-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

ଆଧ୍ୟାତ୍ମିକ ଚେତନା ସମାଜର ଦିଗଦର୍ଶକ:- ବିଧାୟକ ସନତ କୁମାର ଗଡତୀୟା

28-Oct-2024



ବରଗଡ:(ନିରଞ୍ଜନ ତ୍ରିପାଠୀ)-ଆର୍ଯ୍ୟ ସମାଜର ସଂସ୍ଥାପକ ମହର୍ଷି ସ୍ୱାମୀ ଦୟାନନ୍ଦ ସରସ୍ୱତୀଙ୍କ ୨୦୦ ତମ ଜନ୍ମ ଜୟନ୍ତୀ ଅବସରରେ ୨୦୦ କୁଣ୍ଡୟ ବୈଦିକ ମହାଯଜ୍ଞ ଓ ଆର୍ଯ୍ୟ ସମ୍ମିଳନ ବରଗଡ଼ ଜିଲ୍ଲା ବିଜେପୁର ବ୍ଲକ ସ୍ଥାନୀୟ ଶଙ୍କର୍ଷଣ ଟିଓୟୁପି ସ୍କୁଲ ପଡ଼ିଆରେ ମହାସମାରୋହରେ ପାଳିତ ହୋଇଯାଇଛି। ବିଜେପୁର ଆର୍ଯ୍ୟ ସମାଜ ପକ୍ଷରୁ ଆୟୋଜିତ ୨୦୦ ଯଜ୍ଞରେ ୨୦୦ ଜଣ ଦମ୍ପତି ସାମିଲ ହୋଇ ଥିଲେ।ହୋମ ବେଦମନ୍ତ୍ର ପାଠରେ ଏକ ଅପୂର୍ବ ଭାବମୟ ପରିବେଶ ସୃଷ୍ଟି ହୋଇଥିଲା।ଏହି ଅବସରରେ ମହର୍ଷି ସ୍ୱାମୀ ଦୟାନନ୍ଦ ସରସ୍ୱତୀଙ୍କ ସନ୍ଦେଶକୁ ସାକାର କରିବା ପାଇଁ ଦେଶର ବିଭିନ୍ନ ପ୍ରାନ୍ତରୁ ସାଧୁସନ୍ଥ, ବିଦ୍ୱାନ, ବାନପ୍ରସ୍ଥି,ଉପଦେଶକ,ବିଦୁଷୀ ଯୋଗଦେଇଥିଲେ। ଗୁରୁକୁଳ ଆଶ୍ରମ ଆମସେନାର ପୁଜ୍ୟ ସ୍ୱାମୀ ଧର୍ମାନନ୍ଦ ସରସ୍ଵତୀ ଓ ଆଚାର୍ଯ୍ୟ ସ୍ୱାମୀ ବ୍ରହ୍ମାନନ୍ଦ ସରସ୍ଵତୀ,ଦିଲ୍ଲୀ ଆର୍ଯ୍ୟ ପ୍ରତିନିଧି ବିନୟ କୁମାର ଆର୍ଯ୍ୟ,ବେଦଧାମର ଅଧ୍ୟକ୍ଷ ସ୍ୱାମୀ ସୁଧା ନନ୍ଦ ସରସ୍ଵତୀ, ସ୍ୱାମୀ ବିଶୁଦ୍ଧାନନ୍ଦ ସରସ୍ଵତୀ, ସ୍ୱାମୀ ସୋମବେଶ ସରସ୍ଵତୀ, ସ୍ୱାମୀ ସୁରେଶ୍ୱରାନନ୍ଦ ସରସ୍ଵତୀ, ଗୁରୁକୂଳ ନବପ୍ରଭାତର ଅଧ୍ୟକ୍ଷ ଆଚାର୍ଯ୍ୟ ଭଗବାନ ଦେବ, ଆଚାର୍ଯ୍ୟା ପୁଷ୍ପା ବେଦଶ୍ରୀ(କନ୍ୟା ଗୁରୁକୁଳ ଆମସେନା), ଆଚାର୍ଯ୍ୟା ଶାରଦା (ଘୁଚେପାଲି), ଆଚାର୍ଯ୍ୟା ଡ. ଅହଲ୍ୟା(କନ୍ୟା ଗୁରୁକୁଳ ନୂଆଁପାଲି), ଶ୍ରୀମତୀ ସୁଲକ୍ଷଣୀ ଦେବୀ(ପଦ୍ମପୁର) ପ୍ରମୁଖ ଆଚାର୍ଯ୍ୟ ଯୋଗଦେଇ ବେଦମନ୍ତ୍ର ପାଠ ସହ ପ୍ରବଚନ ଦେଇଥିଲେ। ହୋମଯଜ୍ଞ ପରେ ଧ୍ୱଜାରୋହଣ ଅନୁଷ୍ଠିତ ହୋଇଥିଲା। ବିଧାୟକ ସନତ କୁମାର ଗଡତୀୟା ମୁଖ୍ୟ ଅତିଥି ଭାବେ ଯୋଗଦାନ କରି ଧ୍ୱଜା ଉତ୍ତୋଳନ କରିଥିଲେ ଓ ଆର୍ଯ୍ୟ ସମାଜ ଉପରେ ଉଦବୋଧନ ଦେଇ ପ୍ରତିବର୍ଷ ଏଭଳି ମହାଯଜ୍ଞ ପାଳନ କରିବା ପାଇଁ ନିବେଦନ କରିଥିଲେ। ବ୍ରହ୍ମା ସ୍ୱାମୀ ବିଶୁଦ୍ଧାନନ୍ଦ ସରସ୍ଵତୀ, ଅଧ୍ୟକ୍ଷ ଭାବେ ସ୍ୱାମୀ ବ୍ରହ୍ମାନନ୍ଦ ସରସ୍ଵତୀ ରହିଥିବା ବେଳେ, ସ୍ୱାମୀ ସୋମଦତ୍ତ ଶାସ୍ତ୍ରୀ ଯଜ୍ଞ ପରିଚାଳନା କରିଥିଲେ। ଭଜନ ପ୍ରବଚନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ସଂଧ୍ୟାରେ ବେଦଧାମର ଅଧ୍ୟକ୍ଷ ସ୍ୱାମୀ ସୁଦ୍ଧାନନ୍ଦ ସରସ୍ଵତୀ ଗୀତା ପ୍ରବଚନ ପ୍ରଦାନ କରିଥିଲେ। ବିଜେପୁର ଆର୍ଯ୍ୟ ସମାଜ ଓ ବରଗଡ଼ ବେଦ ପ୍ରଚାର ସମିତି,ଆର୍ଯ୍ୟ ସ୍ୱୟଂ ସେବକ ଦଳ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like