-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ ଏସ ଟି, ଏସ ସି ସରକାରୀ କର୍ମଚାରୀ ସଙ୍ଘର ବାର୍ଷିକ ସମ୍ମିଳନୀ

28-Oct-2024



ଫୁଲବାଣୀ(କ୍ଷୀରୋଦ କୁମାର ସାହାଣୀଙ୍କ ରିପୋର୍ଟ ) କନ୍ଧମାଳ ଜିଲ୍ଲାର ଜିଲ୍ଲାସ୍ତରୀୟ ଅନୁସୂଚୀତ ଜାତି ଓ ଅନୁସୂଚିତ ଜନଜାତି, ସରକାରୀ କର୍ମଚାରୀ ସମନ୍ୱୟ ପରିଷଦ ର ଏକ ବାର୍ଷିକ ସମ୍ମିଳନୀରେ ୨୦୨୪ ସ୍ଥାନୀୟ ଫୁଲବାଣୀ ସ୍ଥିତ ଗାନ୍ଧୀ ସ୍ମୃତି ଭବନ ଠାରେ  ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ସଭପତି ଶ୍ରୀ ସୁଜନ ବେହେରା ଙ୍କ ସଭାପତିତ୍ୱରେ ରେ ଅନୁଷ୍ଠିତ ହୋଇଥିଲା। ଏହି ସମ୍ମିଳନୀର  ମୂଖ୍ୟ ଉଦେଶ୍ୟ ଥିଲା ସମ୍ବିଧାନ ପ୍ରଣୀତ ଆଇନ୍ ଅନ୍ତର୍ଗତ ଅନୁସୂଚୀତ ଜାତି ଓ ଅନୁୂଚିତ ଜନଜାତି ସରକାରୀ କର୍ମଚାରୀ ମାନେ କିପରି ନିଯୁକ୍ତି ପଦନ୍ନତି ଓ ଅନ୍ୟାନ୍ୟ ସୁବିଧା ରୂ ବଞ୍ଚିତ ହେଉଛନ୍ତି ତାହା କିପରି ଆଗମୀ ଦିନରେ ସରକାରଙ୍କ ଦୃଷ୍ଟି ଆକର୍ଷଣ କରାଯାଇପାରିବ ବୋଲି  ସଭାପତି ଶ୍ରୀ ସୁଜନ ବେହେରା ଓ ସଂପାଦକ ଶ୍ରୀ କୈଳାସ କହଁର, ଉପଦେଷ୍ଟା ଶ୍ରୀ ଗଣେଶ ନାୟକ ଆଲୋଚନା କରିଥିଲେ । ଯଦି ସରକାର ଆଗମୀ ଦିନରେ ଅନୁସୂଚୀତ ଜାତି ଓ ଅନୁୂଚିତ ଜନଜାତି ସରକାରୀ କର୍ମଚାରୀ ମାନଙ୍କ  ନ୍ୟାର୍ଯ୍ୟ ଦାବୀ  ସମ୍ବିଧାନିକ ଆଇନ ପ୍ରକାରେ  ପୁରଣ କରିବାରେ ଅବହେଳା କରନ୍ତି ତାହେଲେ ରାଜ୍ୟରେ ଥିବା ସମସ୍ତ ଅନୁସୂଚୀତ ଜାତି ଓ ଅନୁୂଚିତ ଜନଜାତି ସରକାରୀ କର୍ମଚାରୀମାନେ ସରକାର ଙ୍କ ବିରୋଧରେ ସ୍ୱର ଉତ୍ତୋଳନ କରିବାକୁ ବାଧ୍ୟ ହେବେ ବୋଲି ସମ୍ମିଳନୀରେ ସୁଚନା ଦେଉଥିଲେ। ଏହି ସମ୍ମିଳନୀରେ  ମାନ୍ୟବର ବିଧାୟକ ବାଲିଗୁଡା ଶ୍ରୀଯୁକ୍ତ ଚକ୍ରମଣି କହଁର ମୁଖ୍ୟ ଅତିଥି ରୂପେ ଏବଂ ମାନ୍ୟବର ବିଧାୟକ ଜି. ଉଦୟଗିରି ଶ୍ରୀଯୁକ୍ତ ପ୍ରଫୁଲ୍ଲ କୁମାର ମଲ୍ଲିକ ସମ୍ମାନିତ ଅତିଥି ରୂପେ ଯୋଗଦାନ କରିଥିଲେ । ତତ୍ ସହିତ  ଗିରିଧାରୀ ରାଜ୍ୟ ସଂଘ ର ସଂପାଦକ ( ନିଯୁକ୍ତି ବିଭାଗ) ଏବଂ   ବିଶିକେସନ ବାଘ୍ ଯୋଗଦାନ କରି ସରକାରୀ କର୍ମଚାରୀଙ୍କ ବିଭିନ୍ନ ସମସ୍ୟା ସମ୍ବନ୍ଧ ରେ ଆଲୋକ ପାତ କରିଥିଲେ । ଉକ୍ତ ସମ୍ମିଳନୀରେ ଜିଲା ର  ୧୨ ଟି ବ୍ଲକ ରୁ  ୪୦୦ ରୁ ଅଧିକ ସରକାରୀ କର୍ମଚାରୀ  ୪୨ ଟି ବିଭାଗ ରୁ ଯୋଗଦାନ୍ କରି ନିଜ ନିଜର ମତ ପ୍ରକାଶ କରିଥିଲେ।   ଏହି ସମ୍ମିଳନୀରେ ବିଶିଷ୍ଠ ଆଇନଜୀବୀ ଆଦିବାସୀ ନେତା ଲମ୍ବୋଦର କହଁର ଏହିଭଳି କାର୍ଯ୍ୟକ୍ରମ ଖୋଲା ମଞ୍ଚରେ କଲେ ସମସ୍ତ ଲୋକ ଜ୍ଞାତ ହେବେ ବୋଲି ପ୍ରକାଶ କରିଥିଲେ।ସେହିଭଳି ଘରେ ଘରେ ସମ୍ବିଧାନ ପୁସ୍ତକ ଟିକୁ ରଖି ପଢିବା ପାଇଁ ବରିଷ୍ଠ ଆଇନଜୀବୀଓ ବିଶିଷ୍ଟ ସମାଜସେବୀ ଶ୍ରୀ  ସତ୍ୟ ନାରାୟଣ ବେହେରା ଉକ୍ତ ବୈଠକରେ ଉଦବୋଧନ ଦେଇ ସମସ୍ତ ସରକାରୀ କର୍ମଚାରୀ ଙ୍କୁ ଉତ୍ସାହିତ କରିଥିଲେ। ଉକ୍ତ ସମ୍ମିଳନୀ କୁ ଶ୍ରୀ ସୁର ପ୍ରସାଦ ନାୟକ,ଶିକ୍ଷକ ନେତା ଶ୍ରୀ ସୁକାନ୍ତ କୁମାର ବେହେରା ଓ ଏବଂ ଏବଂ ସୁନାମ ଧନ୍ୟ ବରିଷ୍ଠ ଶିକ୍ଷକ ତଥା କବି କାବିକ, ଗାଳ୍ପିକ ଶ୍ରୀ ବିଦେଶୀ ନାୟକ  ସଭା ମଞ୍ଚ ସୁନ୍ଦର ଭାବେ ପରିଚାଳନା କରିଥିଲେ।ପ୍ରତ୍ୟେକ ଜିଲ୍ଲାରେ ଏହିଭଳି ସଂଗଠନ କାରାଯାଇ  ରାଜ୍ୟବ୍ୟାପି ଏକତ୍ର ହେବାପାଇଁ ଆହ୍ବାନ ଦେଇଥିଲେ। ଉକ୍ତ କାର୍ଯ୍ୟକ୍ରମରେ  ସାମ୍ବାଦିକ ମାନଙ୍କୁ ମଧ୍ୟ ଉପୋଢକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like