-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ମୁର୍ଷୁଣ୍ଢୀ ଗଜଲକ୍ଷ୍ମୀ ପୂଜା ମହୋତ୍ସବ ଶେଷ ରଜନୀ - ମୁରାସୁର ବଧ ସହ ଉଦଯାପିତ ହେଲା ମୁରାସୁର ଦରବାର

26-Oct-2024



ବୀରମହାରାଜପୁର, (ବିନୋଦ ପାଣ୍ଡେ ):ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢୀ ରେ ୪୨ ତମ ଗଜଲକ୍ଷ୍ମୀ ପୂଜା ଅବସର ରେ ହେଉଥିବା ମୁରାସୁର ଦରବାର  ଉଦଯାପିତ ହୋଇଯାଇଛି। ଅନ୍ତିମ ସନ୍ଧ୍ୟାରେ ମୁକ୍ତାକାଶ ରଙ୍ଗମଞ୍ଚ ରେ ପରିବେଷଣ ହୋଇଥିଲା ମୁରାସୁର ଦରବାର ର ଶେଷ ଦୃଶ୍ୟ। ନାଟ୍ୟାଭିକ୍ରମରେ ପୁତ୍ର ନାତି ବିନାଶ ଶୁଣି ମୁରାସୁର ର ଶୋକ,କ୍ରୋଧିତ ହୋଇ ଦାରୁଣାସୁର କାଳ, ମହାକାଳ ଙ୍କୁ ଯୁଦ୍ଧ ପାଇଁ ପ୍ରେରଣ, ଯୁଦ୍ଧରେ ଶେଷ ନୃସିଂହ ହସ୍ତେ କାଳ, ମହାକାଳ ନିହତ, ଏହା ପରେ ଶେଷ ନୃସିଂହ ଙ୍କୁ ମାରିବା ପାଇଁ ମୁରାସୁର କଣ୍ଠ, ବିକଣ୍ଠ ଙ୍କୁ ପ୍ରେରଣ ଏବଂ କଣ୍ଠ, ବିକଣ୍ଠ ନିଧନ। ନାରଦଙ୍କ ଆଗମନ, ମୁରାସୁର ଙ୍କୁ ନିଜେ ଯାଇ ଶେଷ ନୃସିଂହ ଙ୍କୁ ହତ୍ୟା କରିବାକୁ ପରାମର୍ଶ। ଶେଷରେ ଶେଷ ନୃସିଂହ  ହସ୍ତେ ମୁରାସୁର ବଧ ଆଦି ପର୍ଯ୍ୟାୟ କ୍ରମେ ପରିବେଷଣ ହୋଇଥିଲା। ଅନ୍ତର୍ଡ଼ା ,ବିନିକା ର ଗୋପାଳ ପଣ୍ଡା ଙ୍କ ମୁରାସୁର ଅଭିନୟ ଦର୍ଶକଙ୍କୁ ବେଶ୍ ଆକୃଷ୍ଟ କରିଥିଲା।ଶେଷ ରଜନୀରେ   ବିଳମ୍ବିତ ରାତ୍ରି ପର୍ଯ୍ୟନ୍ତ ସହସ୍ରାଧିକ ଦର୍ଶକ ବିଳମ୍ବିତ ରାତ୍ରି ପର୍ଯ୍ୟନ୍ତ ଏହାକୁ ଉପଭୋଗ କରୁଥିଲେ। ଅନ୍ତିମ ସନ୍ଧ୍ୟାର ସାଂସ୍କୃତିକ ସଭା ରେ ଗଜଲକ୍ଷ୍ମୀ ପୂଜା କମିଟିର ସଭାପତି ଲବ କୁମାର ସାହୁ ଅଧ୍ୟକ୍ଷତା କରିଥିଲେ। ରାଜଦରବାର ରେ ପୂର୍ବତନ ଜିଲ୍ଲା ପରିଷଦ ସଭାପତି ଆନନ୍ଦ ବାରିକ, ସମାଜସେବୀ ଯତୀନ ମେହେର ଓ ପଞ୍ଚାନନ ସାହୁ ପ୍ରମୁଖ ରାଜ ଅତିଥି ଭାବେ ଯୋଗଦେଇ ସାଂସ୍କୃତିକ ବାର୍ତ୍ତା ପ୍ରଦାନ କରିଥିଲେ। ସେହିପରି ଦ୍ବିତୀୟ ପର୍ଯ୍ୟାୟ ରେ ବୀରମହାରାଜପୁର ଥାନାର କାର୍ଯ୍ୟରତ ଗୃହରକ୍ଷୀ ବିଶ୍ଵାମିତ୍ର ଜଗଦଲା ଓ ରଞ୍ଜିତ ଚାନ୍ଦ ରାଜ ଅତିଥି ଭାବେ ଯୋଗଦେଇ ଥିଲେ।

ଏହି ଅବସର ରେ ପାରାୟଣ ଗାୟକ ପଣ୍ଡିତ ଅଜିତ ଦାସ ଓ ପଣ୍ଡିତ ସଚିଦାନନ୍ଦ ପଣ୍ଡା ଙ୍କୁ ସ୍ଵତନ୍ତ୍ର ଭାବେ ସମ୍ବର୍ଦ୍ଧିତ କରାଯାଇଥିଲା।ଆୟୋଜକ ସମ୍ପାଦକ ତ୍ରୟଞ୍ଜିବ ମିଶ୍ର ଅତିଥି ,କୋଷାଧ୍ୟକ୍ଷ ସତ୍ୟ ମୋହନ ବେଦପାଣି,ବଳରାମ ପ୍ରଧାନ,ସହ ସମ୍ପାଦକ ବିଦ୍ୟାଧର ଖୁର୍ଡିଆ ଅତିଥି ଙ୍କୁ  ସ୍ୱାଗତ କରିଥିବା ବେଳେ ଉପସଭାପତି ଧନଞ୍ଜୟ ସାହୁ, ଆୟୋଜକ ସମ୍ପାଦକ ତ୍ରୟଞ୍ଜିବ ମିଶ୍ର ଅତିଥି ମାନଙ୍କୁ ସ୍ବାଗତ କରିଥିବା ବେଳେ କୋଷାଧ୍ୟକ୍ଷ ସତ୍ୟ ମୋହନ ବେଦପାଣି, ଉପସଭାପତି ଧନଞ୍ଜୟ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ। ଉପଦେଷ୍ଟା କୁଶ କୁମାର ସାହୁ, ରାଜ ଗୋପାଳ ପାଣିଗ୍ରାହୀ,ପ୍ରେମାନନ୍ଦ ଜଟି,ଗୋପୀନାଥ ପ୍ରଧାନ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା ରେ ସହଯୋଗ କରିଥିଲେ। ଏହି ଅବସର ରେ  ଦର୍ଶକ ମିନବଜାର ରେ ବିଭିନ୍ନ ଜିନିଷ କିଣାବିକା କରିଥିବା ବେଳେ ଚଟ୍ ପଟା ଖାଦ୍ୟର ମଜା ନେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like