-+91-9937148622 |

prerana_bgr@rediffmail.com |

  Thursday 20th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   (19-Aug-2026)       ||      ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   (19-Aug-2026)       ||      ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   (19-Aug-2026)       ||      ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   (19-Aug-2026)       ||      *ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   (19-Aug-2026)       ||      ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   (19-Aug-2026)       ||      ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||     

HOME   ଦେଶ ବିଦେଶ

ନୂଆବର୍ଷରେ ପ୍ରଥମ ଥର ପାଇଁ ବଢିଲା ପେଟ୍ରୋଲ, ଡିଜେଲ ଦର

06-Jan-2021



ନୂଆଦିଲ୍ଲୀ (ପ୍ରେରଣା ଖବର):ଲଗାତାର ୨୯ ଦିନ ସ୍ଥିର ରହିବା ପରେ ଆଜି ତୈଳଦରରେ ପରିବର୍ତ୍ତନ ଘଟିଛି। ତେଲ କମ୍ପାନୀ ପ୍ରତିଦିନ ସକାଳୁ ପେଟ୍ରୋଲ-ଡିଜେଲ ରେଟ ରିଭାଇଜ୍‌ କରନ୍ତି। ଗତ ୨୯ ଦିନ ଧରି ଏହାର ରେଟ୍‌ରେ କୌଣସି ପରିବର୍ତ୍ତନ ଘଟି ନଥିବାବେଳେ ନୂଆ ବର୍ଷରେ ପ୍ରଥମ ଥର ପାଇଁ ଆଜି ପରିବର୍ତ୍ତନ ଦେଖା ଦେଇଛି। ଆଜି ପେଟ୍ରୋଲ ଓ ଡିଜେଲ ଦରରେ ବୃଦ୍ଧି ଘଟିଛି। ଇଣ୍ଡିଆ ଅଏଲ ୱେବସାଇଟରୁ ମିଳିଥିବା ସୂଚନାରୁ ଜଣାଯାଇଛି, ଆଜି ଡିଜେଲ ଦର ଲିଟର ପିଛା ୨୫ରୁ ୨୭ ପଇସା ଏବଂ ପେଟ୍ରୋଲ ଦର ଲିଟର ପିଛା ୨୪ରୁ ୨୬ ପଇସା ବୃଦ୍ଧି ପାଇଛି। ଇଣ୍ଡିଆନ ଅଏଲ ୱେବସାଇଟ୍‌ରୁ ମିଳିଥିବା ସୂଚନା ଅନୁଯାୟୀ, ବୁଧବାର ରାଜଧାନୀ ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ଦର ୮୩.୯୭ ଟଙ୍କାରହିଛି। ସେହିପରି ମୁମ୍ବାଇରେ ପେଟ୍ରୋଲ ଲିଟର ପ୍ରତି ଦର ୯୦.୬୦ ଟଙ୍କା ରହିଛି। ଅନ୍ୟପକ୍ଷେ କୋଲକାତାରେ ୮୫.୪୪ ଟଙ୍କା ଏବଂ ଚେନ୍ନାଇରେ ୮୬.୭୫ ଟଙ୍କା ରହିଛି। ଡିଜେଲ ଦର ବୃଦ୍ଧି ପରେ ରାଜଧାନୀ ଦିଲ୍ଲୀରେ ଡିଜେଲ ଲିଟର ପିଛା ଦର ୭୪.୧୨ ଟଙ୍କା ଥିବାବେଳେ ମୁମ୍ବାଇରେ ୮୦.୭୮ ଟଙ୍କା ରହିଛି। ସେହିପରି କୋଲକାତାରେ ଡିଜେଲ ଲିଟର ପିଛା ଦର ୭୭.୭୦ ଟଙ୍କା ଏବଂ ଚେନ୍ନାଇରେ ୭୯.୪୬ଟଙ୍କା ରହିଛି। ଲଗାତର ପେଟ୍ରାଲ ଓ ଡିଜେଲ ଦର ବୃଦ୍ଧି ଘଟୁଥିବାରୁ ଗ୍ରାହକମାନେ ଚିନ୍ତାରେ ପଡି ଯାଇଛନ୍ତି। ସୂଚନାଥାଉ କି, ପ୍ରତିଦିନ ସକାଳ ୬ଟାରେ ପେଟ୍ରୋଲ ଓ ଡିଜେଲର ପରିବର୍ତ୍ତିତ ଦର ଜଣାପଡ଼ିଥାଏ। ସକାଳ ୬ଟାରୁ ହିଁ ପେଟ୍ରୋଲ ଓ ଡିଜେଲର ନୂଆ ଦର ଲାଗୁ ହୋଇଥାଏ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   19-Aug-2026
  ଜିଲ୍ଲା  
ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   19-Aug-2026
  ଜିଲ୍ଲା  
ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   19-Aug-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   19-Aug-2026
  ଜିଲ୍ଲା  
*ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   19-Aug-2026
  ଜିଲ୍ଲା  
ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   19-Aug-2026
  ଜିଲ୍ଲା  
ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   19-Aug-2026
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026

You Might Also Like