-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ଅଜଣା ଗାଡି ଧକ୍କା ରେ ବ୍ୟକ୍ତି ଙ୍କ ମୃତ୍ୟୁ,କ୍ଷତିପୂରଣ ଦାବି ରେ ରାସ୍ତା ଅବରୋଧ, ପ୍ରତିଶ୍ରୁତି ପରେ ପ୍ରତ୍ୟାହୃତ।

27-Oct-2024



କୋକସରା,(ତ୍ରିନାଥ ବେଶ୍ରା)
ବିଜୁ ଏକ୍ସପ୍ରେସ ୱେ କୋକସରା ଥାନା ବେହେରା ପେଟ୍ରୋଲ ପମ୍ପ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି । ମୃତ ଯୁବକ ଜଣକ ତେଣ୍ଡାପାଳି ପଞ୍ଚାୟତ ଛତାଗୋଏରା ଗାଁର ଛବିଲାଲ ନାଗ(୪୫) ବୋଲି ଜଣା ପଡିଛି  ।ସୂଚନା ମୁତାବକ, ଛତାଗୋଏରା ଗାଁର ଛବିଲାଲ ନାଗ ଆଜି ଭୋର ସମୟରେ ବିଜୁ ଏକ୍ସପ୍ରେସ ୱେ ବେହେରା ପେଟ୍ରୋଲ ପମ୍ପ ଦେଇ ରାସ୍ତା ପାର ହେଉଥିଲେ । ଏହି ସମୟରେ ଏକ ଅଜଣା ଗାଡ଼ି ଆସି ତାଙ୍କୁ ଧକ୍କା ଦେଇ ଫେରାର ହୋଇଯାଇଥିଲା । ଫଳରେ ସେ ଘଟଣାସ୍ଥଳରେ ହିଁ ପ୍ରାଣ ହରାଇଥିଲେ । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ କୋକସରା ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚିଥିଲା । ତେବେ ଏହି ଘଟଣାରେ ପରିବାର ଓ ଗ୍ରାମବାସୀ ଉତ୍ୟକ୍ତ ହୋଇ କ୍ଷତିପୂରଣ ଦାବିରେ ଧର୍ମଗଡ - ନବରଙ୍ଗପୁର ବିଜୁ ଏକ୍ସପ୍ରେସୱେ ବେହେରା ପେଟ୍ରୋଲ ପମ୍ପ ନିକଟରେ ମୃତକଙ୍କ ପରିବାର ଏବଂ ଗ୍ରାମବାସୀ ରାସ୍ତା ଅବରୋଧ କରିଥିଲେ। ପରେ ଘଟଣାସ୍ଥଳରେ ଧର୍ମଗଡ ଅତିରିକ୍ତ ତହସିଲଦାର ପହଞ୍ଚି ରେଡ଼କ୍ରସ ସହ ହରିଶ୍ଚନ୍ଦ୍ର ଯୋଜନା ଓ ସରକାରୀ ନିୟମ ଅନୁସାରେ ଯାହା ଦୁର୍ଘଟଣା ଜନିତ କ୍ଷତିପୂରଣ ରହିଛି ତାହା ଯୋଗାଇ ଦିଆଯିବ ବୋଲି ପ୍ରତିଶ୍ରୁତି ପରେ ରାସ୍ତା ଅବରୋଧ ହଟିଥିଲା। ପରେ ମୃତକ ଙ୍କ ଶବ କୁ ବ୍ୟବଚ୍ଛେଦ ପାଇଁ କୋକସରା ଡାକ୍ତରଖାନା କୁ ଅଣାଯାଇ ବ୍ୟବଚ୍ଛେଦ ପରେ ପୋଲିସ ପରିବାର କୁ ହସ୍ତାନ୍ତର କରି ଏକ ଦୁର୍ଘଟଣା ଜନିତ ମାମଲା ରୁଜୁ କରି ତଦନ୍ତ ଜାରି ରହିଥିବା ନେଇ ତଦନ୍ତକାରୀ ପୋଲିସ ଅଧିକାରୀ ସୂଚନା ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like