-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||     

HOME   ଜିଲ୍ଲା

ସପ୍ତମ ଦିନରେ କଣ୍ଟାମାଳ ଶିଶୁମନ୍ଦିର ଗୁରୁମା ଙ୍କ ଧାରଣା

26-Oct-2024



କଣ୍ଟାମାଳ: ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ସଦର କଣ୍ଟାମାଳ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ  ଜଣେ ଗୁରୁମା ତାଙ୍କ ପ୍ରତି ହୋଇଥିବା ଅନ୍ୟାୟ ଓ ମନମୁଖି କାର୍ଯ୍ୟକଳାପ ପ୍ରତିବାଦରେ ଆଜକୁ ସାତ ଦିନ ହେବ ଶିଶୁ ମନ୍ଦିର ସମ୍ମୁଖରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ଧାରଣାରେ ବସିଛନ୍ତି।  ଗୁରୁମା ସବିତା ଦାସ ଉକ୍ତ ଶିଶୁ ମନ୍ଦିରରେ ଦୀର୍ଘ ୧୮ବର୍ଷ ହେଲା ସୁଚାରୁ ରୂପେ ଶିକ୍ଷାଦାନ କରି ଆସୁଥିଲେ |  ହେଲେ ଶିଶୁ ମନ୍ଦିରର ପ୍ରଧାନ ଆଚାର୍ଯ୍ୟ ସଂପୃକ୍ତ ଗୁରୁମାଙ୍କୁ ଗତ ୨୦୨୨ ମସିହା ଅଗଷ୍ଟ ୨୬ ତାରିଖରେ ଶିକ୍ଷାଦାନ କରୁଥିବା ସମୟରେ ସ୍କୁଲରୁ ବାହାର କରିଥିବା ଅଭିଯୋଗ ହୋଇଛି। ପରିବାରର ଅସୁସ୍ଥତା ନେଇ ଗୁରୁମା ଅନିୟମିତ ଭାବରେ ୪୫ ଦିନ ଛୁଟି ନେଇ ଥିବାରୁ ତାଙ୍କୁ ବାହାର କରିଥିବା ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ତାଙ୍କ ପ୍ରତି ଏଭଳି ଅବିଚାର କରିଥିବା ନେଇ ଗୁରୁମା ବୌଦ୍ଧ ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ କରିଥିବା ବେଳେ ସମ୍ଭୋଗ କାର୍ଯ୍ୟାଳୟ ବଲାଙ୍ଗିର ସହ କଣ୍ଟାମାଳ ଥାନାରେ ଲିଖିତ ଅଭିଯୋଗ ମଧ୍ୟ କରିଥିଲେ କିନ୍ତୁ ଫଳ ଶୂନ| ତାଙ୍କୁ ପୁନଃ ଯୋଗଦାନ କରିବା ପାଇଁ ଅଭିଭାବକ ବୈଠକରେ ନିଷ୍ପତ୍ତି ନିଆ ଯାଇଥିବା ବେଳେ ତାହା ବର୍ତ୍ତମାନ ସୁଦ୍ଧା କାର୍ଯ୍ୟକାରୀ କରାଯାଇ ନାହିଁ |  ହେଲେ ଇତି ମଧ୍ୟରେ ୨ବର୍ଷ ବିତି ଯାଇଥିଲେ ସୁଦ୍ଧା ବର୍ତ୍ତମାନ ପର୍ଯ୍ୟନ୍ତ ଏହାର କୌଣସି ସମାଧାନ କରାଯାଇ ନାହିଁ ।ଅନ୍ୟପଟେ ତାଙ୍କୁ ବାଲିଗୁଡା କୁ ସ୍ଥାନାନ୍ତର କରିବା ପାଇଁ ଆବେଦନ କରିଥିଲେ ସୁଦ୍ଧା ତାଙ୍କୁ ସ୍ଥାନାନ୍ତର କରା ଯାଇ ନାହିଁ | ଗୁରୁମା ଙ୍କ ପ୍ରତି ହୋଇଥିବା ଅନ୍ୟାୟ, ଅତ୍ୟାଚାର, ମନମୁଖୀ କାର୍ଯ୍ୟକଳାପ ବିରୁଦ୍ଧରେ ପ୍ରତିବାଦ କରି ଆଜି କଣ୍ଟାମାଳ ଶିଶୁ ମନ୍ଦିର ସମ୍ମୁଖରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ଧାରଣାରେ ବସିଛନ୍ତି | ନିଜର ଅଧିକାର ଫେରି ପାଇବା ସହ ହୋଇଥିବା ଅନ୍ୟାୟ, ଅତ୍ୟାଚାରର ସମାଧାନ ନ ହେବା ପର୍ଯ୍ୟନ୍ତ ଧାରଣା ଜାରି ରହିବ ବୋଲି ଗୁରୁମା କହିଛନ୍ତି | ଘଟଣା ସମ୍ପର୍କରେ ସ୍କୁଲ କମିଟି ସଭାପତି ଓ ସମ୍ପାଦକଙ୍କୁ ପଚାରିବାରୁ ନିଜ କାର୍ଯ୍ୟରେ ଅବହେଳା କରି ଥିବାରୁ କମିଟି ନିଷ୍ପତ୍ତି ଅନୁସାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ଯାଇଥିବା ବେଳେ ଉକ୍ତ ଗୁରୁମା ଙ୍କୁ ନିଯୁକ୍ତି କିମ୍ବା ସ୍ଥାନାନ୍ତର କରିବା ଦକ୍ଷିଣ ପଶ୍ଚିମ ସମ୍ଭୋଗ କାର୍ଯ୍ୟାଳୟର ଦାୟିତ୍ଵ ବୋଲି ପ୍ରତିକ୍ରିୟା ରଖିଛନ୍ତି। ଅନ୍ୟପଟେ ସ୍କୁଲ ଭଳି ପବିତ୍ର ସ୍ଥାନରେ ଏଭଳି ଜଣେ ଶିକ୍ଷୟତ୍ରୀ ଧର୍ମଘଟରେ ବସିବା ଛାତ୍ର ଛାତ୍ରୀଙ୍କ ଉପରେ ମାନସିକ ଚାପ ପଡିବା ସହ ଶିକ୍ଷା ଗ୍ରହଣ କରିବାରେ ବ୍ୟାଘାତ ସୃଷ୍ଟି ହେବା ନେଇ ଚିନ୍ତାରେ ଅଭିଭାବକ। ତେଣୁ ତୁରନ୍ତ ଏହାର ସମାଧାନ କରିବା ପାଇଁ ବୁଦ୍ଧିଜୀବୀ ମହଲରେ ଦାବି ହୋଇଛି।

(କଣ୍ଟାମାଳରୁ ଜୟ କୁମାର ମହାରଣାଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026

You Might Also Like