-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||     

HOME   ରାଜ୍ୟ

ଅତାବିରା ବସଷ୍ଟାଣ୍ଡରେ ଦୁଇ କାର ଓ ଅଟୋ ମଧ୍ୟରେ ଦୁର୍ଘଟଣା, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

27-Oct-2024



ଅତାବିରା(ଆକାଶ ମିଶ୍ର): ବରଗଡ ଜିଲ୍ଲାରୁ ସମ୍ବଲପୁର ଜିଲ୍ଲାକୁ ସଂଯୋଗ କରିଥିବା ୫୩ ନମ୍ବର ଜାତୀୟ  ରାଜପଥ ଅତାବିରା ବସଷ୍ଟାଣ୍ଡ ଠାରେ ଆଜି ସକାଳେ ଏକ ବଡ଼  ଧରଣର ଦୁର୍ଘଟଣା ହେଇ ହେଉ ଅଳ୍ପକେ ବର୍ତ୍ତି ଯାଇଥିଲା।
 ଅତାବିରା ରୁ ଅନୁଗୁଳ ଯିବା ପାଇଁ ଏକ ଚାରିଚକିଆ  ଅଟୋ ଓଡ଼ି ୧୭ଜି ୯୬୬୪ ନମ୍ୱର୍ ଟି ସାମଗ୍ରୀ ଲୋଡ ହୋଇ ଛିଡ଼ା ହୋଇଥିଲା ସମ୍ବଲପୁର ଆଡ଼କୁ ମୁହଁ କରି। ବରଗଡରୁ ଭୁବନେଶ୍ୱର ଯାଉଥିବା ଏକ କାର ଓଡି ୧୭ ଏବି ୭୬୮୦ ରେ ଥିବା ସମସ୍ତେ  ଜଳଖିଆ ସାରି ଜାତୀୟ ରାଜପଥ  ର ଉଭୟ ପାର୍ଶ୍ଵ କୁ ନ ଦେଖି ଟର୍ଣିଂ କରିବା ପୂର୍ବରୁ ସମ୍ବଲପୁର ଅଭିମୁଖେ ଆସୁଥିବା ଆଉ ଏକ କାର ନଂ ଓ ଆର ୦୯ ପି ୬୪୪୬  ଧକ୍କା ଦେବା ଫଳରେ କାର  ଟି ଡିଭାଇଡର ଉପରକୁ ଚଡି ଯାଇଥିଲା ଓ  ଧକ୍କା  ଦେଇଥିବା କାର୍ ଟି ଛିଡା ହୋଇଥିବା   ଅଟୋକୁ ପୁଣି ଧକ୍କା  ଦେଇ  ତାହା ମଧ୍ୟ ଡିଭାଇଡର ଉପରକୁ ଚଢ଼ି ଯାଇଥିଲା l

ଫଳରେ ସମସ୍ତ ଗାଡ଼ି ଚୂର୍ ମାର ହୋଇ ଅଳ୍ପକେ  ବର୍ତ୍ତି ଯାଇଥିଲେ  ଚାଳକ ଓ ଗାଡ଼ିରେ  ଥିବା ଯାତ୍ରୀ। ଘଟଣା ପରେ ଜାତୀୟ ରାଜପଥ ଗୋଟିଏ ପାର୍ଶ୍ଵ ଦୀର୍ଘ ୧ ଘଣ୍ଟା ଧରି ବନ୍ଦ ରହିଥିଲା  ।ଖବର ପାଇ ଅତାବିରା ପୋଲିସ ଘଟଣା ସ୍ଥଳରେ ପହଞ୍ଚି କ୍ଷତି  ହୋଇଥିବା କାର କୁ  ଜବତ କରି ତଦନ୍ତ ଜାରି ରଖିଛି ।
 ଅତାବିରା ନିର୍ବାଚନ ମଣ୍ଡଳୀ ତଥା ଏନ୍ ଏ  ସି ହେବା ପରେ  ମଧ୍ୟ ଅତାବିରାରେ  ନା ବସଷ୍ଟାଣ୍ଡ, ନା ଟ୍ରାଫିକ ବ୍ୟବସ୍ଥା କରାଯାଉଛି ।  ଉଭୟ ପାର୍ଶ୍ଵରେ ଜବରଦଖଲ କାରି ଙ୍କ କବଜାରେ ଦୋକାନ ବଜାର  ସେଇଥି ପାଇଁ ଦୁର୍ଘଟଣା ର ଶିକାର ହେଉଛନ୍ତି ଯାତ୍ରୀ ।ତେବେ ଦେଖା ଯାଉ ଆଉ କେତେ ଦିନ ପରେ  ଅତାବିରା ବସଷ୍ଟାଣ୍ଡ ର ନକ୍ସା ବଦଳିବ ଅପେକ୍ଷାରେ ଅଞ୍ଚଳବାସୀ।


News Comment




Photo in News

Advertisment
Lastest News
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026

You Might Also Like