-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ବ୍ଲକ କଳା ସଂସ୍କୃତି ସଂଘର ବନ୍ଧୁ ମିଳନ ଓ ବାର୍ଷିକ ଉତ୍ସବ

28-Oct-2024



ନୂଆପଡା ( ଡୋଲେଶ୍ଵର ବାଗ )
ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକର ବ୍ଲକ କଳା ସଂସ୍କୃତି ସଂଘ ପକ୍ଷରୁ ବନ୍ଧୁ ମିଳନ ଓ ବାର୍ଷିକ ଉତ୍ସବ - ୨୦୨୪ ଅନୁଷ୍ଠିତ ହୋଇଯାଇଛି।ଉଦଘାଟନୀ ସମାରୋହରେ ନୂଆପଡ଼ା ଜିଲ୍ଲା ପାଳ ମଧୁସୂଦନ ଦାସ ମୁଖ୍ୟ ଅତିଥି ରୂପେ ଯୋଗଦାନ କରିଥିବାବେଳେ ମୁଖ୍ୟବକ୍ତା ଭାବେ ବିଜୁ ପଟ୍ଟନାୟକ କଲେଜ ବୋଡ଼େନର ଇତିହାସ ବିଭାଗର ପ୍ରାଧ୍ୟାପକ ଗୟାଧର ମହାନ୍ତି ଯୋଗ ଦେଇ ଥିଲେ ।ସମ୍ମାନିତ ଅତିଥି ଭାବେ ବି ଡି ଓ ତଥା ବ୍ଲକ କଳା ସଂସ୍କୃତି ସଂଘ ସଭାପତି ପ୍ରିୟ ରଂଜନ କୁମାର,ଅତିରିକ୍ତ ଜିଲ୍ଲାପାଳ କୁରୁକ୍ଷେତ୍ର ନାଏକ,ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବିଦ୍ୟାପତି ପଣ୍ଡା,ଡି ସି ଓ ରମେଶ କୁମାର ମାହାର, ବୁଢା ଦେଓ ହାଇ ସ୍କୁଲ ପ୍ରଧାନ ଶିକ୍ଷକ ସିମାଞ୍ଚଲ ଦାସ, ତ୍ରିମନ୍ ମାଝୀ ପୂର୍ବତନ ଉପସଭାପତି ଜିଲ୍ଲା ସଂସ୍କୃତି ସଂଘ୍ ନୂଆପଡ଼ା,ବିପିନ ଧରୁଆ ପୂର୍ବତନ ଶିକ୍ଷକ ଯୋଗଦାନ କରିଥିଲେ । ଜିଲ୍ଲାପାଳ ନିଜ ବକ୍ତବ୍ୟରେ  କଳାକାର ମାନଙ୍କୁ ଉତ୍ସାହିତ କରିବା ସହିତ ଜିଲ୍ଲାକୁ ଦାଦନ ମୁକ୍ତ ଜିଲ୍ଲା ଭାବରେ ଗଢିତୋଳିବା ପାଇଁ ସମସ୍ତଙ୍କୁ ଅନୁରୋଧ କରିଥିଲେ ।ଆଜି ଏହି ଉତ୍ସବରେ  ଘୁମୁରା,ସମ୍ପ୍ରଦା,ସଂଚାର,ଦାସକାଠିଆ,ଦଣ୍ଡ ନୃତ୍ୟ,ପାଲା, ଖ୍ଞ୍ଜଣୀ ,ଭାଗବତ ମଣ୍ଡଳୀ,କୀର୍ତ୍ତନ ଦଳ,ବିଭିନ୍ନ ଲୋକ ନୃତ୍ୟ,ବଜା ସାଲ ଭଳି ସମୁଦାୟ ୫୧ ଟି ଦଳ ଯୋଗ ଦେଇଛନ୍ତି ।ଜିଲ୍ଲାପାଳଙ୍କ ଦ୍ୱାରା ଏହି ମଞ୍ଚରେ ସାମ୍ବାଦିକ ମାନଙ୍କ ସମାଜ ପ୍ରତି କରୁଥିବା ସହଯୋଗ ପାଇଁ ଜିଲ୍ଲାର ରାମନାଥପଣ୍ଡା ଦିଲ୍ଲୀପକୁମାର ପଣ୍ଡା 
ବଂଶୀଧର ନାଗ ସୁଶାନ୍ତକୁମାର ପାଣିଗ୍ରହୀ ଡୋଲେଶ୍ଵର ବାଗ ଟିକେଶ୍ଵର ନାଗ ଭିସ୍ମାଦେବ ହେର୍ଣ୍ଣା ଙ୍କ ସମେତ ଜ଼ିଲ୍ଲା ର 
୩୫ ଜଣ ସାମ୍ବାଦିକଙ୍କୁ ମାନପତ୍ର ସହ ସମ୍ବର୍ଦ୍ଧିତ କରାଯାଇଛି ।ମଞ୍ଚଟିକୁ ରାଜା ଏ ଟି ହାଇ ସ୍କୁଲର ସହକାରୀ ଶିକ୍ଷକ ଗୌରାଙ୍ଗ କୁମାର ସାହୁ ପରିଚାଳନା କରିଥିଲେ ।ଉଦଯାପନୀ ସମାରୋହରେ ମୁଖ୍ୟ ଅତିଥି ରୂପେ ବିଧାୟକ ଅଧିରାଜ ମୋହନ ପାଣିଗ୍ରାହୀ,ସମ୍ମାନିତ ଅତିଥି ରୂପେ ଜିଲ୍ଲା ବି ଜେ ଡି ସାଧାରଣ ସମ୍ପାଦକ ଲମ୍ବୋଦର ନିଆଲ,ବ୍ଲକ ଅଧ୍ୟକ୍ଷା ପ୍ରେମ ଶିଳା ନାଗ,ପ୍ରାଧ୍ୟାପକ ଗୟାଧର ମହାନ୍ତି,ବକ୍ତା ରୂପେ ଗୌରାଙ୍ଗ କୁମାର ସାହୁ,ଅତିଥି ଭାବରେ ସମାଜ ସେବୀ ରାଜ ନାଗ,ରାଜୁ ସିଂ ଛାବଡା,ବି କେ ଏସ ଏସ ସଭାପତି ଉପେନ୍ଦ୍ର ସଲମା ,ବିର ସିଂ ନାଏକ ଅବସର ପ୍ରାପ୍ତ ଶିକ୍ଷକ,ସୁଧୀର କୁମାର ପଣ୍ଡା ପ୍ରମୁଖ ମଞ୍ଚାସିନ ଥିଲେ ।ଅନେକ କଳାକାର ଓ ସାମ୍ବାଦିକ ଙ୍କୁ ବିଧାୟକ ଅଧିରାଜ ମୋହନ ପାଣିଗ୍ରାହୀ ସମ୍ବର୍ଦ୍ଧିତ କରିଛନ୍ତି।ପ୍ରାଧ୍ୟାପକ ଗୟାଧର ମହାନ୍ତି ମଞ୍ଚ ପରିଚାଳନା କରିଥିବାବେଳେ ସୁଭ୍ରାନ୍ତ କୁମାର ଅଗସ୍ତି ଧନ୍ୟବାଦ୍ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like