-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ସାଡେନଘାଟି ଠାରେ ଡ୍ୟାମ୍ ପାଇଁ କ୍ଷେତ୍ର ପରିଦର୍ଶନ କଲେ ଜିଲ୍ଲାପାଳ ଓ ବିଧାୟକ 7

27-Oct-2024



ଶନିବାର ବିଜୁଳି ଶକ୍ତି ଉତ୍ପାଦନ ଓ ଚାଷ ପାଇଁ ଏକ ଡ଼୍ୟାମର ଆବଶ୍ୟକତା ନେଇ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଳକର ଖମଣଖୋଲ ପଞ୍ଚାୟତର ସାଡ଼େନଘାଟି ନିକଟସ୍ଥ ଚିରସ୍ରୋତା ଖଡ଼ଙ୍ଗ ନଦୀକୁ ବୌଦ୍ଧ ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା କ୍ଷେତ୍ର ପରିଦର୍ଶନ କରିଥିଲେ।

ପୂର୍ବରୁ ଗତ ସରକାର ଙ୍କ ସମୟରେ ପୂର୍ବତନ ବିଧାୟକଙ୍କ ଉଦ୍ୟରେ ଏହି ସ୍ଥାନରେ ଗଭୀର ଜଳ ସଂରକ୍ଷଣ ପାଇଁ ୧୨୬ କୋଟି ଟଙ୍କାର ମଞ୍ଜୁରୀ ହୋଇଥିଲା l କିନ୍ତୁ ବର୍ତ୍ତମାନ ରାଜ୍ୟ ବିଧାନସଭାରେ 

କଣ୍ଟାମାଳ ବିଧାୟକ କହ୍ନାଇ ଚରଣ ଡାଙ୍ଗ ଆନିକଟ ନୁହଁ ବିଦ୍ୟୁତ ଉତ୍ପାଦନ ଓ ଚାଷ ପାଇଁ ପାଣିର ଆବଶ୍ୟକତାକୁ ନେଇ ଏକ ଡ୍ୟାମ ନିର୍ମାଣ ପାଇଁ ବିଧାନସଭାରେ ଦାବି କରିଥିଲେ। ଯାହାକୁ ଓଡିଶା ସରକାର ଗ୍ରହଣ କରି କେନ୍ଦ୍ର ଜଳ ସଂପଦ ବିଭାଗକୁ ଅନୁମତି ପାଇଁ ସୁପାରିଶ କରିଥିଲେ। ଯାହାକି କେନ୍ଦ୍ର ଜଳ ସଂପଦ ବିଭାଗ ଉକ୍ତ ପ୍ରକଳ୍ପ ନିମନ୍ତେ ଉପଯୁକ୍ତ ସ୍ଥାନ ନିରୁପଣ ପାଇଁ ଓଡିଶା ସରକାରଙ୍କ ନିର୍ଦ୍ଦେଶକ୍ରମେ ବୌଦ୍ଧ ଜିଲ୍ଲାପାଳ କ୍ଷେତ୍ର ପରିଦର୍ଶନ କରିଥିଲେ। ପୂର୍ବ ନିର୍ଦ୍ଧାରିତ ସ୍ଥାନକୁ କଣ୍ଟାମାଳ ବିଧାୟକ

କହ୍ନାଇ ଚରଣ ଡାଙ୍ଗ ଓ ସହକର୍ମୀ ନିରୀକ୍ଷଣ କରି ପ୍ରକଳ୍ପ ପାଇଁ ଉପଯୁକ୍ତ ନ ଥିବା ଦର୍ଶାଇବାରୁ  ଜିଲ୍ଲାପାଳ ଅନୁଧ୍ୟାନ କରି ଉପରକୁ ସାଡେଙ୍ଗଘାଟି ନିକଟରେ ନଦୀର ଉଭୟ ପଟରେ ପାହାଡ଼ ଥିବାରୁ ପ୍ରକଳ୍ପ ପାଇଁ ଉପଯୁକ୍ତ କ୍ଷେତ୍ର ବୋଲି ଜିଲ୍ଲାପାଳ ଶ୍ରୀ ପଣ୍ଡା ପ୍ରକାଶ କରିଛନ୍ତି। ଉକ୍ତ କ୍ଷେତ୍ର ପରିଦର୍ଶନ ସମୟରେ ଜିଲ୍ଲାପାଳ ଶ୍ରୀ ପଣ୍ଡାଙ୍କ ସହ ଏଡିଏମ୍ ବୌଦ୍ଧ , କଣ୍ଟାମାଳ ତହସିଲଦାର ସୁଶ୍ରୀ ଶ୍ଵେତପଦ୍ମା ଯୋଶୀ, ବ୍ଲକ ସହକାରୀ ଯନ୍ତ୍ରୀ ଜୟ ମହନ୍ତଙ୍କ ସହ ବିଜେପିର ବହୁ କର୍ମକର୍ତ୍ତା  ଉପସ୍ଥିତ ରହିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like