-+91-9937148622 |

prerana_bgr@rediffmail.com |

  Thursday 20th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   (19-Aug-2026)       ||      ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   (19-Aug-2026)       ||      ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   (19-Aug-2026)       ||      ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   (19-Aug-2026)       ||      *ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   (19-Aug-2026)       ||      ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   (19-Aug-2026)       ||      ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||     

HOME   ରାଜ୍ୟ

କଟକରେ ନକଲି ଚା’ ପତି ଫ୍ୟାକ୍ଟ୍ରିଠାବ

06-Jan-2021



କଟକ(ଦେବାଶିଷ ମହାନ୍ତି):ନକଲି ସାମଗ୍ରୀର ପେଣ୍ଠସ୍ଥଳୀ ପାଲଟିଥିବା କଟକରେ ନକଲି ଚା ପତି ଫ୍ୟାକ୍ଟ୍ରିଠାବ। ନକଲି ଘିଅ, ତେଲ, ସମଲା ଗୁଣ୍ଡ, ପନିର ପରେ ଅପମିଶ୍ରିତ ଚା ପତି ଫ୍ୟାକ୍ଟ୍ରି ଠାବ କରିଛି ପୋଲିସ। କଟକର ସଦର ଥାନା ମୁକାମେଶ୍ୱର ଗାଁରେ ନକଲି ଚା ପତି ଫ୍ୟାକ୍ଟ୍ରି ଥିବା ଜଣାପଡ଼ିଛି। ତେବେ ପ୍ରାୟ ୫୦ କ୍ୱିଣ୍ଟାଲର ନକଲି ଚା ପତି ସହ ବିଭିନ୍ନ ବ୍ରାଣ୍ଡର ଷ୍ଟିକର ଜବତ ମଧ୍ୟ ଜବତ କରିଛି ପୋଲିସ୍। ଏହାସହ ଜଣଙ୍କୁ ଅଟକ ରଖି ସଦର ଥାନା ପୋଲିସ ପଚରାଉଚରା କରୁଛି। ସୂଚନା ଅନୁସାରେ ଘଟଣାସ୍ଥଳରୁ ବିପୁଳ ପରିମାଣର ଅପମିଶ୍ରିତ ଚା’ ପତି ସହ ବିଭିନ୍ନ ବ୍ରାଣ୍ଡ୍‌ର ଷ୍ଟିକର ଜବତ କରିଛି । ନକଲି କାରବାରର ନୂଆ ଠିକଣା ପାଲଟିଥିବା କଟକରେ ଏବେ ପର୍ଯ୍ୟନ୍ତ କଟକରେ ୨୨ଟି  ଏପରି ସଂସ୍ଥା ବିଷୟରେ ପତ୍ତା ଲଗାଇଛି ପୋଲିସ୍ । ତେବେ ଆଜି ଠାବ ହୋଇଥିବା  ଏହି ଅପମିଶ୍ରିତ ଚା’ ପତି ଫ୍ୟାକ୍ଟ୍ରି  କେବେଠାରୁ ବିକ୍ରି ହେଉଛି ତଥା କାରବାର ହେଉଛି ସେନେଇ ଖୋଳତାଡ ଜାରି ରହିଛି । ସୂଚନାଯୋଗ୍ୟ କିଛି ଦିନ ପୂର୍ବରୁ କଟକରେ ନକଲି ପନିର ଜବତ ହୋଇଥିଲା । କଟକ ଚାଉଳିଆଗଞ୍ଜ ପୋଲିସ୍‌ ଓ ସିଏମ୍‌ସି ସ୍ୱାସ୍ଥ୍ୟ ବିଭାଗର ଏକ ଟିମ୍ ଚଢାଉ କରି ୧ କ୍ୱିଣ୍ଟାଲରୁ ଅଧିକ ନକଲି ପନିର ଜବତ କରିଥିଲା । ସେହିପରି କିଛିଦିନ ତଳେ କଟକ ଜଗତପୁର ଅଞ୍ଚଳରେ ନକଲି ସୋୟା ବଡ଼ି ତିଆରି କାରଖାନା ମଧ୍ୟ ଠାବ କରାଯାଇଥିଲା। ଆର୍‌.ଏମ୍.ମିଲ୍ ନାଁରେ ଚାଲିଥିବା ଏହି କାରଖାନାରେ ତିଆରି ହେଉଥିଲା ଅପମିଶ୍ରିତ ସୋୟା ବଡ଼ି । ପୋଲିସ୍‌ ଏହି କାରଖାନାରେ ଚଢ଼ାଉ କରି ବିପୁଳ ପରିମାଣର ଅପମିଶ୍ରିତ ସୋୟା ବଡ଼ି ସହ ବିଭିନ୍ନ ପ୍ରକାରର କଞ୍ଚାମାଲ୍ ଏବଂ କେମିକାଲକୁ ଜବତ କରିଥିଲା। ଏଠାରେ ପୋକରା ଚାଉଳ ଏବଂ ଅମୋନିଆ ବାଇକର୍ବୋନେଟ୍ ବ୍ୟବହାର କରି ସୋୟା ବଡ଼ି ତିଆରି କରାଯାଉଥିଲା। ସୋୟାବଡ଼ିକୁ ଫୁଲାଇ ରଖିବା ପାଇଁ ଏହି ରାସାୟନିକ ପଦାର୍ଥ ବ୍ୟବହାର କରାଯାଉଥିଲା।
ବିଗତ କିଛି ମାସ ଧରି କଟକର ବିଭିନ୍ନ ସ୍ଥାନରେ ଲଗାତାର ଭାବେ ରେଡ୍ କରୁଛି ପୋଲିସ । କେତେବେଳେ ନକଲି ମସଲା ତ ଆଉ କେତେବେଳେ ନକଲି ଘିଅ ଓ ଆଉ କେତେବେଳେ ନକଲି ପୂଜା ସାମଗ୍ରୀ ଜବତ ହୋଇଥିବା ଦେଖିବାକୁ ମିଳିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   19-Aug-2026
  ଜିଲ୍ଲା  
ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   19-Aug-2026
  ଜିଲ୍ଲା  
ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   19-Aug-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   19-Aug-2026
  ଜିଲ୍ଲା  
*ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   19-Aug-2026
  ଜିଲ୍ଲା  
ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   19-Aug-2026
  ଜିଲ୍ଲା  
ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   19-Aug-2026
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026

You Might Also Like