-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ଉଠାଜଳସେଚନ ପ୍ରକଳ୍ପ ଲୋକାର୍ପିତ

27-Oct-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ଅଦ୍ୟ ତା ୨୭ ଅକ୍ଟୋବର ଦିନ ଘେଁସ ପଂଚାୟତ ର ତିଳେଇମାଲ ଠାରେ ବହୁ ପ୍ରତିକ୍ଷିତ ଉଠା ଜଳସେଚନ ପ୍ରକଳ୍ପ କୁ ଅତିରିକ୍ତ ଜିଲ୍ଲାପାଳ ଚବନ କୁନାଲ ମୋତିରାମ ଏବଂ ଉପ ଜିଲ୍ଲାପାଳ ସ୍ନେହା ଅରୁଗୁଲା ପଦ୍ମପୁର, ଉଠାଜଳସେଚନ ମୁଖ୍ୟ ନିର୍ବାହୀ ଯନ୍ତ୍ରୀ ସୂର୍ଯ୍ୟନାରାୟଣ ତ୍ରିପାଠୀ ଙ୍କ ମିଳିତ ଭାବେ ଲୋକାର୍ପଣ କରିଛନ୍ତି l ପ୍ରକାଶ ଥାଉ କି ବହୁଦିନ ପୂର୍ବେ ଉକ୍ତ ସ୍ଥାନରେ ସରକାରଙ୍କ ତରଫରୁ ଏକ ଉଠାଜଳସେଚନ ପ୍ରକଳ୍ପ ଥିଲା l ବିଭିନ୍ନ କାରଣରୁ ପ୍ରକଳ୍ପ ଟି ନିଶ୍ଚଳ ହୋଇ ପଡିରହିଥିଲା l ସହିଦ ମାଧୋ ସିଂ ଆଞ୍ଚଳିକ କୃଷକ ସଂଗଠନ ର ପ୍ରୟାସ କ୍ରମେ ୨୬ ଲକ୍ଷ ଟଙ୍କାରେ ମଞ୍ଜୁରୀ ହୋଇ ମଟର ଗୃହ, ନୂତନ ମୋଟର ସହ ପାଇପ ଲାଇନ ଏବଂ ପାଣିଟାଙ୍କି ନିର୍ମାଣ ହୋଇଅଛି, ଯେଉଁଥିରେ କି ୭0 ହେକ୍ଟର ଜମିରେ ଜଳସେଚିତ ହେବାର ସମ୍ଭାବନା ଅଛି l ପାଖରେ ଯଦି ଏକ ଚେକଡେମ କରାଯାଇ ଆଉ ୩୦୦ ମିଟର ପାଇପ ବୃଦ୍ଧି କରାଯାଏ ତାହେଲେ ଆହୁରି ୫୦ ହେକ୍ଟର ଜମି ଜଳସେଚିତ ହୋଇପାରିବ l ପ୍ରକଳ୍ପ ଉଦଘାଟନ ସମୟରେ ସମ୍ମାନୀତ ଅତିଥି ଭାବେ ସଂଯୁକ୍ତ କୃଷକ ସଂଗଠନ ର ଉପଦେଷ୍ଟା ସଦସ୍ୟ ରମେଶ ମହାପାତ୍ର, ଅଜିତ ଶତପଥି ଯୋଗଦେଇଥିଲେ l ଘେଁସ ପଂଚାୟତ ର ସରପଞ୍ଚ ଗୋକୁଳ ଚନ୍ଦ୍ର ଦାଶଙ୍କ ସମେତ ମାଧୋ ସିଂ କୃଷକ ସଂଗଠନ ର ସଦସ୍ୟ, ଗ୍ରାମର ଭଦ୍ରବ୍ୟକ୍ତି ଏବଂ ମିଶନ ଶକ୍ତିର ଭବାନୀ, ଶିବାନୀ, ଲକ୍ଷ୍ମୀ, ସମଲେଶ୍ୱରୀ, ବିନ୍ଧ୍ୟବାସିନୀ , ମାଧବ ଗ୍ରୁପର ମହିଳା ମାନେ ଉପସ୍ଥିତ ଥିଲେ l ପରେ ଅତିଥି ମାନଙ୍କ ଦ୍ୱାରା ବୃକ୍ଷ ରୋପଣ କାର୍ଯ୍ୟକ୍ରମ କରାଗଲା l ମହିଳା ମାନଙ୍କ ଆପତ୍ତି ଓ ଅଭିଯୋଗ କ୍ରମେ ଗ୍ରାମର ଏକମାତ୍ର ପୁଷ୍କରିଣୀ ର ପୁନଃରୁଦ୍ଧାର ଏବଂ ପାଚେରୀ ନିର୍ମାଣ ପାଇଁ ଅତିଥି ମହୋଦୟ ମାନେ ପୋଖରୀ ପରିଦର୍ଶନ କରି ସରପଞ୍ଚଙ୍କୁ ଆବଶ୍ୟକିୟ କାଗଜ ପତ୍ର ପ୍ରସ୍ତୁତ କରିବା ପାଇଁ କହିଛନ୍ତି ଏବଂ ଶୀଘ୍ର କାମ କରିବା ପାଇଁ ମହିଳା ମାନଙ୍କୁ ପ୍ରତିଶୃତି ଦେଇଛନ୍ତି l ଏହି କାର୍ଯ୍ୟକ୍ରମକୁ ଜିତେନ୍ଦ୍ରିୟ ସାହୁ, ମହେନ୍ଦ୍ର ନାଗ, ପିଙ୍କୁ ପଣ୍ଡା, ଗୌରୀଶଙ୍କର ସାହୁ, ସନ୍ତୋଷ ସାହୁ, ଡୋଲମଣି ଗହୀର, ରବି ଗରିଆ, ଈଶ୍ୱର ମଟାରୀ, ସଂଜୀବ ପଧାନ, ପ୍ରେମରାଜ ସାହୁ, ସୁବାସ ସାହୁ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like