-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||     

HOME   ଜିଲ୍ଲା

ପୂର୍ବତନ ବିଧାୟକ ମକରଧ୍ବଜ ପ୍ରଧାନ ଙ୍କ ସ୍ମୃତିରେ ନାଗରିକ ଶୋକସଭା I

27-Oct-2024



ସମ୍ବଲପୁର (ସଂଜୀବ ପାଣିଗ୍ରାହୀ )
 ଅଭିଭକ୍ତ ସମ୍ବଲପୁର ଜିଲ୍ଲା ମୁରା/ଅମାଭୋନା ନିର୍ବାଚନ ମଣ୍ଡଳୀ ର ପୂର୍ବତନ ବିଧାୟକ ମକରଧ୍ବଜ ପ୍ରଧାନ ୧୦୨ ବର୍ଷ ବୟସରେ ୨୪ ତାରିଖ ଶୁକ୍ରବାର ସ୍ଵର୍ଗାରୋହଣ କରିଛନ୍ତି I ତାଙ୍କର ସ୍ମୃତି ରେ  ସ୍ଥାନୀୟ ରାମଚଣ୍ଡୀ ସେବା ସଦନ ଦାନୀପାଲି ଠାରେ ରବିବାର ଏକ ନାଗରିକ ଶୋକସଭା ଅନୁଷ୍ଠିତ ହୋଇଯାଇଛି  I ଡ. ଗୌରୀ ଦାସ ପ୍ରଧାନ ଙ୍କ ସଂଯୋଜନା ରେ ଅନୁଷ୍ଠିତ ସଭା କାର୍ଯ୍ୟକ୍ରମ ରେ ଉମେଶ ଚନ୍ଦ୍ର ନାୟକ, ସମାଜସେବୀ ଗୋବିନ୍ଦ ଅଗ୍ରୱାଲ, ଶ୍ରୀକୃଷ୍ଣ ପ୍ରସାଦ ପ୍ରଧାନ, ଶଙ୍କର ପାତ୍ର, ଲକ୍ଷ୍ମଣ ପ୍ରଧାନ, ଭକ୍ତବନ୍ଧୁ ପ୍ରଧାନ, କୃପାସିନ୍ଧୁ ଖମାରୀ, ଦୀନବନ୍ଧୁ ସାହୁ, ଲିଙ୍ଗରାଜ ପ୍ରଧାନ, ଶରତ ପ୍ରଧାନ, ବ୍ରଜେଶ କୁମାର ସାହୁ, ଅଜିତ ସାହୁ, ଟଙ୍କ ବାରିକ, ସୁକାନ୍ତି ଗର୍ତିଆ, ଭବାନୀ ପ୍ରଧାନ, ଜଟା ଭୂଷଣ ସାହୁ, ସରୋଜ ସାହୁ ପ୍ରମୁଖ ପୂର୍ବତନ ଶତାୟୁ ବିଧାୟକ ସ୍ବର୍ଗତ ପ୍ରଧାନ ଙ୍କ କର୍ମମୟ ଜୀବନର ସୃତି ଚାରଣ କରିଥିଲେ । ୧୯୫୨ ମସିହାରେ ଭାରତ ର ପ୍ରଥମ ସାଧାରଣ ନିର୍ବାଚନରେ ମୁରା-ଅମାଭୋନା ନିର୍ବାଚନ ମଣ୍ଡଳୀରୁ ସୋସାଲିଷ୍ଟ ଦଳରୁ ପଶ୍ଚିମ ଓଡିଶାର ଏକମାତ୍ର ପ୍ରଥମ ବିଧାୟକ ଭାବରେ ନିର୍ବାଚିତ ସ୍ୱର୍ଗତ ମକରଧ୍ବଜ ପ୍ରଧାନ ଙ୍କ ରାଜନୈତିକ ବ୍ୟକ୍ତିତ୍ବର ପରାକାଷ୍ଠା, ସାଙ୍ଗଠନିକ ଦକ୍ଷତା, ସଂକଳ୍ପ ବଦ୍ଧତା ତଥା 
ପ୍ରତ୍ୟୁତ୍ପନ୍ନମତିତା, ଅନନ୍ୟ ଓ ଅନୁସରଣୀୟ ବୋଲି ବକ୍ତା ଗଣ ମତ ପ୍ରକାଶ କରିଥିଲେ I ସଭା ରେ ବରିଷ୍ଠ ସାମ୍ବାଦିକ ଶିବ ନନ୍ଦ ଙ୍କ ଲିଖିତ ଶୋକ ବାର୍ତ୍ତା କୁ ଡ. ଗୌରୀ ଦାସ ପ୍ରଧାନ ପଠନ କରିଥିଲେ I ଏହି ଅବସରରେ ଦିବଂଗତ ଆତ୍ମାର ସଦଗତି କାମନା ସ୍ୱରୂପ ୨ ମିନଟ ନୀରବ ପ୍ରାର୍ଥନା ଏବଂ ଶୋକସନ୍ତପ୍ତ ପରିବାର ପ୍ରତି ଗଭୀର ସମବେଦନା ଦିଆଯାଇଥିଲା । ପରିଶେଷରେ ରାମଧୁନ ପରିବେଷଣ ପୁର୍ବକ ସଭା କାର୍ଯ୍ୟ ସମ୍ପର୍ଣ୍ଣ ହୋଇଥିଲା I


News Comment




Photo in News

Advertisment
Lastest News
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026

You Might Also Like