-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||     

HOME   ଜିଲ୍ଲା

ଅଶ୍ଵିନୀ ଙ୍କ ସ୍ମୃତି ରେ ରକ୍ତଦାନ ଶିବିର

27-Oct-2024



ବରଗଡ଼(ଆକାଶ ମିଶ୍ର): ବରଗଡ଼ ଜିଲ୍ଲା ଅତାବିରା ବ୍ଲକ  କୁଳିତା ଟୁକୁରା ଗ୍ରାମର ଉଚ୍ଚ ବିଦ୍ୟାଳୟ   ସମ୍ମୁଖରେ ଥିବା ଏକ ଗ୍ରାମ୍ୟ ଖଳା  ପଡ଼ିଆରେ   ମାଁ ପନ୍ଥେଇ ଚାରିଟେବୁଲ ଟ୍ରଷ୍ଟ ଓ ମାର୍କେଟିଂ ଗ୍ରୁପ୍ କୁଳିତା ଟୁକୁରା ର ମିଳିତ ଉଦ୍ୟମରେ ସ୍ବର୍ଗତ ଅଶ୍ଵିନୀ  ପ୍ରଧାନଙ୍କ  ସ୍ମୃତିରେ ଏକ ସ୍ଵେଚ୍ଛାକୃତ  ରକ୍ତଦାନ  ଶିବିର ଅନୁଷ୍ଠିତ ହୋଇ ଯାଇଛି ।ଏହି ଶିବିରରେ ଭିମସାର 

ବୁର୍ଲlର ଭେଷଜ ବରିଷ୍ଠ ବିଶେଷଜ୍ଞ ଡ.ଶଙ୍କର ରlମଚନ୍ଦାନି ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ଗ୍ରାମ ତଥା ପଞ୍ଚାୟତ ଅଧୀନରେ ଥିବା ଆଖପାଖ ଗ୍ରାମରୁ ପ୍ରାୟ ୩୮ ଜଣ ସ୍ୱେଚ୍ଛାକୃତ ରକ୍ତଦାନ କରିଥିଲେ ।  ସ୍ବର୍ଗତ ଅଶ୍ଵିନୀ  ପ୍ରଧାନ  ମାଁ ପନ୍ଥେଇ ଚାରିଟେବୁଲ ଟ୍ରଷ୍ଟ ର ସଭାପତି ପଦରେ ରହି ନିଷ୍ଠାପର ଭାବରେ ତାଙ୍କର ଦାୟିତ୍ଵ ତୁଲାଇ ଆସୁଥିଲେ । ସେ ବୃକକ ରୋଗରେ ଆକ୍ରାନ୍ତ ହେବାରୁ ତାଙ୍କର ଦୁଇଟି ଯାକ ବୃକକ ନଷ୍ଟ ହୋଇଯାଇଥିଲା । ତେଣୁ ତାଙ୍କର ସ୍ତ୍ରୀ ଗୋଟିଏ ବୃକକ ଦାନ କରି ଥିଲେ । କିନ୍ତୁ ଦୁର୍ଭାଗ୍ୟର ବିଷୟ ଯେ  ବୁର୍ଲା  ର ଏକ ଘରୋଇ ଡ଼ାକ୍ତରଖାନାରେ ଅସ୍ତ୍ରୋପଚାର ମାଧ୍ୟମରେ  ବୃକକ ରୋପଣ କରିବାର ୧୦ ଦିନ ପରେ ତାଙ୍କର ମୃତ୍ୟୁ ଘଟିଥିଲା ।ତାଙ୍କର ସ୍ମୃତି ରେ ଆୟୋଜିତ ଏହି ରକ୍ତଦାନ ଶିବିରରେ ପ୍ରଥମେ ତାଙ୍କର ଆତ୍ମାର ସଦଗତି ନିମନ୍ତେ 

ନୀରବ ପ୍ରାର୍ଥନା  କରାଯାଇଥିଲା ।ଏବଂ ତାଙ୍କରି ସ୍ମୃତି ରେ ପ୍ରତିବର୍ଷ ରକ୍ତଦାନ ଶିବିର କରାଯିବ ବୋଲି ଟ୍ରଷ୍ଟ ପକ୍ଷରୁ ସଂକଳ୍ପ କରାଯାଇଥିଲା ।ଏହା ସହ କର୍ମକର୍ତ୍ତା ମାନେ ସ୍ବର୍ଗତ ଅଶ୍ଵିନୀ ଙ୍କ ନିଷ୍ଠାପର କାର୍ଯ୍ୟ ର ସ୍ମୃତି ଚାରଣ କରିଥିଲେ।
 ଏଥିରେ ଅନୁପ୍ରାଣିତ ହୋଇ ଗ୍ରାମର ପାଞ୍ଚଜଣ ମହିଳା  ହେମଲତା ସାହୁ,ପ୍ରତିଭା ମାହାନା ,ନୟନା ଦାସ , ସୋନିଆ ମାହାଣା ଓ ସରିତା ସାହୁ ପ୍ରଥମ  କରି  ରକ୍ତଦାନ କରିଥିଲେ । ବୁର୍ଲା ରକ୍ତ ଭଣ୍ଡାର ର ଦେବାଶିଷ ମିଶ୍ର ଓ ସହଯୋଗୀ ମାନେ ରକ୍ତ ସଂଗ୍ରହ କରିଥିଲେ । ଏହି ଶିବିର କୁ  ଉଭୟ ଟ୍ରଷ୍ଟ ଓ ଗ୍ରୁପ୍ ର ସମସ୍ତ କର୍ମକର୍ତ୍ତା ତଥା ଗ୍ରାମବାସୀ ସକ୍ରିୟ ସହଯୋଗ କରିଥିଲେ ।ସ୍ଵେଚ୍ଛାକୃତ ରକ୍ତଦାତା ମାନଙ୍କୁ ଉଦ୍ୟୋକ୍ତା ହୃଦୟରୁ କୃତଜ୍ଞତା ଜଣାଇବା ସହ ଡଃ ଚନ୍ଦlନି ରକ୍ତଦାତା ମାନଙ୍କୁ ମାନପତ୍ର ପ୍ରଦାନ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026

You Might Also Like