-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||     

HOME   ଜିଲ୍ଲା

ପୁଆ ପାକ୍ସ ମହାଦୁର୍ନୀତି, ବଳି ପଡିଲେ ତଳିଆ କର୍ମଚାରୀ, ଅଫିସର ଙ୍କ ବାରମ୍ବାର ସୋନପୁର ମୋହ ପାଈଁ ଦୁର୍ନିତି ବଢୁଥିବା ଚାଷୀ ଙ୍କ ଅଭିଯୋଗ*

26-Oct-2024



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ): ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକ ପୁଆ ପେକ୍ସର ମହାଦୁର୍ନୀତିରେ ସହସଂପାଦକ ଓ ହିସାବ ରକ୍ଷକଙ୍କୁ ନିଲମ୍ବିତ କରି କାମ ସାରିଦେଲା ବିଭାଗ। ବହୁ ବାଦବିବାଦ ପରେ ବାଧ୍ୟ ହୋଇ ସୋନପୁର ସର୍କଲର ସହକାରୀ ନିବନ୍ଧକ ପାଣୁ ଚରଣ ସାହୁ ଗତ ୨୨ ତାରିଖ ପାକ୍ସକୁ ତଦନ୍ତରେ ଯାଇ ସ‌ହସମ୍ପାଦକ ବାସୁଦେବ ପାତ୍ର ଓ ହିସାବ-ରକ୍ଷକ ସିଦ୍ଧେଶ୍ବର ନାଏକଙ୍କୁ ଗୁରୁବାର ନିଲମ୍ବନ କରିଛନ୍ତି। କିନ୍ତୁ ଏହାକୁ ଚାଷୀ ମାନେ ହଜମ କରି ପାରିନାହାନ୍ତି। ତଦନ୍ତକାରୀ ଅଫିସର ସହକାରୀ ନିବନ୍ଧକ ପାଣୁ ଚରଣ ସାହୁ ନିଜେ ଜଣେ ସ୍ବଚ୍ଛ ଅଧିକାରୀ ନୁହେଁ ଓ ପୂର୍ବରୁ ସେ କାର୍ଯ୍ୟ କରିଥିବା ଜିଲ୍ଲା ମାନଙ୍କରେ ତାଙ୍କ ନାମରେ ଦୁର୍ନୀତି ମାଳମାଳ ଥିବା ଓ ଭିଜିଲାନ୍ସ ତଦନ୍ତ ଅଭିଯୋଗ ଥିବା ବିଷୟ ଚାଷୀ ମାନେ ଅଭିଯୋଗ କରିଛନ୍ତି l ସୋନପୁରରେ ଥରେ ଏ.ସି.ଆର୍ ଓ ଦୁଇ ଥର ଏ.ଆର୍ (ସହକାରୀ ନିବନ୍ଧକ) ଭାବେ ବାରମ୍ବାର ଯୋଗ ଦେଇ ଥିବାରୁ ଜଣେ ଅଫିସରର ଏତେ ସୋନପୁର ପ୍ରୀତି ଓ ପୁଣି ଏଠି ମଧ୍ୟ ବିଭାଗର ତଳସ୍ତରରୁ ଦୁର୍ନୀତି ଚେର ଲମ୍ବି ଥିବା, ଏବେ ହାଟରେ ପଡି ଦାଣ୍ଡରେ ଗଡୁଥିବା ବିଷୟ ଗାଁ ଠୁଁ ସହର ଯାଏଁ ଚର୍ଚ୍ଚା ଚାଲିଛି l ଏହି ସମବାୟ ସମିତିର ସଭାପତି ଓ ସଂପାଦକ ମୁଖ୍ୟ ଆସାମୀ ହୋଇଥିବା ବେଳେ ତଳିଆ କର୍ମଚାରୀଙ୍କୁ ନିଲମ୍ବିତ କରି ବିଭାଗ ନେଇ ଥିବା ପଦକ୍ଷେପକୁ ନାପସନ୍ଦ କରିଛନ୍ତି। ଯେପର୍ଯ୍ୟନ୍ତ ସଭାପତି ଓ ସଂପାଦକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ସହ ତାଙ୍କ ପଇସା ଫେରସ୍ତ ନ ହେବ ଆନ୍ଦୋଳନ ଚାଲୁ ରଖିବା ସହ ଭୁବନେଶ୍ବର ଯାଇ ମୁଖ୍ୟମନ୍ତ୍ରୀଙ୍କ ଠାରେ ତାଙ୍କ ଦାବୀ ଉପସ୍ଥାପନ କରିବା ନେଇ ମିଡିଆ ସାମାନାରେ କହିଛନ୍ତି ଚାଷୀ।

  ସୂଚନା ଅନୁସାରେ ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକ ଅନ୍ତର୍ଗତ ପୁଆ ପ୍ରାଥମିକ କୃଷି ସମବାୟ ସମିତିର ଚାଷୀ ମାନେ ସମିତିରେ ଘୋର୍ ଦୁର୍ନୀତି ହୋଇଥିବା ବିଷୟ ଗତ ୩ ତାରିଖ ସୁବର୍ଣ୍ଣପୁର ଜିଲ୍ଲାପାଳ ଓ ଡିଆରସିଏସ ଙ୍କୁ ଅଭିଯୋଗ କରିଥିଲେ। ପୁଆ ସମବାୟ ସମିତିର ସଭାପତି ପ୍ରଭୁଦତ୍ତ ଡାଙ୍ଗଙ୍କ ଆଦେଶ କ୍ରମେ ଦୀର୍ଘ ବର୍ଷରୁ ପ୍ରାୟ ୧୦୦୦ରୁ ଉର୍ଦ୍ଧ୍ବ ଚାଷୀଙ୍କ ଲକ୍ଷ ଲକ୍ଷ ଟଙ୍କା ଆତ୍ମସାତ କରୁଥିବା ଲିଖିତ ଅଭିଯୋଗ ସେମାନେ କରିଥିଲେ। ସଭାପତିଙ୍କ ଆଦେଶ କ୍ରମେ ଚାଷୀମାନଙ୍କ ଅଜ୍ଞାତରେ ଜାଲ ଦସ୍ତଖତ କରି ଚାଷୀମାନଙ୍କ ନାମରେ ଲକ୍ଷାଧିକ ଟଙ୍କା ଋଣ କରି ଟଙ୍କା ହରିଲୁଟ କରିଛନ୍ତି। ଏପରିକି ଦିବ୍ୟାଙ୍ଗ ଚାଷୀ ଓ ମୃତ ଚାଷୀ ଙ୍କ ନାମରେ ମଧ୍ୟ ଲକ୍ଷ ଲକ୍ଷ ଟଙ୍କା ଉଠାଇ ଆତ୍ମସାତ କରିଛନ୍ତି ସମିତିର କର୍ମଚାରୀ। ସଭାପତି ଙ୍କୁ ଏଆରସିଏସ୍ ଙ୍କ ପତ୍ରସଂଖ୍ୟା ୬୨୭ ତା. ୧୮.୦୬.୨୪ ଅନୁଯାୟୀ ସମିତିରେ ସ୍ଥାୟୀ ସମ୍ପାଦକ ନିଯୁକ୍ତି କରି ନାହାନ୍ତି। ଏ ନେଇ ଅଭିଯୋଗ ପରେ ବିଜେପି କୃଷକ ମୋର୍ଚ୍ଚା ସଭାପତି ପୁଆ ପାକ୍ସ ପରିଦର୍ଶନ ସହ ସ୍ଥାନୀୟ ଚାଷୀ ମାନଙ୍କ ସହ ଆଲୋଚନା ପରେ ସୋନପୁର ସର୍କିଟ ହାଉସ ଠାରେ ପୁଆ ପାକ୍ସରେ ମହାଦୁର୍ନୀତି ହୋଇଥିବା ବିଷୟ ମିଡିଆ ଆଗରେ କହିବା ସହ ମୋହନ ସରକାରଙ୍କୁ ରିପୋର୍ଟ ପ୍ରଦାନ କରିବା ବିଷୟ କହିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026

You Might Also Like