-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||     

HOME   ଜିଲ୍ଲା

ଶିକ୍ଷକ ହେମନ୍ତ ମେହେରଙ୍କୁ ବିଦାୟ ସମ୍ବର୍ଦ୍ଧନା

27-Oct-2024




କଣ୍ଟାବାଞ୍ଜି(ପ୍ରେରଣା ଖବର): ତୁରେକେଲା ବ୍ଳକ ଅନ୍ତର୍ଗତ ମହୁଲବାହିଲି ଆଞ୍ଚଳିକ କେନ୍ଦ୍ରର ଝରଣୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କର୍ମରତ ଶିକ୍ଷକ ହେମନ୍ତ କୁମାର ମେହେର ଚାକିରୀରୁ ଅବସର ଗ୍ରହଣ କରିଥିଲେ।ଏହି ଅବସରରେ ରାଉତମୁଣ୍ଡା ପ୍ରାଥମିକ ବିଦ୍ୟାଳୟରେ ଏକ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା କରାଯାଇଥିଲା।କ୍ଳଷ୍ଟର ସଂଯୋଜକ ଗୁରୁ ପ୍ରସାଦ ଛତ୍ରିଆଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଅବସରପ୍ରାପ୍ତ ଶିକ୍ଷକ ହେମନ୍ତ କୁମାର ମେହେର,ମୁଖ୍ୟ ବକ୍ତା ଶିକ୍ଷକ ପ୍ରତାପଚନ୍ଦ୍ର ପ୍ରଧାନ,ସମ୍ମାନିତ ଅତିଥି ଭାବରେ ଶୋଭାବନ ନାଏକ,ମଞ୍ଜୁଲତା ଧରୁଆ, ସପ୍ତମ କିଶୋର ବେହେରା,ମାନସ ଦାସ,ଘନଶ୍ୟାମ ମିଶ୍ର ଯୋଗ ଦେଇଥିଲେ।ଶିକ୍ଷକ ଗଜିନ୍ଦ୍ର ହରିଜନ ସଭା ପରିଚାଳନା ଓ ଶିବାନନ୍ଦ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ।ଏହି ଅବସରରେ ନବ ନିଯୁକ୍ତ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ମଧ୍ୟ ସ୍ୱାଗତ କରାଯାଇଥିଲା।ସଭାରେ ଧନମତି ନାଏକ,ଗୀତାଞ୍ଜଳି ପ୍ରଧାନ,ସନ୍ଧ୍ୟାରାଣୀ ପ୍ରଧାନ,ସସ୍ମିତା ସୋରେନ,ଅର୍ଜୁନ ଧରୁଆ,ରାମଚନ୍ଦ୍ର ଗୁଇଁ,ପ୍ରମୋଦ ଦଳାଇ,ପୂର୍ଣ୍ଣଚନ୍ଦ୍ର ପନିକା,ଶୁଭ ଶଙ୍କର ଗିରି ସମେତ ଅନ୍ୟାନ୍ୟ ଶିକ୍ଷକ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026

You Might Also Like