-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||     

HOME   ଜିଲ୍ଲା

ତୁରେକେଲା ପୋଲିସ ହାବୁଡ଼ରେ ଦୁଇ ସର୍ଦ୍ଦାର

27-Oct-2024



ତୁରେକେଲା (ପୁର୍ଣ୍ଣ ଶଶୀ ଶେଖର ରାଓ) ବଲାଙ୍ଗିର ଜିଲ୍ଲା ଏକ ଦାଦନ ପ୍ରବଣ ଜିଲ୍ଲା ଭାବେ ପରିଗଣିତ ହେଉଥିବାବେଳେ ବର୍ତ୍ତମାନ ଦାଦନ ଋତୁ ଚାଲୁଅଛି। ସରକାର ବେଆଇନ ଦାଦନ ଚାଲାଣ ରୋକିବାକୁ ଟାସ୍କ ଫୋର୍ସ ଗଠନ କରିଥିଲେ ସୁଦ୍ଧା ତାହା କାର୍ଯ୍ୟକାରୀ ହେଉନଥିବା ଦେଖିବାକୁ ମିଳୁଛି। ସ୍ଥାନୀୟ ପୋଲିସ ଅଧିକାରୀ ଙ୍କୁ ହାତକରି ବିଭିନ୍ନ ସ୍ଥାନରେ ବେଆଇନ ଦାଦନ ଶ୍ରମିକ ଚାଲାଣ ହେଉଥିବା ବେଳେ ବଲାଙ୍ଗିର ଜିଲ୍ଲା ର ସଚ୍ଚୋଟ, ନିଷ୍ଠାପର ଭାବେ ବଲାଙ୍ଗିର ଜିଲ୍ଲା ର ତୁରେକେଲା ଥାନା ଅଧିକାରୀ ରମାକାନ୍ତ ସାହୁ ନିଜ କର୍ତ୍ତବ୍ୟ ଭାବି ଅଞ୍ଚଳରେ ବେଆଇନ କାର୍ଯ୍ୟକଳାପ ନିୟନ୍ତ୍ରଣ କରୁଥିବା ବେଳେ ବେଆଇନ ଦାଦନ ଶ୍ରମିକ ଚାଲାଣ ଉପରେ ରୋକ୍ ଲଗାଉଛନ୍ତି। ପ୍ରଥମ ପର୍ଯ୍ୟାୟରେ ସେ ଦୁଇ ଥର ଦାଦନ ଉଦ୍ଧାର କରି ଚର୍ଚ୍ଚାରେ ଆସିଥିବା ବେଳେ ବର୍ତ୍ତମାନ ଗତକାଲି ଦୁଇ ଥର ଦାଦନ ଶ୍ରମିକ ଉଦ୍ଧାର କରି ରେକର୍ଡ ସୃଷ୍ଟି କରିଛନ୍ତି। ସୂଚନା ଅନୁସାରେ ବଲାଙ୍ଗିର ଜିଲ୍ଲା ଲାଠୋର ଥାନା ଅନ୍ତର୍ଗତ ପିପଲବାହାଲ ଗାଁ ର ସର୍ଦ୍ଦାର ରାମ ବିଭାର  ତୁରେକେଲା ଥାନା ଗଭରା,ବଡଡକଲା ଓ ପାଟଣାଗଡ଼ ଅଞ୍ଚଳର ୧୫ ଜଣ ଦାଦନ ଶ୍ରମିକ କୁ ତେଲେଙ୍ଗାନା ନେବାକୁ ପ୍ରସ୍ତୁତ ହେଉଥିବା ବେଳେ ରମାକାନ୍ତ ସାହୁ ଙ୍କ ହାବୁଡ଼ରେ ପଡ଼ି ସର୍ଦ୍ଦାର ରାମ ବିଭାର ଗିରଫ ହୋଇଛନ୍ତି। ଠିକ୍ ସେହିପରି   ନୂଆପଡ଼ା ଜିଲ୍ଲା କୋମନା ଥାନା ଅନ୍ତର୍ଗତ ଲହଣ୍ଡିପାଲି ଗାଁ ର ସର୍ଦ୍ଦାର ନାରାୟଣ ଜଗତ ଆନ୍ଧ୍ର ପ୍ରଦେଶକୁ ୭ ଜଣ ଶ୍ରମିକଙ୍କୁ ଚାଲାଣ କରୁଥିବା ସମୟରେ ତୁରେକେଲା ଥାନା ଖର୍ଲି ଗାଁ ରେ ତୁରେକେଲା ପୋଲିସ ଦ୍ବାରା ଧରାପଡ଼ିଛନ୍ତି। ପ୍ରଥମ ସର୍ଦ୍ଦାର ଠାରୁ ଏକ ବୋଲୋରୋ ଗାଡ଼ି ଜବତ କରାଯାଇଥିବା ବେଳେ ସର୍ଦ୍ଦାର ନାଁ ରେ ମାମଲା ରୁଜୁ କରି କୋର୍ଟ ଚାଲାଣ କରାଯାଇଛି ‌। ଦ୍ଵିତୀୟ ସର୍ଦ୍ଦାର ର ୪ ଟି ବାଇକ୍ ଜବତ କରାଯାଇଛି। ବଲାଙ୍ଗିର ଜିଲ୍ଲାର ବିଭିନ୍ନ ଥାନା ରେ ଦାଦନ ଶ୍ରମିକ ଉଦ୍ଧାର ହେଉଥିଲେ ମଧ୍ୟ ସେମାନେ ମୁଖ୍ୟ ସର୍ଦ୍ଦାର ପାଖକୁ ପହଞ୍ଚି ପାରୁନାହାନ୍ତି ହେଲେ ରମାକାନ୍ତ ସାହୁ ଏଭଳି ଏମିତି ଦକ୍ଷ ପୋଲିସ ଯେ ତାଙ୍କ ନାଁ ଶୁଣିବା କ୍ଷଣି ବେଆଇନ କାର୍ଯ୍ୟକଳାପ କରୁଥିବା ବ୍ୟକ୍ତି କୁ ଭୟ ଆସୁଛି। ଏଭଳି ଥାନାଧିକାରୀ ଯଦି ସମସ୍ତ ଥାନା ରେ ଥାଆନ୍ତେ ତାହେଲେ ପୋଲିସ ପ୍ରଶାସନକୁ ଦାଦନ ଶ୍ରମିକ ଉଦ୍ଧାର ମିଶନ ର ସଫଳତା ମିଳନ୍ତା ଓ ପୋଲିସ ପ୍ରଶାସନ କୁ ଲୋକ ସମ୍ମାନ ଦିଅନ୍ତେ ବୋଲି ବୁଦ୍ଧିଜୀବୀ ମହଲରେ ମତ ପ୍ରକାଶ ପାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026

You Might Also Like