-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||     

HOME   ଜିଲ୍ଲା

ଇକୋ କ୍ଲବ୍ ଆନୁକୂଲ୍ୟରେ ଏକକ-ବ୍ୟବହୃତ ପ୍ଲାଷ୍ଟିକ ମୁକ୍ତ ପରିବେଶ ସୃଷ୍ଟି ପାଇଁ ପ୍ରୟାସ

27-Oct-2024



ବରଗଡ଼ (ପ୍ରେରଣା ଖବର): ଏକକ- ବ୍ୟବହୃତ ପ୍ଲାଷ୍ଟିକ ପର୍ଯ୍ୟାବରଣ ପାଇଁ ଅନୁକୂଳ ନୁହେଁ । ତେଣୁ ପରିବେଶକୁ ସୁସ୍ଥ ଓ ସ୍ୱଚ୍ଛ ରଖିବା ଆଭିମୁଖ୍ୟ ନେଇ ବରଗଡ଼ ଜିଲ୍ଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଭୁକ୍ତା ସ୍ଥିତ ଜନତା ହାଇସ୍କୁଲରେ ବୀର ସୁରେନ୍ଦ୍ର ସାଏ ଇକୋ କ୍ଲବ ତରଫରୁ ବିଦ୍ୟାଳୟରେ ଏକକ-ବ୍ୟବହୃତ ପ୍ଲାଷ୍ଟିକ ମୁକ୍ତ ପରିବେଶ ସୃଷ୍ଟି ପାଇଁ ପ୍ରୟାସ ଜାରି ରହିଛି। ଏହି ଉପଲକ୍ଷେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଦୁର୍ଗା ପ୍ରସାଦ ନାୟକଙ୍କ ତତ୍ତ୍ଵାବଧାନରେ ଇକୋ କ୍ଲବ ମାଷ୍ଟର ଟ୍ରେନର ସଞ୍ଜୟ ଖମାରୀଙ୍କ ନେତୃତ୍ବରେ ଏକକ-ବ୍ୟବହୃତ ପ୍ଲାଷ୍ଟିକ ମୁକ୍ତ ପରିବେଶ ସୃଷ୍ଟି କରିବା ନିମନ୍ତେ

ସ୍ବଚ୍ଛତା ଅଭିଯାନ କାର୍ଯ୍ୟକ୍ରମ କରାଯାଇଥିଲା। ବିଦ୍ୟାଳୟ ପରିସର ଏବଂ ନିକଟସ୍ଥ ଖେଳ ପଡିଆରେ ସଫେଇ କାର୍ଯ୍ୟ କରାଯାଇଥିଲା।ଏହି କାର୍ଯ୍ୟକ୍ରମରେ ବିଦ୍ଯାଳୟର ବୀର ସୁରେନ୍ଦ୍ର ସାଏ ଇକୋ କ୍ଲବ, ମାନକ କ୍ଲବ,ଶକ୍ତି କ୍ଲବ , ସିଭି ରମଣ ବିଜ୍ଞାନ କ୍ଲବ୍,ହୋମି ଭାବା ବିଜ୍ଞାନ କ୍ଲବ୍,ଓ ଜୁନିଅର୍

ରେଡ୍ କ୍ରସର ସଦସ୍ୟ,ଶିକ୍ଷକ ସଂଜୟ ଖମାରୀ, ଜ୍ୟୋତିଶ୍ଚନ୍ଦ୍ର ପଧାନ, ଈଶ୍ୱର ପଧାନ,ଶ୍ରୀପତି ସାହୁ, ତେଜରାମ ସା,ଅଙ୍କିତ ମହନ୍ତ, ସୁବାସ ଚନ୍ଦ୍ର ଖମାରୀ, ଆଶୁତୋଷ ଭୋଇ ,ବୋଧରାମ ବିଶ୍ବାଳ,  ଅଶୋକ ଦାସ,ଅମୂଲ୍ୟ ଭୋଇ,ପ୍ରଶାନ୍ତ ମହାପାତ୍ର ,ଶିକ୍ଷୟିତ୍ରୀ ଅନୀତା ପଧାନ, ସୌଦାମିନୀ ବାରିକ,ରାଜ କୁମାରୀ ଭୁଏ, ସରିତା ପଟେଲ ଉପସ୍ଥିତ ରହି ସକ୍ରିୟ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026

You Might Also Like