ ଅତିଥି ଭାବରେ ରାୟଗଡ଼ ଥାନା ଭାରପ୍ରାପ୍ତ ଅଧିକାରୀ କମଳାକାନ୍ତ ବିବେକ କହଁର ଯୋଗ ଦେଇଥିଲେ। ସମ୍ମାନିତ ଅତିଥି ଭାବେ ଇଷ୍ଟକୋଷ୍ଟ ରେଳବାଇ ଶ୍ରମିକ ୟୁନିଅନର ସହ ସଂପାଦକ ଶ୍ରୀଯୁକ୍ତ ଅଶୋକ କୁମାର ପାଢ଼ୀ ଏଵଂ ଜିଲ୍ଲା କ୍ରୀଡ଼ା ଅଧିକାରି ସେୟକ୍ ଆଲିନୂର୍ ଉପସ୍ଥିତ ଥିଲେ। ଓଡ଼ିଶା ଷ୍ଟେଟ ଆଥଲେଟିକ ଆସୋସିଏସନ୍ କାଉନସିଲ ମେମ୍ବର ଦେବଦାସ ଲିମା ଯୋଗ ଦେଇଥିଲେ ।
ସେହିଭଳି ଆଜିର ଦ୍ବିତୀୟ ମ୍ୟାଚରେ ମୁଖ୍ୟ ଅତିଥି ଭାବେ 
ରାୟଗଡ଼ ବ୍ଲକ ଉପାଧ୍ୟକ୍ଷ ହର ପ୍ରସାଦ ହେପୃପା, ସମ୍ମାନିତ ଅତିଥି ଭାବେ 'ଇମ୍ପା' କମ୍ପାନିର ଲୋକ ସମ୍ପର୍କ ଅଧିକାରୀ ଶ୍ରୀଯୁକ୍ତ ଶକ୍ତି ପ୍ରସାଦ ପାଣିଗ୍ରାହି ଏବଂ ବିଜେଡ଼ିର ଯୁବ ଖେଳ ସଭାପତି ଶ୍ରୀଯୁକ୍ତ ଶ୍ରୀକାନ୍ତ ଚୌଧୁରୀ ପ୍ରମୁଖ ଉପସ୍ଥିତ ଥିଲେ। ଆଜିର କୋହଲା ପାଗ ସାଙ୍ଗକୁ ଆନ୍ଧ୍ର ପ୍ରଦେଶର ବିଜୟନଗର ଜିଲ୍ଲା ରୁ ଆସିଥିବା ଫୁଟବଲ୍ ଟିମ୍ ସହିତ କଳାହାଣ୍ଡି ଜିଲ୍ଲା ବିଶ୍ଵନାଥପୁର ଫୁଟବଲ୍ ଟିମ୍ ମଧ୍ୟରେ ଚିତ୍ତାକର୍ଷକ ମ୍ୟାଚ ହୋଇଥିଲା। ବିଶ୍ବନାଥପୁର 1-0 ଗୋଲରେ ଆଗୁଆ ରହି ବିଜୟ ନଗର ଠାରୁ ବିଜୟ ଲାଭ କରିଥିଲା।  ହେବାକୁ ଥିବା ପ୍ରଥମ ସେମି ଫାଇନାଲରେ କୋରାପୁଟ ବନାମ ତୟାପୁଟ ମଧ୍ୟରେ ସଙ୍ଘର୍ଷ ପୁର୍ଣ୍ଣ ମ୍ୟାଚ ଦେଖିବାକୁ ମିଳିବ।  ଦ୍ବିତୀୟ ମ୍ୟାଚ ହେବ ଲକ୍ଷ୍ମୀପୁର ବନାମ ବିଶ୍ଵନାଥପୁର।  ଦୀର୍ଘ ଦିନର ଅପେକ୍ଷା ପରେ ହେଉଥିବା ଫୁଟବଲ ମ୍ୟାଚ ଦେଖିବା ପାଇଁ ଦର୍ଶକଙ୍କ ପ୍ରବଳ ଭିଡ଼ ସାଙ୍ଗକୁ, ଭାରି ଉତ୍ସାହ ଦେଖିବାକୁ ମିଳୁଛି। ଫୁଟବଲ ଖେଳ ପ୍ରେମି ବହୁତ୍ ଦିନ ବ୍ୟବଧାନ ପରେ ଫୁଟବଲ୍ ମ୍ୟାଚ୍ ଅନୁଷ୍ଠିତ ହେଉଥିବା ହେତୁ ବହୁ ସଂଖ୍ୟାରେ ଯୋଗ ଦେଇ ଫୁଟବଲ ଖେଳର ମଜା ଉଠାଉଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like