-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||     

HOME   ଜିଲ୍ଲା

ବାଳିକା ମାନଙ୍କୁ ଶିକ୍ଷିତ କରିବା ଓ ବାଲ୍ୟବିବାହ ନିଷେଧ ପାଇଁ କାର୍ଯ୍ୟକ୍ରମ

27-Oct-2024



ପାଟଣାଗଡ (ପ୍ରେରଣା ଖବର): ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ବ୍ଳକରେ ଗତ ତିନି ସପ୍ତାହ ଧରି ମମତା ଏଚଆଇଏମସି ପ୍ରୋଜେକ୍ଟ 'ଜାଗୃତି' ପକ୍ଷରୁ ବିଭିନ୍ନ ୯ଟି ଗ୍ରାମର ଉଚ୍ଚ ବିଦ୍ୟାଳୟ ମାନଙ୍କରେ ଅକ୍ଷରା ଅଭିଯାନ ମାଧ୍ୟମରେ ଝିଅ ମାନଙ୍କର ଶିକ୍ଷାକୁ ପ୍ରୌସ୍ସହିତ କରିବା ପାଇଁ ଉତ୍ତମ ପଦକ୍ଷେପ ନିଆଯାଇଛି। ଯାହା ଦ୍ଵାରା ତାଙ୍କର ଦୁଇଟି ଉଦ୍ଦେଶ୍ୟକୁ ପୂରଣ କରିବାରେ  ସହାୟକ ହେଉଛି। ପ୍ରଥମଟି ହେଲା ଝିଅ ମାନେ ୧୮ ବର୍ଷ ଯାଏ ଶିକ୍ଷା ଜାରି ରଖିବେ ଓ ଅନ୍ୟ ଟି ବାଲ୍ଯ 

ବିବାହକୁ ରୋକିବା। ଏହି ଅଭିଯାନ ମାଧ୍ୟମରେ ଏକ ବିଶେଷ ଅକ୍ଷରା ଶକ୍ତି ପୁରଷ୍କାର କାର୍ଯ୍ୟକ୍ରମ ବ୍ୟବସ୍ଥା କରାଯାଇଥିଲା। ବିଦ୍ୟାଳୟ ମାନଙ୍କର ଅଷ୍ଟମ, ନବମ, ଦଶମ ଶ୍ରେଣୀରେ ପଢୁଥିବା ଛାତ୍ରୀମାନଙ୍କ ମଧ୍ୟରେ ପ୍ରଥମ, ଦ୍ଵିତୀୟ, ତୃତୀୟ ସ୍ଥାନରେ ଛାତ୍ରୀ ମାନଙ୍କୁ ମମତା ଏଚ ଆଇ ଏମ ସି ଅକ୍ଷରା  ଅଭିଜାନ ମାଧ୍ୟମରେ ପୁରଷ୍କୃତ କରାଯାଇଥିଲା। ଏହି ଅକ୍ଷରା ପୁରଷ୍କାର କାର୍ଯ୍ୟକ୍ରମରେ ପ୍ରତ୍ୟେକ ବିଦ୍ୟାଳୟରେ ସାଂସ୍କୃତିକ କାର୍ଯ୍ୟକ୍ରମ କରାଯାଇଥିଲା। ଯେଉଁଥିରେ କି ଛାତ୍ରୀମାନଙ୍କ ଦ୍ଵାରା ନୃତ୍ୟ,ବାଲ୍ୟ ବିବାହ ଉପରେ ନାଟକ ପରିବେଷଣ କରାଯାଇଥିଲା। ଏହା ବ୍ୟତିତ ଏକ ବାଲ୍ୟ ବିବାହ ଉପରେ ଭିଡିଓ ମାଧ୍ୟମରେ ଦେଖାଯାଇଥିଲା। ସମସ୍ତ ବିଦ୍ୟାଳୟ

ମାନଙ୍କର ଶିକ୍ଷକ,ଶିକ୍ଷୟିତ୍ରୀ ଓ ଗ୍ରାମର ବୁଦ୍ଧିଜୀବୀ, ଅଭିଭାବକ ମାନେ ତାଙ୍କର ସକାରାତ୍ମକ ମତାମତ ଦେଇ ଆଗକୁ ଏହି କାର୍ଯ୍ୟକ୍ରମକୁ ବ୍ୟାପକ କରିବା ପାଇଁ କହିଥିଲେ। ଏହି କାର୍ଯ୍ୟକ୍ରମକୁ ଜାଗୃତି ସଂସ୍ଥା ର ଜିଲ୍ଲା ସଂଯୋଜକ ଶ୍ରୀଯୁକ୍ତ ବେଞାମିନ ନାୟକ ଙ୍କ ତତ୍ତ୍ଵାବଧାନରେ ବ୍ଳକସ୍ତରୀୟ ସୁରେଶ ଚନ୍ଦ୍ର ପସାୟତ, ପବିତ୍ର ରଣା, ଅଗାଧୁ ବେହେରା, ସୁନୀତା ପସାୟତ ଓ ସ୍ନିଗ୍ଧା ମେହେର ପ୍ରମୁଖ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026

You Might Also Like